ୟୁକ୍ରେନ ରାଷ୍ଟ୍ରପତି ଭୋଲଡିମିର୍ ଜେଲେନ୍ସ୍କି NATOକୁ ଚେତାଇଛନ୍ତି। ୟୁକ୍ରେନକୁ ନୋ ଫ୍ଲାଇଂ ଜୋନ୍ କରନ୍ତୁ, ନ ହେଲେ ପରିଣାମ ଭୋଗିବେ।
ୟୁକ୍ରେନ୍ ଯୁଦ୍ଧରେ ନାଟୋ ରାଷ୍ଟ୍ର ଋଷିଆ ବିରୋଧରେ ଲଢ଼ିବେନି। ଏନେଇ ଖୋଲାଖୋଲି ଭାବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ସ୍ପଷ୍ଟ କରିଛନ୍ତି। ଯଦି, ଏପରି ହୁଏ ତେବେ ନିଶ୍ଚିତ ଭାବେ ତୃତୀୟ ବିଶ୍ୱଯୁଦ୍ଧ ହେବ।
ପ୍ରତିଶୋଧ ନିଆଁରେ ଜଳୁଛନ୍ତି ପୁଟିନ୍। ୟୁକ୍ରେନ ଦଖଲ ପରେ ସ୍ୱଡ଼େନ୍- ଫିନଲ୍ୟାଣ୍ଡ ଉପରେ ଆକ୍ରମଣ କରିବାକୁ ନିଷ୍ପତ୍ତି ନେଇଛି ମସ୍କୋ। ନାଟୋରେ ସାମିଲ ହେବା ପଡ଼ିବ ମହଙ୍ଗା, ସେପଟେ ଆମେରିକା କହିଲା...