ତୃତୀୟ ପାଳିରେ ମୋଦି ସରକାର ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ ହୋଇଛି । 4 ଗୁରୁତ୍ବପୂର୍ଣ୍ଣ ବିଭାଗରେ କୌଣସି ପରିବର୍ତ୍ତନ କରାଯାଇନାହିଁ । କିନ୍ତୁ ଆପଣ କେନ୍ଦ୍ରମନ୍ତ୍ରୀମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଜାଣିଛନ୍ତି କି ? ତେବେ ଚାଲନ୍ତୁ ଜାଣିବା କିଛି ପ୍ରମୁଖ କେନ୍ଦ୍ରମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା।
ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେ ସିଧା ରାଜଭବନ ଯାଇଛନ୍ତି ।
୨୪ ନିର୍ବାଚନରେ ବିପୁଳ ବିଜୟ ସହ ୨୪ ବର୍ଷର ବିଜେଡି ସରକାରକୁ ମାତ୍ ଦେବା ପରେ ଆସନ୍ତାକାଲିଠୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବିଜେପି ଶାସନ।
ମୋଦି କ୍ୟାବିନେଟର ୩ ଓଡ଼ିଆ ମନ୍ତ୍ରୀଙ୍କୁ ମିଳିଲା ବଡ଼ ବିଭାଗ । ରେଳ ସହ ସୂଚନା ପ୍ରସାରଣ ମନ୍ତ୍ରାଳୟ ପାଇଲେ ଅଶ୍ବିନୀ ବୈଷ୍ଣବ । ଶିକ୍ଷା ବିଭାଗ ବଜାୟ ରଖିଲେ ଧର୍ମେନ୍ଦ୍ର ପ୍ରଧାନ ।
ତୃତୀୟ ପାଳିରେ ଦ୍ବିତୀୟ ବଡ଼ ଘୋଷଣା କଲେ ମୋଦି ସରକାର । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଆଉ ୩ କୋଟି ଘର ନିର୍ମାଣ ଲକ୍ଷ୍ୟ ।
ଅପରାହ୍ନ ୪ଟା ୪୫ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ । ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ତୃତୀୟ ପାଳିର ପ୍ରଥମ ଦସ୍ତଖତ ଚାଷୀଙ୍କ ପାଇଁ କରିଛନ୍ତି ପ୍ରଧାନମନ୍ତ୍ରୀ । ପିଏମ୍ କିଷାନ ନିଧିର ୧୭ ତମ କିସ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶନାମାରେ ମୋଦି ଦସ୍ତଖତ କରିଛନ୍ତି ।
ମୋଦିଙ୍କ ସହ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଅନେକ ନେତା । ଜାଣନ୍ତୁ ଓଡ଼ିଶାରେ କିଏ ପାଇଲେ ମନ୍ତ୍ରୀପଦ...
ଜବାହରଲାଲ ନେହରୁଙ୍କ ପରେ ପ୍ରଥମଥର ପାଇଁ କ୍ରମାଗତ ଭାବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି । ତେବେ ଜାଣନ୍ତୁ କିଏ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ...
ଆରମ୍ଭ ହେଲା ମୋଦି ସରକାରର ତୃତୀୟ ପାଳି। ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି।
ରାଜଧାନୀ ଦେଖିବ ମୋଦିଙ୍କ ବିଶାଳ ରୋଡ୍ ସୋ’। ୧୨ ତାରିଖରେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ରହିଛି।
ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପୂର୍ବରୁ ରାଜଘାଟରେ ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି। ତେବେ ଏଥିରେ ଓଡ଼ିଶାର ଉତ୍ତରୀୟ ମୋଦି କାନ୍ଧରେ ପକାଇଥିଲେ।
ମିଳିଲା ବଡ଼ ଖବର । କେନ୍ଦ୍ର କ୍ୟାବିନେଟରେ ସାମିଲ୍ ପାଇଁ ସମ୍ଭାବ୍ୟ ମନ୍ତ୍ରୀଙ୍କୁ ଫୋନ୍ ଯାଇଥିବା ସୂଚନା ମିଳିଛି । ଜଣଙ୍କ ପରେ ଜଣେ ନେତାଙ୍କୁ ପିଏମ୍ଓରୁ ଯାଉଛି ଫୋନ୍ କଲ୍ ।
ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ । ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେବେ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସନ୍ଧ୍ୟା ୭ଟା ୧୫ରେ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ସର୍ବସମ୍ମତିକ୍ରମେ ଏନଡିଏର ନେତା ନିର୍ବାଚିତ ହେବା ପରେ ରାଷ୍ଟ୍ରପତିଙ୍କୁ ଭେଟି ପାଇଁ ସରକାର ଗଠନ କରିବାକୁ ଦାବି ଉପସ୍ଥାପନ କରଛନ୍ତି ମୋଦି । ତା’ସହ ଆସନ୍ତା ୯ ତାରିଖ ସଂଧ୍ୟା ୭ଟା ୧୫ରେ ଶପଥ ପାଇଁ ରାଷ୍ଟ୍ରପତି ତାଙ୍କୁ ଆମନ୍ତ୍ରଣ ଜଣାଇଥିବା ମୋଦି କହିଛନ୍ତି ।
