ଏହି ଚଳଚ୍ଚିତ୍ର ଗୁଜୁରାଟ ହିଂସା ଉପରେ ଆଧାରିତ । ଏହି ଚଳଚ୍ଚିତ୍ରଟି ବହୁ ପ୍ରଶଂସା ଲାଭ କରିଛି ଏବଂ କେବଳ ପିଏମ ମୋଦି ନୁହଁନ୍ତି ଅମିତ ଶାହା ମଧ୍ୟ ପ୍ରଶଂସା କରିଛନ୍ତି ।
ଭିତରେ ନବୀନ, ବାହାରେ ମୋଦି । ପ୍ରଧାନମନ୍ତ୍ରୀଙ୍କ ୨୪ମିନିଟର ଭାଷଣ, ସାମ୍ନାରେ ହଜାର ହଜାର ଜନତା, କର୍ମୀ ଓ ନେତା। ତା ପୁଣି ନବୀନ ନିବାସରୁ ହାତେ ଦୂରରେ। ଗତକାଲି ନବୀନ ନିବାସ ସମ୍ମୁଖରେ ହୋଇଥିବା ମୋଦିଙ୍କ ଜନସଭାକୁ ନେଇ ଏବେ ସବୁଠି ଚର୍ଚ୍ଚା ।
କାହିଁକି ନବୀନ ନିବାସ ସମ୍ମୁଖରେ ହେଲା ମୋଦିଙ୍କ ସାଧାରଣ ସଭା ? କି ବାର୍ତ୍ତା ଦେବାକୁ ଚାହୁଁଛି ବିଜେପି ? ଦଳୀୟ କର୍ମୀଙ୍କୁ ଉତ୍ସାହିତ କରିବାକୁ ଏଭଳି ରଣନୀତି କି ?
ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀଙ୍କ ପାଠଶାଳା । ହସ ହସରେ ମଞ୍ଜ କଥା । ସାଧାରଣ କାର୍ଯ୍ୟକର୍ତ୍ତାରୁ ଦେଶର ପ୍ରଧାନମନ୍ତ୍ରୀ ଯାଏଁ ଯାତ୍ରା । ରାଜନୈତିକ ଜୀବନୀର କାହାଣୀ କହି ଦେଲେ ଗୁରୁମନ୍ତ୍ର ।
ପ୍ରଧାନମନ୍ତ୍ରୀ ସମ୍ପୂର୍ଣ୍ଣ ଓଡ଼ିଆ ନିରାମିଷ ଖାଦ୍ୟର ମଜା ନେଇଛନ୍ତି । ରାତ୍ରଭୋଜନ ସମ୍ପୂର୍ଣ୍ଣ ରୂପେ ନିରାମିଷ ଥିଲା ।
ଯେଉଁଥିରେ ଖାଇବା ଟେବୁଲରେ ବି ଭିନ୍ନ ଭିନ୍ନ ବିଷୟ ଭିତ୍ତିକ ଆଲୋଚନା ହେବ । ଯାହାଦ୍ୱାରା ଆଭ୍ୟନ୍ତରୀଣ ସୁରକ୍ଷା, ଜରୁରିକାଳୀନ ସ୍ଥିତିରେ ଆଇନଶୃଙ୍ଖଳା ବଜାୟ ରଖିବା ଭଳି ସ୍ଥିତି ନେଇ ବରିଷ୍ଠ ପୋଲିସ ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ ଆଗରେ ନିଜର ବହୁମୂଲ୍ୟ ମତ ରଖିବାର ସୁଯୋଗ ପାଇପାରିବେ ।
ନିର୍ବାଚିତ ଲୋକ ପ୍ରତିନିଧିଙ୍କୁ କୁଆଁରୀ ଝିଅ ଓ ବୋହୂ ଭିତରେ ପାର୍ଥକ୍ୟ ବୁଝାଇଥିଲେ ପ୍ରଧାନମନ୍ତ୍ରୀ । ଝିଅ-ବୋହୂର ଉଦାହରଣ ଦେଇ ମୋଦି କହିଥିଲେ, ଝିଅଟିଏ ବାପ ଘରେ ଥିବା ବେଳେ ତାପାଖରେ ସବୁ ସ୍ୱାଧୀନତା ଥାଏ ।
ଭୁବନେଶ୍ବରରେ ଆରମ୍ଭ ହୋଇଛି ପୋଲିସ୍ ଡିଜି ସମ୍ମିଳନୀ । ଲୋକସେବା ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଏହି ସର୍ବଭାରତୀୟ ସମ୍ମିଳନୀର ଉଦ୍ଘାଟନ କରିଛନ୍ତି । ପ୍ରଥମଥର ପାଇଁ ରାଜ୍ୟରେ ଆୟୋଜିତ ଏ ଗୁରୁତ୍ବପୂର୍ଣ୍ଣ ସମ୍ମିଳନୀରେ ତିନିଦିନ ଧରି ଦେଶ ସୁରକ୍ଷା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ମାନସମନ୍ଥନ ଚାଲିବ ।
କେନ୍ଦ୍ରରେ ମୋଦି, ଓଡ଼ିଶାରେ ବିଜେପି । ୨୪ ନିର୍ବାଚନରେ ଡବଲ ଇଞ୍ଜିନ୍ ସରକାର ଆସିବା ପରେ ଆଜି ପ୍ରଥମ ଥର ପାଇଁ ରାଜ୍ୟ ବିଜେପି ଅଫିସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳୀୟ ପଦାଧିକାରୀଙ୍କୁ ନେଇ ଚାଲିଛି ରୁଦ୍ଧଦ୍ବାର ପାଠଶାଳା । ନିର୍ବାଚନ ପ୍ରତିଶ୍ରୁତିର କାର୍ଯ୍ୟକାରିତାଠୁ ରାଜ୍ୟ ବିକାଶର ରୋଡ୍ ମ୍ୟାପ ଯାଏଁ ଚାଲିଛି ଆଲୋଚନା ।...
