ଦଶମ ପାଶ୍ କରି ସରକାରୀ ଚାକିରି କରିବାର ସ୍ୱପ୍ନ ଦେଖୁଛନ୍ତି କି? ଆପଣଙ୍କର ଯଦି ଏମିତି ସ୍ୱପ୍ନ ଥାଏ ତେବେ ଏହି ସୁଯୋଗ ହାତଛଡା କରନ୍ତୁ ନାହିଁ। ଜାତୀୟ କୃଷି ଏବଂ ଗ୍ରାମୀଣ ବିକାଶ ବ୍ୟାଙ୍କ୍ (NABARD) ଏହି ସୁଯୋଗ ନେଇଆସିଛି।
NABARDରେ ଚାକିରି ପାଇବାକୁ ଚାହୁଁଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ସୁଯୋଗ। ଏନେଇ NABARD ଏକ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଏହି ନିଯୁକ୍ତି ବିଷୟରେ ବିସ୍ତୃତ ଭାବେ ଜାଣିବା ପାଇଁ ପୂରା ଖବରକୁ ପଢନ୍ତୁ।
NABARD ରେ ଏବେ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ ଆସିଛି। ଯଦି ଆପଣ ଗ୍ରାଜୁଏସନ୍ କରିଛନ୍ତି, ତେବେ ଆପଣ NABARD ରେ ଆସିଷ୍ଟାଣ୍ଟ ମ୍ୟାନେଜର ପଦ ପାଇଁ ଆବେଦନ କରିବାକୁ ଯୋଗ୍ୟ ଅଟନ୍ତି।
ମୁମ୍ବାଇ: ସରକାରୀ ଚାକିରୀ ଖୋଜୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସି ଖବର। ନ୍ୟାସନାଲ ବ୍ୟାଙ୍କ ଫର୍ ଏଗ୍ରିକଲଚର ଏଣ୍ଡ ରୁରାଲ୍ ଡେଭଲପମେଣ୍ଟ (ନାବାର୍ଡ଼), ଗ୍ରେଡ୍ –ଏ ଆସିଷ୍ଟାଣ୍ଟ ମ୍ୟାନେଜର ପାଇଁ ଦରଖାସ୍ତ ଆହ୍ୱାନ କରୁଛି। ଆଗ୍ରହୀ ଓ ଯୋଗ୍ୟ ଆବେଦନକାରୀ ଆବେଦନର ଶେଷ ତାରିଖ ଏପ୍ରିଲ ୨ ପୂର୍ବରୁ ତୁରନ୍ତ ଆବେଦନ କରନ୍ତୁ। ଆବେଦନକାରୀଙ୍କ ବୟସ ସୀମା ୧୮ ରୁ ୪୦ ବର୍ଷ ହୋଇଥିବା ଆବଶ୍ୟକ। ଏସି ଓ ଏସଟି ଆବେଦନକାରୀଙ୍କ ବୟସ ସୀମା ୫ ବର୍ଷ, […]