ନାଁ ଆମେ ହାରିଥିଲୁ ନା ହାରିବୁ, ଏନଡିଏ ଥିଲା ଓ ରହିବ। ଆଜି ନୂଆଦିଲ୍ଲୀର ସମ୍ବିଧାନସଦନରେ ଅନୁଷ୍ଠିତ ଏନଡିଏର ସଂସଦୀୟ ଦଳ ବୈଠକରେ ଏନଡିଏର ନେତା ନିର୍ବାଚିତ ହେବା ପରେ ଏଭଳି କହିଛନ୍ତି ମୋଦି। ତାସହ ଏଠି ବି ଓଡ଼ିଶାକୁ ଫୋକସ୍ କରି କହିଛନ୍ତି ଭାରତର ବିକାଶ ଯାତ୍ରାରେ ଓଡ଼ିଶା ହେବ ଇଞ୍ଜିନ।
ନାଁ ଆମେ ହାରିଥିଲୁ ନା ହାରିବୁ, ଏନଡିଏ ଥିଲା ଓ ରହିବ । ଆଜି ନୂଆଦିଲ୍ଲୀର ସମ୍ବିଧାନ ସଦନରେ ଅନୁଷ୍ଠିତ ଏନଡିଏର ସଂସଦୀୟ ଦଳ ବୈଠକରେ ଏନଡିଏର ନେତା ନିର୍ବାଚିତ ହେବା ପରେ ଏଭଳି କହିଛନ୍ତି ମୋଦି ।
କେନ୍ଦ୍ରରେ ତୃତୀୟ ଥର ପାଇଁ ସରକାର ଗଠନ ଦାବି ପୂର୍ବରୁ ଆଜି ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କ ଦିଲ୍ଲୀ ବାସଭବନକୁ ଯାଇ ତାଙ୍କୁ ଭେଟିଛନ୍ତି ନରେନ୍ଦ୍ର ମୋଦି ।
ଏନ୍ଡିଏ ନେତା ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ଓଡ଼ିଶାରେ ନିର୍ବାଚନ ଫଳାଫଳକୁ ନେଇ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ । ଦେଶର ବିକାଶରେ ଓଡ଼ିଶା ପ୍ରମୁଖ ସ୍ଥାନ ନେବ ବୋଲି କହିଛନ୍ତି ମୋଦି ।
ଏନ୍ଡିଏ ନେତା ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ସର୍ବସମ୍ମତି କ୍ରମେ ବାଛି ନୂଆ ଦାୟିତ୍ୱ ଦେଇଛନ୍ତି । ଏଥିପାଇଁ କୃତଜ୍ଞ ବୋଲି କହିଲେ ମୋଦି । ଏନ୍ଡିଏ ଆଜି ୨୨ ରାଜ୍ୟରେ ସରକାର କରିବାର ମୌକା ପାଇଛି ।
ନରେନ୍ଦ୍ର ମୋଦିଙ୍କୁ ଏନଡିଏ ମେଣ୍ଟର ନେତା ନିର୍ବାଚିତ କରାଯାଇଛି । ତେବେ ରାଜନାଥ ସିଂହ ଦଳର ବୈଠକରେ ଏହି ପ୍ରସ୍ତାବ ରଖିଥିଲେ । ଯାହାକି ସର୍ବସମ୍ମତି କ୍ରମେ ପାସ୍ ହେଇଥିଲା ।
ରବିବାର ହେବାକୁ ଥିବା ବହୁ ପ୍ରତୀକ୍ଷିତ ଶପଥ ଗ୍ରହଣ ଉତ୍ସବରେ ବହୁ ଦେଶର ସ୍ବତନ୍ତ୍ର ନିମନ୍ତ୍ରିତ ଅତିଥିଙ୍କ ସମେତ ୮ହଜାରରୁ ଅଧିକ ଲୋକ ଉପସ୍ଥିତ ରହିବେ। ଶପଥ ଗ୍ରହଣ ଉତ୍ସବରେ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ ସାମିଲ ଥିବା ଅନେକ ସଫେଇ କର୍ମଚାରୀ, କିନ୍ନର ଓ ଶ୍ରମିକ ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେବେ।
ଆସନ୍ତା ୯ ତାରିଖରେ ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଜାତୀୟ ଗଣମାଧ୍ୟମର ସୂଚନା ଅନୁସାରେ ୮ ତାରିଖରେ ନୁହେଁ ୯ ତାରିଖରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ ହେବ।
ଏକାକୀ ଲୋକସଭାରେ ସରକାର କରିବାକୁ ଆଶା ରଖିଥିବା ବିଜେପି ବର୍ତ୍ତମାନ ଛନ୍ଦି ହୋଇ ତଳେ ପଡ଼ିଛି । ମ୍ୟାଜିକ୍ ନମ୍ୱର ଛୁଇଁବା ପାଇଁ ସହଯୋଗୀ ଦଳଙ୍କର ଆବଶ୍ୟକତା ଥିବା ବେଳେ ମୌକେ ପେ ଚୌକା ମାରିବାକୁ ଚେଷ୍ଟା କରୁଛନ୍ତି ସହଯୋଗୀ ।
ଲୋକସଭା ନିର୍ବାଚନ ଫଳାଫଳ ପରେ ଦିଲ୍ଲୀରେ ଗତକାଲି ଏନଡିଏ ବୈଠକ ଶେଷ ହୋଇଛି । ଏହି ବୈଠକରେ ଏନଡିଏର ସମସ୍ତ ଦଳ ନିଜର ସମର୍ଥନ ପତ୍ର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ପ୍ରଦାନ କରିଛନ୍ତି ।