• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Narendra Modi Latest News

Parikshya Pe charcha Narendra Modi
‘ପରୀକ୍ଷା ପେ ର୍ଚଚ୍ଚା’ରେ ଛାତ୍ରଛାତ୍ରୀଙ୍କୁ ଗୁରୁମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’। ପରୀକ୍ଷାକୁ ନେଇ ପିଲାଙ୍କ ମନରେ ଥିବା ଭୟକୁ ବାହାର କରିବା ପାଇଁ ଚେଷ୍ଟା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମେଦି। ସେ ଛାତ୍ରଛାତ୍ରୀଙ୍କୁ କହିଛନ୍ତି ଯେ, ‘ପରୀକ୍ଷାକୁ ନେଇ ଡରିବା ଉଚିତ ନୁହେଁ। କାରଣ ପରୀକ୍ଷା ତ ବାରମ୍ବାର ଦେଉଛନ୍ତି। ପରୀକ୍ଷାକୁ ନେଇ କାହା ମନରେ ଡର ନାହିଁ ବରଂ ଅନ୍ୟ କୌଣସି କାରଣ ପାଇଁ ଡର ଲାଗୁଛି। ପରୀକ୍ଷାକୁ ନେଇ ଏମିତି କିଛି ବାତାବରଣ ସୃଷ୍ଟି କରାଯାଇଛି, ଯାହାକୁ […]

modi visit to china
ଚୀନ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଭାରତ ଓ ଚୀନ୍ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସୁଧାରିବାକୁ ଆସନ୍ତା ସପ୍ତାହରେ ହେବ ମୋଦି – ଜିନ୍ ପିଙ୍ଗ୍ ଭେଟ।  ଚୀନ ଗସ୍ତ କରି ରାଷ୍ଟ୍ରପତି ଜିନ୍ ପିଙ୍ଗ୍‌ଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ୨୭ ଓ ୨୮ ତାରିଖରେ ଏହି ଦ୍ୱିପାକ୍ଷିକ ବୈଠକ ହେବ ଏବଂ ଏଥିରେ କୌଣସି ଚୁକ୍ତି ସ୍ୱାକ୍ଷର ହେବ ନାହିଁ  ବରଂ କେବଳ ଉଭୟ ଦେଶର ସମ୍ପର୍କ ସୁଦୃଢ଼ କରିବା ଦିଗରେ ଆଲୋଚନା ହେବ ବୋଲି ଘୋଷଣା କରିଛନ୍ତି […]

naveen-modi
ଓଡ଼ିଆ ନବବର୍ଷ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଆ ନବବର୍ଷ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆରେ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି। ବିଶ୍ଵର କୋଣ ଅନୁକୋଣରେ ରହୁଥିବା ମୋର ସମସ୍ତ ଓଡିଆ ବନ୍ଧୁ, ଭାଇ, ଭଉଣୀମାନଙ୍କୁ ମହାବିଷୁବ ସଂକ୍ରାନ୍ତିର ଅଭିନନ୍ଦନ। ନୂତନବର୍ଷ ଭଲ ଓ ସୁଖରେ କଟୁ । ସମୃଦ୍ଧ ଓଡିଆ ସଂସ୍କୃତିକୁ ନେଇ ଆମେ ବିଶେଷଭାବେ ଗୌରବାନ୍ଵିତ ବୋଲି ମୋଦି ଟ୍ୱିଟ୍‌ କରି କହିଛନ୍ତି। ବିଶ୍ଵର କୋଣ ଅନୁକୋଣରେ ରହୁଥିବା ମୋର ସମସ୍ତ ଓଡିଆ ବନ୍ଧୁ, ଭାଇ, ଭଉଣୀମାନଙ୍କୁ ମହାବିଷୁବ […]

pm modi
ମୋଦିଙ୍କୁ ସମର୍ଥନ ଜଣାଇ ସାମିଲ ହେଲେ ବିଜେପି ନେତା

ନୂଆଦିଲ୍ଲୀ: ପାର୍ଲାମେଣ୍ଟରେ ଲାଗି ରହିଥିବା ଅଚଳାବସ୍ଥାକୁ ନେଇ ପ୍ରତିବାଦ। ଆଜି ଦିନକ ପାଇଁ ଉପବାସ ରହି ପ୍ରତିବାଦ ଜଣାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ହୋଇପାରି ନ ଥିଲା। ତେଣୁ ବିରୋଧୀ ଦଳଙ୍କ ଏପରି କାର୍ଯ୍ୟକୁ ଗଣତନ୍ତ୍ର ପ୍ରତି ବିପଦ ବୋଲି କହି ମୋଦି ଏହି ଅନଶନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୋଦିଙ୍କୁ ସମର୍ଥନ ଜଣାଇ ବିଜେପି ସଭାପତି ଅମିତ ଶାହା ମଧ୍ୟ ଅନଶନ କରୁଛନ୍ତି।  ସେହିଭଳି ସାରା […]

