CM ପଦ ପାଇଁ ଶନି ମନ୍ଦିର ପୂଜା କଥା ଲିକ୍ ହେବାରୁ ନବଙ୍କୁ ହଟାଗଲା ବୋଲି ସେ କହିଛନ୍ତି।
ହତ୍ୟାକାଣ୍ଡ ସ୍ଥଳରେ ଜଷ୍ଟିସ୍ ଦାସଙ୍କ ସରଜମିନ ଅନୁଧ୍ୟାନ
ଗୁଳି ମାଡ଼ ପରେ କେମିତି ଲୋକଙ୍କୁ ଡରାଇଥିଲା ସେସବୁକୁ ଦେଖାଇଛିା
କଂଗ୍ରେସ ବି କହିଲା ହତ୍ୟା ପଛରେ ପଲିଟିକାଲ୍ ଲିଙ୍କ । ତଦନ୍ତ ପରେ ସବୁ ସ୍ପଷ୍ଟ ହେବ କହିଲା ବିଜେଡି ।
ନବଙ୍କ ପରେ କିଏ ହେବ ତାଙ୍କ ରାଜୈନତିକ ଉତ୍ତରାଧୀକାରୀ? ଝିଅ ଦିପାଳୀ ଦାସ ନା ପୁଅ ବିଶାଳ।
ନବଙ୍କ ମୃତ୍ୟୁ ପରେ ସୁବାସ ଦେଇଥିବା ମନ୍ତବ୍ୟକୁ ନେଇ ଏବେ ସରଗରମ ରାଜନୀତି। ସାମ୍ବାଦିକଙ୍କ ପ୍ରଶ୍ନରେ ସିଧାସିଧା ଉପକୂଳିଆ ନେତାଙ୍କ ପାଇଁ ନବଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ବିଜେପି ବିଧାୟକ। ଅବଶ୍ୟ କାହାର ନାଁ ସେ ସ୍ପଷ୍ଟ କରିନଥିଲେ ବି ଦଳର ପ୍ରଭାବଶାଳୀ ନେତା ହତ୍ୟାକାଣ୍ଡରେ ସାମିଲ ଅଛନ୍ତି ବୋଲି କହିଥିଲେ।
ବିରୋଧୀଙ୍କ ନିଶାନାରେ ମୁଖ୍ୟମନ୍ତ୍ରୀ । ଥାର୍ଡ ପାର୍ଟି ତଦନ୍ତ ପାଇଁ ଧର୍ମେନ୍ଦ୍ରଙ୍କ ଦାବି ।
ଏବେବି ରହସ୍ୟ ଘେରରେ ଅପରାଧ ଉଦ୍ଦେଶ୍ୟ ।
କ୍ରାଇମ୍ବ୍ରାଞ୍ଚ ଉପରେ କାହାରି ଭରସା ନାହିଁ ବୋଲି ମଧ୍ୟ ଦୋହରାଇଛନ୍ତି ଶରତ ।
ନରସିଂହ ଉଭୟ ମୁଖ୍ୟମନ୍ତ୍ରୀ ଓ ପୋଲିସ ଡିଜିଙ୍କୁ କାଠଗଡ଼ାକୁ ଟାଣିଛନ୍ତି ।
ପ୍ରଶ୍ନ ଉଠୁଛି ଏ ସମୟରେ ପିଏସ୍ଓଙ୍କ ଭୂମିକା କଣ ରହିବା ଦରକାର?
କୋଇଲା ମାଫିଆ, ଗୋପାଳଙ୍କୁ ଅସ୍ତ୍ର କରି ନବଙ୍କୁ ରାସ୍ତାରୁ ହଟାଇ ନାହାନ୍ତି ତ ?
କାହିଁକି ଆର୍ଥିକ କାରବାର ଦିଗ ଉପରେ ଫୋକସ୍ କରିଛି ତଦନ୍ତକାରୀ ସଂସ୍ଥା ?
ନବ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଏ ନମସ୍କାର ମୁଦ୍ରାକୁ ନେଇ ବି ପ୍ରଶ୍ନ ଉଠାଇଛନ୍ତି।
ଦିବଂଗତ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଶେଷ ସମୟକୁ ନେଇ ସସପେନ୍ସ? କେତେବେଳେ ଆଉ କେଉଁଠି ହୋଇଛି ନବ ଦାସଙ୍କ ମୃତ୍ୟୁ ଏବେ ତାକୁ ନେଇ ପ୍ରଶ୍ନ ପରେ ପ୍ରଶ୍ନ କରୁଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର
ନାନା ଚର୍ଚ୍ଚା ଭିତରେ ଆଜି ଗୋପାଳର ବ୍ରଜରାଜନଗର ସ୍ଥିତ କ୍ବାର୍ଟରରେ ଛାନଭିନ୍ କରିଛି।
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ନେଇ ଡିଜିପି ସୁନୀଲ ବଂଶଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସମ୍ପୂର୍ଣ୍ଣ ସିଦ୍ଧାନ୍ତରେ ପହଞ୍ଚିବାକୁ ଟିକେ ସମୟ ଲାଗିବ।
ଅନ୍ୟ ପ୍ରଭାବଶାଳୀ ବ୍ୟକ୍ତି ଏହି ବ୍ୟବସାୟରେ ପଶିବାକୁ ଚେଷ୍ଟା କରୁଥିଲେ ବି ସେମାନଙ୍କ ପାଇଁ ବଡ଼ ପ୍ରତିବନ୍ଧକ ଥିଲେ ନବ ଦାସ।
ଗୋପାଳ ଦାସର ସୁରକ୍ଷା ନେଇ ଚିନ୍ତା ପ୍ରକଟ କଲେ ଜୟନାରାୟଣ
ଗଡ଼ୁଛି ସମୟ, ବଢ଼ୁଛି ସନ୍ଦେହ । ପାଇଖାନା ଟାଙ୍କିରେ ପ୍ରମାଣ ଖୋଜା ।
ମନ୍ତ୍ରୀଙ୍କୁ କାହିଁକି ଗୁଳି କଲା ଅଭିଯୁକ୍ତ ଗୋପାଳ । ତଦନ୍ତକାରୀ ଟିମ୍ ସହାୟତାରେ କାରଣ ଖୋଜୁଛି କ୍ରାଇମବ୍ରାଞ୍ଚ ।
ବିଜେପି କହୁଛି ମର୍ଡର ପଛରେ ବିଜେଡି ଅନ୍ତର୍ଦ୍ୱନ୍ଦ୍ୱ ।