• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Nandankanan Zoological Park

Nandankanan
ଆସନ୍ତାକାଲି ଉଦ୍‌ଘାଟନ ହେବ ନନ୍ଦନକାନନ ରୋପ୍‌ ୱେ

ଦୀର୍ଘଦିନର ଅପେକ୍ଷା ପରେ ପୁଣି ପର୍ଯ୍ୟଟକଙ୍କ ପାଇଁ ଚାଲିବ ରୋପ ୱେ । ପର୍ଯ୍ୟଟକମାନେ ନନ୍ଦନକାନନ, ବଟାନିକାଲ ଗାର୍ଡେନ ଚତୁପାର୍ଶ୍ଵର ମନୋଲୋଭା ପରିବେଶ ବୁଲି ମଜା ଉଠାଇବେ ।

Lioness ‘Bini’ dies at Nandankanan Zoo in Bhubaneswar
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ 'ବିନି'ର ମୃତ୍ୟୁ

ବୟସାଧିକ କାରଣରୁ ସିଂହୀ ବିନିର ସ୍ୱାସ୍ଥ୍ୟବସ୍ଥାରେ ଅବନତି ଦେଖାଦେଇଥିଲା । ଗତ କିଛି ଦିନ ଧରି ସେ ଚିକିତ୍ସିତ ହେଉଥିଲା । ୫ ତାରିଖରୁ ଚିକିତ୍ସାଧୀନ ଅବସ୍ଥାରେ ଥିବାବେଳେ ଗତକାଲି ତାର ମୃତ୍ୟୁ ଘଟିଥିବା ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Nandankanan
ନନ୍ଦନକାନନରେ ନାଇଟ୍‌ ଟ୍ରିପ୍ ! ପର୍ଯ୍ୟଟକଙ୍କ ପାଇଁ ଅଙ୍କା ହେଉଛି ମାଷ୍ଟର ପ୍ଲାନ୍‌

କୃଷ୍ଣପ୍ରସାଦ ଓ ଚୁଡ଼ଙ୍ଗ ଜଙ୍ଗଲକୁ ମିଶାଇ ୧୦୪୩ ହେକ୍ଟରକୁ କଳେବର ବଢ଼ିବ ।

Nandankanan Zoo
ଖୁସିକୁ ମିଳିବ ପ୍ରକୃତ ଖୁସି; ଆଲିପୁର ଚିଡିଆଖାନାରୁ ନନ୍ଦନକାନନକୁ ଆସିପାରେ ନୂଆ ଅତିଥି

ଖୁସି ଜୀବନରେ ଫେରିବ ଖୁସି । ନନ୍ଦନକାନନରେ ନିସଙ୍ଗ ଜୀବନ ବିତାଉଥିବା ଜିରାଫ ଖୁସିକୁ ଖୁବଶୀଘ୍ର ମିଳିବ ଜୀବନସାଥି । ଏନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି ନନ୍ଦନକାନନ କର୍ତ୍ତୁପକ୍ଷ । ୨୦୨୨ ଶେଷ ସୁଦ୍ଧା ନିସଙ୍ଗ ଜୀବନ ବିତାଉଥିବା ଜିରାଫ ଖୁସି, ଆଫ୍ରିକ୍ରୀୟ ସିଂହୀ, ଚିଙ୍କାରା ଓ ୧୬ ପ୍ରଜାତିର ପକ୍ଷୀଙ୍କୁ ଜୀବନ ସାଥି ମିଳିବ...

toy train
୭ ବର୍ଷ ପରେ ନନ୍ଦନକାନନରେ ଗଡ଼ିବ ଟଏ ଟ୍ରେନ୍ : ଜୀବଜନ୍ତୁଙ୍କ ଗହଣରେ ଟ୍ରେନ୍ ସଫାରୀର ମଜା ନେବେ ପର୍ଯ୍ୟଟକ

ଶୁକ୍ରବାର ଠାରୁ ନନ୍ଦନକାନନର ନୂଆ ରୋପ୍ ୱେର ବି ଶିଳାନ୍ୟାସ ହେବ । ୧୮ ମାସ ପରେ ପର୍ଯ୍ୟଟକ ଏହାର ଅନୁଭୂତି ନେଇପାରିବେ । ୧୩ କୋଟି ଟଙ୍କା ବ୍ୟୟରେ ପିପିପି ମୋଡରେ ନିର୍ମାଣ ହେବାକୁ ଥିବା ରୋପ୍ ୱେର ମୁଖ୍ୟ ଷ୍ଟେସନ୍ ଟଏ ଟ୍ରେନ୍ ଓ ବୋଟ୍ ଘାଟ ମଝିରେ ରହିବ । ବଟାନିକାଲି ପାର୍କ ପାଖରେ ରହିବ ଦ୍ୱିତୀୟ ଷ୍ଟେସନ । ଫଳରେ ଯାତ୍ରୀମାନେ ଚିଡ଼ିଆଖାନାରୁ କାଞ୍ଜିଆ ହ୍ରଦ ଉପର ଦେଇ ବଟାନିକାଲ ଗାର୍ଡେନକୁ ସୁବିଧାରେ ଯାଇପାରିବେ । ପ୍ରାରମ୍ଭିକ ଭାବେ ରୋପ୍ ୱେ ଟିକେଟ୍ ମୂଲ୍ୟ ୯୫ ଟଙ୍କା ରହିବ ।

Nandankanan  Reopens
ଖୋଲିଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ,ନିୟମ ମାନିବାକୁ ନିବେଦନ

ବହୁ ଦିନର ପ୍ରତୀକ୍ଷା ପରେ ଆଜିଠୁ ଖୋଲିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ରାଜ୍ୟ ସରକାରଙ୍କ ଅଗଷ୍ଟ ଗାଇଡଲାଇନ୍‌ରେ ପର୍ଯ୍ୟଟନୀ ସ୍ଥଳ ଓ ପ୍ରାଣୀ ଉଦ୍ୟାନ ଖୋଲିବା ନେଇ ନିଷ୍ପତ୍ତି ପରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲିବାକୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଅଳ୍ପ ସଂଖ୍ୟକ ଦର୍ଶକଙ୍କୁ ନନ୍ଦନକାନନ ଭିତରକୁ ଛଡ଼ାଯିବ। ପର୍ଯ୍ୟଟକ ଚାଲି ଚାଲି ଯାଇ ଜୀବଜନ୍ତୁଙ୍କ ଖୁଆଡ ପାଖରୁ ସେମାନଙ୍କୁ ଦେଖିପାରିବେ।

Nandankanan Zoological Park
ଖୋଲିଲା ନନ୍ଦନକାନନ, ୧୦ ନିୟମ ମାନନ୍ତୁ

ନନ୍ଦନକାନନ ଖୋଲିବା ନେଇ ରାଜ୍ୟ ସରକାର ଅଗଷ୍ଟ ଗାଇଡଲାଇନ୍‌ ଅନୁମତି ଦେଇଛନ୍ତି। ଦୀର୍ଘ ଦିନ ପରେ ପ୍ରାଣୀ ଉଦ୍ୟାନ ଖୋଲିବାକୁ ଅନୁମତି ମିଳିଥିବାରୁ କେଉଁ ଆଧାରରେ ନନ୍ଦନକାନନ ଖୋଲାଯିବ ତାହାର ତର୍ଜମା କରିଥିଲେ ନିର୍ଦ୍ଦେଶକ ମନୋଜ ମହାପାତ୍ର।