ଖାଲି ଦେଶର ନୁହେଁ, ପୂରା ବିଶ୍ବର ନକ୍ସାରେ ଆଗକୁ ଆସିବ ଓଡ଼ିଶା । ଓଡ଼ିଶାର ଗୌରବକୁ ଦିଆଯାଉଛି ପ୍ରାଥମିକତା। ରାଜ୍ୟରେ ଡବଲ୍ ଇଞ୍ଜିନ୍ ସରକାର ଆସିବା ପରେ, ବିକାଶକୁ ମିଳିଛି ଗତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ବିଶାଳ ସମାବେଶକୁ ସମ୍ବୋଧିତ କରି ଏଭଳି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଆଗରୁ ନିର୍ବାଚନ ପୂର୍ବରୁ ଆସିଥିଲେ, ଆଉ ଏଥର ଡବଲ୍ ଇଞ୍ଜିନ୍ ସରକାର ପରେ । ଚାଲିଛି ରୁଦ୍ଧଦ୍ୱାର ପାଠଶାଳା । ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳର ସଦସ୍ୟ, ତିନି କେନ୍ଦ୍ରମନ୍ତ୍ରୀ, ବିଜେପିର ସବୁ ବିଧାୟକ, ସାଂସଦ ଓ ଦଳୀୟ ପଦାଧିକାରୀ ।
ମନ୍ଦିର ନଗରୀରେ ମୋଦି ଉତ୍ସାହ... କୋହଲା ପାଗକୁ ଉଷୁମ କରୁଥିଲା ନାଚଗୀତ, ସାଂସ୍କୃତିକ ଆୟୋଜନ । କେଉଁଠି ଘୋଡ଼ାନାଚ-ଘଣ୍ଟନାଦ, ଆଉ କେଉଁଠି ଡାଲଖାଇ ଓ ଆଦିବାସୀ ନୃତ୍ୟ... ତାଳେ ତାଳେ ଝୁମୁଥିଲେ ଅଗଣିତ ମୋଦି ଫ୍ୟାନ୍...
ଫୋକସରେ ଭୁବନେଶ୍ବର । ରାଜ୍ୟ ରାଜଧାନୀରେ ପୋଲିସ ମହାନିର୍ଦ୍ଦେଶକଙ୍କ ମହାମେଳି । ଲୋକସେବା ଭବନରେ ଦେଶ ସୁରକ୍ଷା ସଂପର୍କିତ ମହାମନ୍ଥନ ପ୍ରଥମେ ନ୍ୟାସନାଲ୍ ସିକ୍ୟୁରିଟି ଆଡ୍ଭାଇଜର ଅଜିତ୍ ଡୋଭାଲ୍ ।
ଆଜି ଲିଙ୍ଗରାଜଙ୍କ ଭୂମିକୁ ଆସିବାର ସୁଯୋଗ ମିଳିଛି । ବିମାନ ବନ୍ଦରରେ ଏତେ ସଂଖ୍ୟାରେ ଲୋକଙ୍କ ଭିଡ଼ ଅଭିଭୂତ କରିଥିବା କଥା ଦୋହରାଇଥିଲେ ପ୍ରଧାନମନ୍ତ୍ରୀ ।
ଫୋକସରେ ରହିବ ସରକାର ଓ ସଂଗଠନ । ଡିଜି ସମ୍ମିଳନୀରେ ଯୋଗଦେବା ସହ ନୂଆ କରି କ୍ଷମତାକୁ ଆସିଥିବା ବିଜେପି ସରକାର କେମିତି ଚାଲିଛି ତା’ର ସମୀକ୍ଷା କରିବାକୁ ଭୁବନେଶ୍ୱରେ ପହଞ୍ଚିଛନ୍ତି ମୋଦି ।
୧୯୬୮ ବ୍ୟାଚର ଭାରତୀୟ ପୁଲିସ ସେବାର ଅଧିକାରୀ ହେଉଛନ୍ତି ଅଜିତ ଡୋଭାଲ୍ । କେରଳ କ୍ୟାଡରର ଏହି ଅଧିକାରୀ କୋଟ୍ଟାୟାମ ଜିଲ୍ଲାର ଏଏସପି ଭାବେ କାମ ଆରମ୍ଭ କରିଥିଲେ ।
ଗୃହ ସଚିବ, ଗୃହ ମନ୍ତ୍ରଣାଳୟର ତମାମ ବରିଷ୍ଠ ଅଧିକାରୀ, ଗୁଇନ୍ଦା ନିର୍ଦ୍ଦେଶକ ଏବଂ ଜାତୀୟ ସୁରକ୍ଷା ସହିତ ଜଡିତ ଅଫିସରମାନେ ଉପସ୍ଥିତ ରହିବେ ।
