୨୦୧୭ ମସିହାରେ ଏହି ପୋଲର ନିର୍ମାଣ ଲାଗି ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ ମୋଦି।
ଆସନ୍ତା ୨୯ ତାରିଖ ଗୁରୁବାର ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିବ। ଆଉ ଏହି ବୈଠକ ପରେ ଦଳ ପ୍ରଥମ ପର୍ଯ୍ୟାୟରେ ୧୦୦ ଜଣିଆ ତାଲିକା ଘୋଷଣା କରିପାରେ ।
ନବରଙ୍ଗପୁର, ବ୍ରହ୍ମପୁର, ବାରିପଦା... ସବୁଠି ରାଜନାଥଙ୍କ ସେଇ ଗୋଟିଏ ହୁଂକାର... ଗୋଟିଏ ଦମ୍ଭୋକ୍ତି... 'ଓଡ଼ିଶାରେ ଏଥର ବନିବ ଡବଲ୍ ଇଞ୍ଜିନ ସରକାର'।
ଲୋକସଭା ନିର୍ବାଚନକୁ ଆଉ ମାସ କେଇଟା ଥିବାବେଳେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କଲେଣି ବିଜେଡି, ଭାଜପା ଓ କଂଗ୍ରେସ । ତେବେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି ! ରାଜ୍ୟ ବିଜେପି ସଭାପତିଙ୍କ ସୂଚନା...
କେନ୍ଦ୍ର ସରକାରଙ୍କ ଜନ ମଙ୍ଗଳକାରୀ ଯୋଜନାରେ ସମସ୍ତ ଲାଭାର୍ଥଙ୍କ ପାଖରେ ପହଞ୍ଚି ମୋଦିଙ୍କ ବାର୍ତ୍ତା ପହଞ୍ଚାଇବାକୁ ଦିଆଯାଇଛି ନିର୍ଦ୍ଦେଶ। ପିଏମ୍ ଆବାସ, ସବୁ ଘରକୁ ପିଇବା ପାଣି, ପିଏମ୍ କିଷାନ, ଉଜ୍ଜଳା ଭଳି ଯୋଜନା ।
ଏଥର ନିର୍ବାଚନରେ କେନ୍ଦ୍ରରେ ହ୍ୟାଟ୍ରିକ୍ କରିବ ବିଜେପି । ରାଷ୍ଟ୍ରୀୟ ଅଧିବେଶନରେ କର୍ମକର୍ତ୍ତାଙ୍କୁ ୪ଶହ ପ୍ଲସର ମିଶନ ଏବଂ ଶହେ ଦିନର ଡେଡଲାଇନ୍ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ଏଥର ନିର୍ବାଚନରେ କେନ୍ଦ୍ରରେ ହ୍ୟାଟ୍ରିକ୍ କରିବ ବିଜେପି । ରାଷ୍ଟ୍ରୀୟ ଅଧିବେଶନରେ କର୍ମକର୍ତ୍ତାଙ୍କୁ ୪ଶହ ପ୍ଲସର ମିଶନ ଏବଂ ଶହେ ଦିନର ଡେଡଲାଇନ୍ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ବିଜେପିର ରାଷ୍ଟ୍ରୀୟ ଅଧିବେଶନରେ ପ୍ରଥମେ ରାଷ୍ଟ୍ରୀୟ ପଦାଧିକାରୀ ବୈଠକ ବସିବ। ଏଥିରେ ଓଡ଼ିଶାର ଚାରି ଜଣ ନେତା ଭାଗ ନେବେ।
ମନ୍ଦିରରେ ସାତୋଟି ଶିଖର ନିର୍ମାଣ କରାଯାଇଛି ଯେଉଁଥିରେ ପ୍ରଭୁ ରାମ, ଭଗବାନ ଶିବ, ଜଗନ୍ନାଥ, କୃଷ୍ଣ, ସ୍ୱାମୀନାରାୟଣ, ତିରୁପତି ବାଲାଜୀ ଏବଂ ଭଗବାନ ଆୟାପ୍ପାଙ୍କ ମୂର୍ତ୍ତି ରହିଛି।
କଂଗ୍ରେସ ପକ୍ଷରୁ ଏହାକୁ ଅଧିକରୁ ଅଧିକ ଭାଇରାଲ କରାଯାଉଥିବା ଦେଖାଯାଇଛି । କଂଗ୍ରେସ ସମର୍ଥକମାନେ ଏଥିରେ ମୋଦିଙ୍କୁ ନାନା ଗାଳି ଗୁଲଜ କରିଥିବା ବେଳେ ମୋଦିଙ୍କ ପ୍ରତି ଅସନ୍ତୋଷ ମଧ୍ୟ ଝାଡ଼ିଛନ୍ତି । ଚାଷୀଙ୍କୁ ମୋଦି ହତାଦର କରୁଛନ୍ତି ବୋଲି କଂଗ୍ରେସ ସମର୍ଥକ କହୁଛନ୍ତି ।
୨୭ ଏକର ଜମିରେ ନିର୍ମିତ ଏହି ମନ୍ଦିରରେ ଖର୍ଚ୍ଚ ହୋଇଛି ପ୍ରାୟ ୭୦୦ କୋଟି ଟଙ୍କା । ୭ ଶିଖର ବିଶିଷ୍ଟ ହୋଇଛି ଏହି ମନ୍ଦିର । ୟୁନାଇଟେଡ୍ ଆରବ ଏମିରେଟ୍ସରେ ଏହା ହେଉଛି ପ୍ରଥମ ମନ୍ଦିର ଯାହା ସଂପୂର୍ଣ୍ଣ ଭାବେ ପଥରରେ ନିର୍ମିତ ହୋଇଛି ।
ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି କି, UAEରେ ଦେଢ଼ ଲକ୍ଷରୁ ଅଧିକ ଭାରତୀୟ ପିଲା ପାଠ ପଢ଼ୁଛନ୍ତି। ପୂର୍ବରୁ IIT ଦିଲ୍ଲୀ କ୍ୟାମ୍ପସ୍ ମାଷ୍ଟର୍ସ କୋର୍ସ ଖୋଲିଥିଲା। ଆଉ ଏବେ ବହୁତ ଶୀଘ୍ର CBSE ଅଫିସ୍ ଖୋଲିବ।
