ଖାଲଖମା ଭରା ଅଧପନ୍ତରିଆ ଜାତୀୟ ରାଜପଥ। କୋରାପୁଟ ଜିଲ୍ଲାର ଜୟପୁର ଘାଟିରୁ ଶୁଙ୍କି ଘାଟି ୨୬ ନମ୍ବର ଜାତୀୟ ରାଜପଥରେ ବାରମ୍ବାର LPG ଗ୍ୟାସ୍ ଟ୍ୟାଙ୍କର ଓଲଟୁଥିବା ବେଳେ, ଲୋକଙ୍କୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି ।

ଜାତୀୟ ରାଜପଥ ଏବଂ ରାଜ୍ୟ ରାଜପଥ ଅଞ୍ଚଳରେ କେତେ ବେଗରେ ଯିବ ଯାନବାହନ ସେନେଇ ବିଜ୍ଞପ୍ତି ଜାରି କରିଛି ରାଜ୍ୟ ପରିବହନ ବିଭାଗ। ଜାଣନ୍ତୁ କେଉଁ ଗାଡିର ସ୍ପିଡ୍ ଲିମିଟ୍ କେତେ ରହିଛି ।