ପ୍ରଧାନମନ୍ତ୍ରୀ ମୋଦି ସମ୍ମିଳନୀରେ ଯୋଗଦେବେ । ସମ୍ମିଳନୀ ପାଇଁ ସୁରକ୍ଷା ବଳୟରେ ରାଜଧାନୀ ଭୁବନେଶ୍ୱର ।
ସହର ପ୍ରବେଶ ପଥ ସହ ପ୍ରମୁଖ ଛକ ଗୁଡ଼ିକରେ ଚାଲିଛି କଡ଼ା ଚେକିଂ। BSF ଯବାନଙ୍କ ସହ ମିଶି ଯାନବାହନକୁ ଚେକିଂ କରିବା ସହ ସହରରେ ପାଟ୍ରୋଲିଂକୁ ଜୋରଦାର କରିଛି କମିଶନରେଟ୍ ପୋଲିସ।
ସବୁ ଜିଲ୍ଲାପାଳଙ୍କ ପାଖକୁ ପଠାଗଲା ନୂଆ ଗାଇଡଲାଇନ୍ । ଘରେ ଥାଇ ଅନଲାଇନରେ ଜାଣି ହେବ ଆବେଦନପତ୍ର ଷ୍ଟାଟସ୍ ।
ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମନ୍ତ୍ରୀ, ସାଂସଦ, ବିଧାୟକ ଓ ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହ ପ୍ରାୟ ଦୁଇଘଣ୍ଟା କଥାହେବେ। କାଳେ ମୋଦି କ'ଣ ପଚାରି ଦେବେ, ସେଇଥିପାଇଁ ସିନେମା ଦେଖି ନିଜକୁ ପ୍ରସ୍ତୁତ କରୁଛନ୍ତି ବିଜେପି ନେତା। କଥାଟି ଆପଣଙ୍କୁ ଅଡୁଆ ଲାଗୁଥିବ, କିନ୍ତୁ କ'ଣ ଏହା ପଛର ରହସ୍ୟ, ଓଡ଼ିଶା ବିଜେପି ନେତାଏ କେଉଁ ଫିଲ୍ମ ଦେଖୁଛନ୍ତି, ଜାଣିବାକୁ ପଢ଼ନ୍ତୁ ଏହି ଖବରଟି।
ଆସୁଛନ୍ତି ମୋଦି । ଓଡ଼ିଶାରେ କାଟିବେ ତିନି ଦିନ । ନିର୍ବାଚନୀ ପ୍ରତିଶ୍ରୁତି ସହ ସରକାରୀ ଯୋଜନାର କରିବେ ସମୀକ୍ଷା । ଏହା ସହ ବିଜେପି ସାଂସଦ ଓ ବିଧାୟକଙ୍କ ରିପୋର୍ଟ କାର୍ଡ ବି ପରଖିବେ ।
ଆସୁଛନ୍ତି ମୋଦି । ଓଡ଼ିଶାରେ କାଟିବେ ତିନି ଦିନ । ନିର୍ବାଚନୀ ପ୍ରତିଶ୍ରୁତି ସହ ସରକାରୀ ଯୋଜନାର କରିବେ ସମୀକ୍ଷା । ଏହା ସହ ବିଜେପି ସାଂସଦ ଓ ବିଧାୟକଙ୍କ ରିପୋର୍ଟ କାର୍ଡ ବି ପରଖିବେ ।
୧୦ ବର୍ଷ ତଳେ ମୋଦିଙ୍କୁ ଦେଖିବା ପାଇଁ ବାପାଙ୍କ ଠାରୁ ମାଡ଼ ଖାଇଥିଲେ । ଏବେ ପ୍ରଧାନମନ୍ତ୍ରୀଙ୍କୁ ଚା’ ପିଆଇ ଚର୍ଚ୍ଚାରେ ରହିଛନ୍ତି ଓଡ଼ିଆ ପୁଅ । ଦିନେ ତାଙ୍କ ପାଇଁ ଯାହା ଥିଲା ସ୍ବପ୍ନ, ଏବେ ନେଲା ବାସ୍ତବ ରୂପ ।
ପ୍ରଥମ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଛି ସର୍ବଭାରତୀୟ ପୋଲିସ୍ ଡିଜି କନଫରେନ୍ସ । ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ପ୍ରମୁଖ ।