ଏହି ଅବସରରେ ଭାରତ ଓ ୟୁଏଇ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ରାଜିନାମା ସ୍ୱାକ୍ଷରିତ ହୋଇଛି।
ଗୋଟିଏ ବିଦ୍ୟାଳୟର ଜଣେ ଶିକ୍ଷକ ମହାଭାରତ, ରାମାୟଣ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ କିଛି ମନ୍ତବ୍ୟ ଦେଇଥିଲେ । ଯାହାକୁ ଅପମାନଜନକ ମନ୍ତବ୍ୟ ବୋଲି କୁହାଯିବା ସହ ତାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି ।
ବଜେଟ ଅଧିବେଶନର ଶେଷ ଦିନରେ ଲୋକସଭାରେ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିଛନ୍ତି । ମୋଦି କହିଛନ୍ତି, ୫ ବର୍ଷରେ ଦେଶ ହିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।
ଦେଶର ଆଉ ୩ ମହାନ ବ୍ୟକ୍ତିତ୍ୱଙ୍କୁ ମିଳିବ ଭାରତ ରତ୍ନ । ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପି.ଭି. ନରସିଂହ ରାଓ ଓ କୃଷି ବିଜ୍ଞାନୀ ଡକ୍ଟର ଏମ୍.ଏସ୍ ସ୍ୱାମୀନାଥନଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଦିଆଯିବା ନେଇ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର ।
ଖୁବଶୀଘ୍ର ମୋ ସରକାରର ତୃତୀୟ ପାଳି ଆରମ୍ଭ ହେବାକୁ ଯାଉଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆଗାମୀ ୫ ବର୍ଷ ବିକାଶର ନୂଆ ସୋପାନରେ ଆମେ ପହଞ୍ଚିବୁ ।
ସମ୍ବଲପୁର ସମାବେଶରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟି ପରେ ଆସନ୍ତା ନିର୍ବାଚନରେ ଏହାର କେତେ ପ୍ରଭାବ ପଡ଼ିବ ତାକୁ ନେଇ ଆରମ୍ଭ ହୋଇଯାଇଛି ଅଙ୍କ କଷା।
ଗତକାଲି ସମ୍ବଲପୁର ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଦ୍ମ ପୁରସ୍କାର ବିଜେତଙ୍କୁ ଭେଟିଥିଲେ।
ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ ବୈଜୟନ୍ତ କହିଛନ୍ତି, ୫୦୦ ବର୍ଷର ତ୍ୟାଗ ଓ ଆନ୍ଦୋଳନ ଯୋଗୁଁ ଅଯୋଧ୍ୟାରେ ରାମ ମନ୍ଦିର ହୋଇ ପାରିଛି। ସାରା ଦେଶରେ ଏହାକୁ ସ୍ୱାଗତ କରାଗଲା।
ଓଡ଼ିଶାରେ ଗରିବଙ୍କୁ ସଶକ୍ତୀକରଣ, ସବୁ କଚ୍ଚା ଘର ପକ୍କା ହେବ, କୃଷକଙ୍କ ଆୟ ବଢିବ। ସମ୍ବଲପୁର ଗ୍ୟାରେଣ୍ଟି ସମାବେଶ ମଞ୍ଚରୁ ଓଡ଼ିଶାବାସୀଙ୍କୁ ଏହି ଗ୍ୟାରେଣ୍ଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପି ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନିତ ହେବେ ଆଡଭାନୀ।
ଓଡ଼ିଶାର ବିକାଶ ଯାତ୍ରା ପାଇଁ ଆଜି ଏକ ମହତ୍ତ୍ୱପୂର୍ଣ୍ଣ ଦିନ । ୭୦ ହଜାର କୋଟିର ପ୍ରକଳ୍ପ ପାଇଁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା । ଶିକ୍ଷା କ୍ଷେତ୍ରରେ ଓଡ଼ିଶାକୁ ମହତ୍ତ୍ବପୂର୍ଣ୍ଣ ସ୍ଥାନକୁ ନେବାକୁ ପ୍ରୟାସ ଚଳାଇଛୁ ।
ଓଡ଼ିଶାରେ ଗରିବଙ୍କୁ ସଶକ୍ତୀକରଣ, ସବୁ କଚ୍ଚା ଘର ପକ୍କା ହେବ, କୃଷକଙ୍କ ଆୟ ବଢିବ। ସମ୍ବଲପୁର ଗ୍ୟାରେଣ୍ଟି ସମାବେଶ ମଞ୍ଚରୁ ଓଡ଼ିଶାବାସୀଙ୍କୁ ଏହି ଗ୍ୟାରେଣ୍ଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପି ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନିତ ହେବେ ଆଡଭାନୀ।