ତତ୍କାଳୀନ ମନ୍ତ୍ରୀ ନବ ଦାସଙ୍କୁ କେଉଁ ବ୍ୟକ୍ତିଗତ ଆକ୍ରୋଶ ପାଇଁ ହତ୍ୟା କଲା ଗୋପଳ ଦାସ ? ଏମିତି କଣ ବ୍ୟକ୍ତିଗତ ରାଗ ଥିଲା, ଯାହା ପାଇଁ ଜଣେ ମନ୍ତ୍ରୀଙ୍କୁ ବି ଗୁଳି କରିବାକୁ ପଛାଇଲାନି ଗୋପାଳ ଦାସ ?
ପୂର୍ବ ଶତ୍ରୁତାରୁ ନବ ଦାସଙ୍କୁ ମାରିଥିଲା ଗୋପାଳ? ୧୧୮ ଦିନ ପରେ ଦାଖଲ ହେଲା ଚାର୍ଜସିଟ୍ । ୫୪୩ ପୃଷ୍ଠାର ଚାର୍ଜସିଟ୍ କରିଛି ପୋଲିସ୍ ।
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ବ୍ୟକ୍ତିଗତ ଆକ୍ରୋଶ ରଖି ଗୋପାଳ, ନବ ଦାସଙ୍କୁ ହତ୍ୟା କରିଥିବା ଚାର୍ଜସିଟ୍ରେ ଉଲ୍ଲେଖ କରାଯାଇଛି।
ନବ ଦାସ ହତ୍ୟା ମାମଲାରେ ଦାଖଲ ହେଲା ଚାର୍ଜସିଟ୍ । ଗତ ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ହତ୍ୟା କରାଯାଇଥିବା ବେଳେ ଆସନ୍ତା ୨୯ରେ ହତ୍ୟାକୁ ପୁରିବ ୪ ମାସ ।
ଘଟଣାକୁ ଆସନ୍ତା ୨୮ରେ ପୁରିବ ୧୨୦ ଦିନ , ଏଯାଏ ଚାର୍ଜସିଟ ଦାଖଲ କରାଯାଇନଥିବାରୁ ଅସନ୍ତୋଷ
ପଶ୍ଚିମ ଓଡ଼ିଶାର ଟାଣୁଆ ନେତାଙ୍କ ହତ୍ୟାକୁ ଆସନ୍ତା ମେ ୨୮ ତାରିଖରେ ପୂରିବ ୧୨୦ ଦିନ । ହେଲେ ଏଯାଏଁ ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚ ଦାଖଲ କରି ପାରିଲାନି ମାମଲାର ଚାର୍ଜସିଟ୍ ।
ପଶ୍ଚିମ ଓଡ଼ିଶାର ଟାଣୁଆ ନେତାଙ୍କ ହତ୍ୟାକୁ ଆସନ୍ତା ମେ ୨୮ ତାରିଖରେ ପୂରିବ ୧୨୦ ଦିନ । ହେଲେ ଏଯାଏଁ ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚ ଦାଖଲ କରି ପାରିଲାନି ମାମଲାର ଚାର୍ଜସିଟ୍ ।
ଝାରସୁଗୁଡ଼ା : ପୁରୁଣା ବିଜେଡି VS ନୂଆ ବିଜେଡି । ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି ରାଜନୀତି ସେତିକି ସେତିକି ବଢୁଛି
ରାଜନୈତିକ, ବ୍ୟାବସାୟିକ ନା ବ୍ୟକ୍ତିଗତ ଶତ୍ରୁତାରୁ ହତ୍ୟା ? କ୍ରାଇମବ୍ରାଞ୍ଚ ଓ ରାଜ୍ୟ ସରକାରଙ୍କ ନୀରବତାକୁ ନେଇ ପ୍ରଶ୍ନ
ବାପା ତ ଚାଲିଗଲେ, ତାଙ୍କୁ ତ ଆଉ ଫେରାଇ ଆଣି ହେବନି। କାରଣ ଯାହା ବି ଥାଉ, ଏହା ବିଧିର ବିଧାନ ଥିଲା...
ମନ୍ତ୍ରୀ ନବଦାସ ଗୁଳିକାଣ୍ଡ ହେଉ କି ନାବାଳକ ସମର୍ଥ ଅଗ୍ରୱାଲକୁ ଅପହରଣ ପରେ ଜଘନ୍ୟ ହତ୍ୟା। ଝାରସୁଗୁଡ଼ା ଜିଲ୍ଲା ପାଇଁ ଏ ଦୁଇଟି ଯାକ କଳଙ୍କିତ ଘଟଣାର ତାରିଖ ସମାନ...
ବଡ଼ ଲୋକଙ୍କ ସମ୍ପୃକ୍ତି ଅଛି, ତେଣୁ ସରକାର ତଦନ୍ତ କରୁ ନାହାନ୍ତି କହିଲେ ଜୟ ।
ବିଜେପି ବି ସୁଶାନ୍ତଙ୍କ ଆଡ଼କୁ ଉଠାଇଲା ଅଙ୍ଗୁଳି । ଗୋପାଳ ପାଗଳ କି ନା ବିଧାନସଭାରେ ସରଗରମ ଚର୍ଚ୍ଚା ।
ଆଜି ବିଧାୟକ ସୁଶାନ୍ତ ସିଂହଙ୍କ ବାସଭବନ ଘେରିବା ସହ ତାଙ୍କ ଘର ଉପରକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ । ଖାଲି ସେତିକି ନୁହେଁ, ଆଜି ଛାତ୍ର କଂଗ୍ରେସର କର୍ମୀମାନେ ବିଧାୟକ ସୁଶାନ୍ତ ସିଂଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନ ଘେରିଥିଲେ ।
ଉପନିର୍ବାଚନ କେବେ ହେବ ଜଣାନାହିଁ । ନିର୍ବାଚନ କମିଶନଙ୍କଠୁ ବି କିଛି ସଙ୍କେତ ଆସିନି । ହେଲେ ଝାରସୁଗୁଡ଼ା ପାଣି ପବନରୁ କିନ୍ତୁ ସ୍ପଷ୍ଟ ବାରି ହେଲାଣି ଭୋଟ୍ ପ୍ରଚାରର ମାହୋଲ ।
ଗତ ୨୮ ତାରିଖରେ ନବ ଦାସ ଝିଅ ଦୀପାଳିଙ୍କୁ ଫୋନ କରି କହିଥିଲେ କି ତୁ ଶୀଘ୍ର ପଳାଇ ଆସେ। ଦୀପାଳିି ବିଦେଶରେ ଥିବାରୁ ତାଙ୍କୁ ଶୀଘ୍ର ଆସିବାକୁ କହିଥିଲେ ନବ।
ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ କଂଗ୍ରେସ ଓ ବିଜେପି । ଗୃହ ବାରମ୍ବାର ମୁଲତବି, ତଦନ୍ତ ପ୍ରକ୍ରିୟାକୁ ନେଇ ତେଜୁଛି ଅସନ୍ତୋଷ ।
ଅନେକ ଅସମାହିତ ପ୍ରଶ୍ନ ଭିତରେ ନବ ଦାସ ହତ୍ୟା ମାମଲାର ନିଆଁ ଲିଭିବା ବଦଳରେ ବଢିବାରେ ଲାଗିଛି । ତା ସହିତ ବିବାଦ ଘେରରେ ଛନ୍ଦି ହୋଇପଡୁଛି ତଦନ୍ତକାରୀ ସଂସ୍ଥା । ଏହି ସମ୍ବେଦନଶୀଳ ମାମଲାର ତଦନ୍ତ ସଠିକ୍ ଦିଗରେ ହେଉନଥିବା ଅଭିଯୋଗ ଆଣି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ।
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ବିଜେପି ନେତା ବିଜୟ ମହାପାତ୍ର ବଡ଼ ବିସ୍ଫୋରଣ କରିଛନ୍ତି। ଦୁଇ ଅଣଓଡ଼ିଆ ଅଫିସର ହିଁ ପରଦା ପଛର ମୁଖ୍ୟ ନାୟକ ବୋଲି ବିଜୟ କହିଛନ୍ତି।
ସ୍ପଷ୍ଟ ରିପୋର୍ଟ ସତ୍ତ୍ୱେ କାହିଁକି ବେଙ୍ଗାଳୁରୁ ସ୍ଥିତ National Institue of Mental Helath and Neuroscience ବା ନିମହାନ୍ସକୁ ଗୋପାଳକୁ ନେବାକୁ ଚାହୁଁଛି କ୍ରାଇମବ୍ରାଞ୍ଚ ।
କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟା ଉପରେ ବଢିିଲା ସନ୍ଦେହ । କ୍ରାଇମବ୍ରାଂଚ ଓ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ।
ଓଡ଼ିଶା ସରକାର ଗୋପାଳକୁ ବଞ୍ଚେଇବାକୁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରୁଥିବା କହି ସାଂଘାତିକ ଅଭିଯୋଗ କରିଛନ୍ତି ଜୟନାରାୟଣ ।
‘ହତ୍ୟା ପଛରେ କିଏ, ଉଦ୍ଦେଶ୍ୟ କଣ, ପୋଲିସ ବାହାର କରିବାକୁ ଚାହୁଁନି’
ଟେଷ୍ଟ ରିପୋର୍ଟ ଅନୁସାରେ ଗୋପାଳ ପାଗଳ ନୁହେଁ ବୋଲି ସ୍ପଷ୍ଟ ଉଲ୍ଲେଖ ।