୨୦୨୬ ସୁଦ୍ଧା ନକ୍ସଲ ମୁକ୍ତ ହେବ ଭାରତ। ଛତିଶଗଡ ରାୟପୁରରେ ନକ୍ସଲ ପ୍ରଭାବିତ ରାଜ୍ୟମାନଙ୍କର ବୈଠକ ପରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ।
ସୂଚନା ଅନୁସାରେ କୁଖ୍ୟାତ ମାଓବାଦୀ ହିଡମାଙ୍କ ଗାଁରେ ସୁରକ୍ଷା କର୍ମୀ ଏକ ଶିବିର ପ୍ରତିଷ୍ଠା କରିଥିଲେ। ଯାହାଫଳରେ ରାଗିଯାଇ ମଙ୍ଗଳବାର ଦଶମ ଶ୍ରେଣୀ ଛାତ୍ର ସୋୟମ ଶଙ୍କରଙ୍କୁ ହତ୍ୟା କରିଥିଲେ ମାଓବାଦୀ ।
ଅତ୍ୟାଧୁନିକ କର୍ଣ୍ଣର ସଟ୍ ୱିପେନ୍ ଦ୍ୱାରା ଶତ୍ରୁଙ୍କୁ ସହଜରେ ଦେଖି ଟାର୍ଗେଟ କରାଯାଇପାରିବ ।
କଳାହାଣ୍ଡି ପୋଲିସକୁ ଖବର ଦେଇ ନଜର ରଖିଥିଲେ ମାଓବାଦୀଙ୍କ ଉପରେ । ତେବେ ସ୍ପେଶାଲ ଅପରେସନ ଗ୍ରୁପ୍ ବା SOର କମାଣ୍ଡୋ ପହଁଚିବା ପୂର୍ବରୁ ସଉଦା କିଣି ଗାଁରୁ ବାହାରିଯାଉଥିଲେ ମାଓବାଦୀ ।
ଛତିଶଗଡ଼ର ମାଓ ପ୍ରଭାବିତ ସୁକ୍ମା ଜଙ୍ଗଲରେ ମୁହାଁମୁହିଁ ହୋଇଛନ୍ତି ସୁରକ୍ଷାକର୍ମୀ-ମାଓବାଦୀ। ଗୁଳି ବିନିମୟରେ ଟପ୍ କମାଣ୍ଡରଙ୍କ ସହ ୨ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି।