ଅସ୍ତରଙ୍ଗ ଉପକୂଳରୁ ଏକ ଭାସମାନ ଦିଗ ନିର୍ଣ୍ଣୟ ଯନ୍ତ୍ର ମିଳିଛି। ଅସ୍ତରଙ୍ଗ ଉପକୂଳ ଅଣକଣ ତଣ୍ଡାରେ ଏହା ଲାଗିଥିବା ଦେଖିବାକୁ ମିଳିଛି।