ଶୀଘ୍ର ତଦନ୍ତ କରି ନ୍ୟାୟ ପ୍ରଦାନ ପାଇଁ ଭାରତୀୟ ମାନବଧିକାର କମିଶନକୁ ଚିଠି ଲେଖିଲେ ନେପାଳ ମାନବାଧିକାର କମିଶନ। ଛାତ୍ରଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ମାଡମରା ଓ ଦୁର୍ବ୍ୟବହାର ନେଇ କାର୍ଯ୍ୟନୁଷ୍ଠାନ ଦାବି କରିଛନ୍ତି ନେପାଳ ମାନବାଧିକାର କମିଶନ।
ରାୟଗଡ଼ ଜିଲ୍ଲାପାଳଙ୍କୁ ଜାତୀୟ ମାନବାଧିକାର କମିଶନ ସମନ ଜାରି କରିଛନ୍ତି। ଆସନ୍ତା ଜାନୁଆରୀ ୧୧ ତାରିଖରେ କମିଶନଙ୍କ ନିକଟରେ ହାଜର ହୋଇ ପକ୍ଷ ରଖିବାକୁ ଜାତୀୟ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି।