A unique chat show that probes our celebrities to face the facts and rumours about themselves and bring forth the truth for the audience. This show aims
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ସତ୍ତାର ସତରଞ୍ଜରେ ବହୁ ଅଭିଜ୍ଞଙ୍କୁ ମାତ୍ ଦେଇଛନ୍ତି ଅପେକ୍ଷାକୃତ ନବାଗତ ପ୍ରାର୍ଥୀ। ବିଜେଡିର ବହୁ ହେଭିୱେଟଙ୍କୁ ବଡ଼ ଭୋଟ୍ ବ୍ୟବଧାନରେ ହରାଇ ଅଚାନକ ହିରୋ ପାଲଟି ଯାଇଛନ୍ତି ବହୁ ବିଜୟୀ ପ୍ରାର୍ଥୀ।
ବିଜେଡିର ପତନ ପରେ ଧିରେ ଧିରେ ମୁହଁ ଖୋଲୁଛନ୍ତି ବରିଷ୍ଠ। ନିର୍ବାଚନ ପରିଚାଳନାରେ ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ଦଳ ପରାଜିତ ହେଲା ବୋଲି ଶଶୀ ବେହେରା ମତ ରଖିଛନ୍ତି।
ବିଜେଡିର ବିପର୍ଯ୍ୟୟ ପରେ ନବୀନଙ୍କ ଭାବମୂର୍ତ୍ତି ବଞ୍ଚାଇବାର ଚେଷ୍ଟା । ସୋସିଆଲ୍ ମିଡିଆରେ ନବୀନଙ୍କୁ ମସିହା ସଜାଉଛନ୍ତି ବିଜେଡି ନେତା । ହେଲେ ବିଜେପି କହିଛି, ରାଜ୍ୟରେ ବର୍ତ୍ତମାନର ଏ ସ୍ଥିତି ପାଇଁ ନବୀନ ହିଁ ମୁଖ୍ୟ ଦୋଷୀ ।
ବିଜେଡିର ବିପର୍ଯ୍ୟୟ ପରେ ନବୀନଙ୍କ ଭାବମୂର୍ତ୍ତି ବଞ୍ଚାଇବାର ଚେଷ୍ଟା । ସୋସିଆଲ୍ ମିଡିଆରେ ନବୀନଙ୍କୁ ମସିହା ସଜାଉଛନ୍ତି ବିଜେଡି ନେତା । ହେଲେ ବିଜେପି କହିଛି, ରାଜ୍ୟରେ ବର୍ତ୍ତମାନର ଏ ସ୍ଥିତି ପାଇଁ ନବୀନ ହିଁ ମୁଖ୍ୟ ଦୋଷୀ।
ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକଙ୍କ ଇସ୍ତଫା ପରେ CMOରୁ ଇସ୍ତଫା ଦେଇଛନ୍ତି ଦୁଇ ବରିଷ୍ଠ ଆଇଏଏସ୍ ସୁରେଶ ମହାପାତ୍ର ଓ ଆର୍.ବାଲକ୍ରିଷ୍ଣନ୍।
ବିଜେପିର ବିପୁଳ ବିଜୟ ପରେ ବିଜେଡିକୁ ଟାର୍ଗେଟ୍ କରୁଛନ୍ତି ବିଜେପି ନେତା । ଆଜି ବିଭିନ୍ନ ପ୍ରସଙ୍ଗ ଉଠାଇ ସିଧା ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରିଛନ୍ତି ବିଜୟୀ ବିଜେପି ସାଂସଦ ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀ ।
ଗଣତନ୍ତ୍ରହୀନ ବିଜୁ ଜନତା ଦଳରେ ନେତା ପଣପଣ, କିନ୍ତୁ କାହାର ପାୱାର ନାହିଁ। ଆଦର ନଥିବାରୁ ଦୂରେଇ ରହିଛନ୍ତି ବରିଷ୍ଠ, ଟହଲ ମାରୁଛନ୍ତି ଅଭିଜ୍ଞତାହୀନ ଯୁବପିଢ଼ି।
ବିଜେଡିର ଭୁଲ ରଣନୀତି ଓ ମୋଦି ହାୱା ସବୁକିଛି ଓଲଟପାଲଟ କରିଦେଲା । ଇତିହାସ ରଚିବାକୁ ଆଉ ହାତରେ ଥିଲା ୭୪ ଦିନ ବାକି । ହେଲେ ଓଡ଼ିଶାରେ ଧରାଶାୟୀ ହୋଇଗଲା ବିଜେଡି ସରକାର ।
#କ୍ୟାନ୍ସର_ପାଇଁ_ରହିଛି_ଭ୍ୟାକ୍ସିନ୍ ? କର୍କଟ ରୋଗ ଜାଣିବେ କେମିତି
#ଦେଶୀ_ଚିକେନ୍_ବାସିଲାରେ କେଉଁଠୁ ଆସୁଛି ଦେଶୀ ଚିକେନ୍ ବାସ୍ନା ?
#ଅପେକ୍ଷାରେ_ସୁମିତ୍ରା #କେବେ_ଫେରିବେ_ସ୍ୱାମୀ ? ପାହାଡ଼ ତଳେ କଟୁଥିଲା
ଲକ୍ଷ୍ମଣ ବାଗ୍ VS ନବୀନ ପଟ୍ଟନାୟକ । ଜଣେ ଚାଷୀ ନେତା ଆଉ ଜଣେ ରାଜ୍ୟର ପାଞ୍ଚ ପାଞ୍ଚ ଥର ମୁଖ୍ୟମନ୍ତ୍ରୀ । ଯିଏ କି ରାଜନୀତି କ୍ୟାରିୟରରେ ପରାଜୟ ଜାଣିନାହାନ୍ତି । ଦେଖିନାହାନ୍ତି ପରାସ୍ତର ସୂର୍ଯ୍ୟ । ହେଲେ ସେହି ନବୀନଙ୍କୁ ଏଥର ନିର୍ବାଚନରେ ଚେକ୍ ଦେଇଛନ୍ତି ଏହି ବିଜେପି ନେତା ଲକ୍ଷ୍ମଣ ବାଗ୍ ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ଶେଷହେଲା ମୁଖ୍ୟମନ୍ତ୍ରୀ ଭାବେ 24 ବର୍ଷର ନିରଙ୍କୁଶ ଯାତ୍ରା। ମୋଦି ଗ୍ୟାରେଣ୍ଟିରେ ଭାଙ୍ଗି ଗଡ଼ ଗଡ଼ ହେଇଗଲା ବିଜେଡି ଗଡ଼।
୫ ମାର୍ଚ୍ଚ ୨୦୦୦ରୁ ଆରମ୍ଭ, ୨୪ ଜୁନ୍ ୨୦୨୪ରେ ଶେଷ । ମୁଖ୍ୟମନ୍ତ୍ରୀ ଭାବେ ୨୪ ବର୍ଷର ନିରଙ୍କୁଶ ଯାତ୍ରାର ଅନ୍ତ । ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ନବୀନଙ୍କ ଇସ୍ତଫା ।
ଇତିହାସ ରଚିବା ବଦଳରେ ଇତିହାସ ପାଲଟିଲେ ନବୀନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମହାବାତ୍ୟାରେ ଧରାଶାୟୀ ନବୀନ ମ୍ୟାଜିକ୍ ।
ରାଜଭବନ ଆସି ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ ।
ସବୁଠୁ ବଡ଼ କଥା ହେଲା ନବୀନ ପଟ୍ଟନାୟକଙ୍କ ଭାବମୂର୍ତ୍ତିକୁ ନେଇ ବିଜେଡି ଯେତେ ପ୍ରଚାର କରିବାକୁ ଚେଷ୍ଟା କରିଥିଲେ ବି ତାହା ଆଉ କାମ ଦେଲାନି। ଚଳିତ ନିର୍ବାଚନରେ ସବୁଠାରୁ ବଡ଼ ବିପର୍ଯ୍ୟୟର ସାମ୍ନା କରିଛି ଦଳ। ଭୁଶୁଡିଯାଇଛି ବିଜେଡି ଗଡ଼।
୨୦୨୪ ନିର୍ବାଚନରେ ବିଜେପି ଏକପ୍ରକାର ବାଜିମାତ କରିଛି। ଭୁଶୁଡୁଛି ବିଜେଡ଼ି ଗଡ଼। ରେକର୍ଡରୁ ଅଳ୍ପକେ ବର୍ତ୍ତିଲେ ନବୀନ। ଏହି ନିର୍ବାଚନ ଜିତିଥିଲେ ମୋଟ ୬ଥର ପାଇଁ ସେ ମୁଖ୍ୟମନ୍ତ୍ରୀ ହୋଇ ସାରା ଦେଶରେ ରେକର୍ଡ କରିଥାନ୍ତେ।
#ଅଟକି_ଯାଇଛି_ମାନିନୀଙ୍କ_ପରିବାର ଜଣେ ସୁନାର ସଂସାର ଚାହିଁଥିଲା, ହେଲେ
‘#ମୁଁ_ଖାତିର_କରେନି’ ଖୋଲାକଥାରେ ବିଜେପିର ବାଲେଶ୍ୱର ଲୋକସଭା ପ୍ରାର୍ଥୀ
#ହାରିବ_କର୍କଟ #ଜିତିବ_ଜୀବନ କର୍କଟ ରୋଗକୁ ନେଇ କ’ଣ କହୁଛନ୍ତି ବିଶେଷଜ୍ଞ
#ଇଲୋ_ଆମ_ପାଇଁ_କାଇଁ ସବୁ ପଞ୍ଚାୟତକୁ ଦିଆଯାଇଛି । ଖାଲି ଆମକୁ ମିଳିଲାନି... #Newsfuse