pm modi
ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆରେ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି। ଓଡ଼ିଆ ସଂସ୍କୃତିର ମହନୀୟତା ପାଇଁ ସାରା ଦେଶ ଗର୍ବ କରେ ଏବଂ ବିଭିନ୍ନ କ୍ଷେତ୍ରରେ ଓଡ଼ିଆମାନେ ଉତ୍କର୍ଷ ଲାଭ କରିବା ସହ ଦେଶର ପ୍ରଗତି ପଥରେ ଓଡ଼ିଆ ଲୋକମାନେ ଅଲିଭା ଛାପ ଛାଡ଼ିଛନ୍ତି ବୋଲି ମୋଦି ଟ୍ୱିଟ୍‌ କରିଛନ୍ତି। Best wishes to my sisters and brothers of Odisha on Utkala Dibasa. pic.twitter.com/mspuBqMYQW — […]

modi
ଦେଶରେ ପୁଣି ଥରେ ଜଟିଳ ସ୍ଥିତି ଉପୁଜିବା ସମ୍ଭାବନା - ମୋଦି

ଆଗାମୀ ୨ରୁ ୩ ସପ୍ତାହ ସତର୍କ ରୁହ ଦେଶରେ ପୁଣି ଥରେ ଜଟିଳ ସ୍ଥିତି ଉପୁଜିବା ସମ୍ଭାବନା ଦେଶରେ ବର୍ତ୍ତମାନ ସମ୍ପୂର୍ଣ୍ଣ ଲକଡାଉନ ଜରୁରୀ ନୁହେଁ ଗୋଟିଏ ରାଜ୍ୟକୁ ସମ୍ପୂର୍ଣ୍ଣ ଟୀକାଦେବା ସମ୍ଭବ ନୁହେଁ ଆମକୁ ଦେଶର ସବୁ ରାଜ୍ୟ ପ୍ରତି ଧ୍ୟାନ ଦେବା ଜରୁରୀ ଆମେ ପୂର୍ବବର୍ଷ ପରି ଏଥର ବି କରୋନା ଉପରେ ବିଜୟ ଲାଭ କରିବା ନୂଆଦିଲ୍ଲୀ: କରୋନାକୁ ନେଇ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଚାଲିଛି। କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ସମୀକ୍ଷା […]

pm modi
ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମଦିନ। ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୦ତମ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ଏହାକୁ ପାଳନ କରାଯିବା ସହ ସାଧାରଣଜନତାଙ୍କ ଠୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ ସୋସିଆଲ୍‌ ମିଡିଆରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ସୁରତରେ ୭୧ ଫୁଟ୍‌ର ଏକ କେକ୍‌ ପ୍ରସ୍ତୁତ ହୋଇଛି, ଯାହାର ଓଜନ ରହିଛି ୭୧୧ କିଲୋ। କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ସୁରତର ଭାଟପୋର ଅଞ୍ଚଳରେ ଥିବା ଏକ […]

MODI-AND-DOCTOR
ଡକ୍ଟର୍ସ ଡେ’ରେ ମୋଦିଙ୍କ ସମ୍ବୋଧନ, କହିଲେ ଡାକ୍ତର ଇଶ୍ୱରଙ୍କ ଦ୍ୱିତୀୟ ରୂପ

ନୂଆଦିଲ୍ଲୀ: ଡକ୍ଟର୍ସ ଡେ’ ଅବସରରେ ଡାକ୍ତରଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନା କାଳରେ ଡାକ୍ତରଙ୍କ ସେବାକୁ ଯେତେ ପ୍ରଶଂସା କଲେ ବି କମ୍ ବୋଲି କହିବା ସହ ଡାକ୍ତରଙ୍କୁ ଈଶ୍ୱରଙ୍କ ଦ୍ୱିତୀୟ ରୂପ ଭାବେ ତୁଳନା କରିଛନ୍ତି…

Capture
ଜାମ୍ମୁ-କାଶ୍ମୀର ନେଇ ସର୍ବଦଳୀୟ ବୈଠକ ଶେଷ, ଦିଲ୍ଲୀଠାରୁ ଦିଲ୍‌ର ଦୂରତା କମାଇବାକୁ ମୋଦିଙ୍କ ଅହ୍ୱାନ୍‌

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଜାମ୍ମୁ କାଶ୍ମୀର ନେଇ ସର୍ବଦଳୀୟ ବୈଠକ ଶେଷ । ବୈଠକରେ ଜାମ୍ମୁକାଶ୍ମୀରର ୭ଟି ଦଳର ୧୪ ନେତା ଉପସ୍ଥିତ ଥିଲେ । ଜାମ୍ମୁ-କାଶ୍ମୀରର ନେତା ମାନଙ୍କୁ ଆବେଦନ କଲେ ପ୍ରଧାନମନ୍ତ୍ରୀ । ଦିଲ୍ଲୀ ଓ ଦିଲ୍ ମଧ୍ୟରେ…

narendra modi
କୋଭିଡ୍ ମୁକାବିଲାରେ ନିୟୋଜିତ ସମ୍ମୁଖ କର୍ମୀଙ୍କ ଲାଗି କ୍ରାସ୍ କୋର୍ସ

ନୂଆଦିଲ୍ଲୀ: କୋଭିଡ୍ ମୁକାବିଲାରେ ନିୟୋଜିତ ସମ୍ମୁଖ କର୍ମୀଙ୍କ ଲାଗି କ୍ରାସ୍ କୋର୍ସ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୧୮ ତାରିଖ ସକାଳ ୧୧ଟା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ଭିଡିଓ…

narendra modi
ଜି-୭ ବୈଠକରେ ମୋଦିଙ୍କ ଆହ୍ୱାନ ୱାନ୍‌ ଅର୍ଥ-ୱାନ୍‌ ହେଲ୍‌ଥ

ମହାମାରୀ କରୋନା ସାରା ବିଶ୍ୱରେ ସୃଷ୍ଟି କରିଥିବା ଗୁରୁତର ସ୍ୱାସ୍ଥ୍ୟ ସଙ୍କଟକୁ ନେଇ ଜି ୭ ରାଷ୍ଟ୍ରଗୋଷ୍ଠୀ ବୈଠକରେ ମାନସ ମନ୍ଥନ । ରବିବାର ଅନୁଷ୍ଠିତ ଏହି ଭର୍ଚୁଆଲ ବୈଠକରେ କୋରନା ଟିକା ଉପରେ ସାମୟିକ ପ୍ୟାଟେଣ୍ଟ ଛାଡ଼ ଲାଗି ଆହ୍ୱାନ…

mamata-banerjee
ପଶ୍ଚିମବଙ୍ଗ ଘମାସାନରେ ନୂଆ ଟ୍ୱିଷ୍ଟ ! କେନ୍ଦ୍ର ନିର୍ଦ୍ଦେଶକୁ ବେଖାତିର ପରେ ଦିଦି ହେଲେ ସାହା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଘମାସାନରେ ନୂଆ ଟ୍ୱିଷ୍ଟ । ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଆଲାପନ୍ ବନ୍ଦୋପଧ୍ୟାୟଙ୍କ କେନ୍ଦ୍ରୀୟ ଡେପୁଟେସନ ପ୍ରସଙ୍ଗକୁ ନେଇ ଉଗ୍ର ହୋଇଛି ବିବାଦ । ତାଙ୍କୁ ଏବେ ରାଜ୍ୟ ସରକାର ଛାଡି ପାରିବେ ନାହିଁ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଚିଠି…

Capture
ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା ବୈଠକରେ ମମତାଙ୍କ ଅଜବ ଆଚରଣ, ନିନ୍ଦା କଲେ ଅମିତ ଶାହ - ଜେପି ନଡ୍ଡା

ନୂଆଦିଲ୍ଲୀ: ବାତ୍ୟା ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀଙ୍କୁ ଅପେକ୍ଷା କରାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସମୀକ୍ଷା ବୈଠକରେ ଅଧଘଣ୍ଟା ବିଳମ୍ବରେ ପହଞ୍ଚିଲେ ମମତା । ଖାଲି ସେତିକି ନୁହେଁ ପ୍ରଧାନମନ୍ତ୍ରୀଙ୍କୁ ବାତ୍ୟା ୟାସର…