ଓଭର ସ୍ପିଡିଂ, ବେପରୁଆ ଡ୍ରାଇଭିଂ, ମଦ୍ୟପାନ କରି ଗାଡ଼ି ଚାଳନା। ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁର ବଡ଼ କାରଣ। NCRB ଦ୍ବାରା ପ୍ରକାଶିତ ସଦ୍ୟତମ ରୋଡ୍ ଆକ୍ସିଡେଣ୍ଟସ୍ ଆଣ୍ଡ ସୁଇସାଇଡ୍ ଇନ୍ ଇଣ୍ଡିଆ ରିପୋର୍ଟରୁ ମିଳିଛି ଏମିତି ଚିନ୍ତାଜନକ ତଥ୍ୟ।
ସଡ଼କ ଦୁର୍ଘଟଣାର ୮୦ ଭାଗ ମୃତ୍ୟୁ ପଛର ମୁଖ୍ୟ କାରଣ । NCRBର ସଦ୍ୟତମ ତଥ୍ୟରେ ୩ କାରଣକୁ ଦାୟୀ କରାଯାଇଛି ।
ଅବସାଦ, ହତାଶ ଆଉ ନିରାଶ । ସାଜିଛି ଶୀତଳ ମୃତ୍ୟୁର ସୌଦାଗର । କେତେବେଳେ ଭେଣ୍ଡିଆ ପୁଅକୁ ଟାଣି ନେଉଛି ମରଣର କୋଳକୁ, ତ’ ଆଉ କେବେ ଅନାଥ କରିଦେଉଛି ପରିବାରକୁ । ଚରମ ନିଷ୍ପତ୍ତି ନେଇ ଜୀବନ ହାରିବାକୁ ପଛାଉନି ମଣିଷ ।
କେତେ ଯେ ବାପା-ମାଆ ଆଜି ବି ସେମାନଙ୍କ ନିଖୋଜ ପିଲାଙ୍କ ଫେରିବା ବାଟକୁ ଅନାଇ ବସିଛନ୍ତି, ତାର ହିସାବ ନାହିଁ । ଏଭଳି ସ୍ଥିତିରେ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ବା NCRB ତଥ୍ୟ ଏ କ୍ଷେତ୍ରରେ ଓଡ଼ିଶାର ସ୍ଥିତି ଯେଉଁ ତଥ୍ୟ ରଖିଛି, ତାହା ଅତି ଉଦବେଗଜନକ ।
ଏନସିଆରବି ତଥ୍ୟ, ବଢିଛି ୧୨ % ମାମଲା, ବିଶେଷଜ୍ଞ ବତାଇଲେ ବର୍ତ୍ତିବାର ବାଟ....
ରାଜ୍ୟରେ ଦିନକୁ ଗାଏବ୍ ହେଉଛନ୍ତି ୧୧ ଶିଶୁ, ବର୍ଷକରେ ଶିଶୁ ନିଖୋଜ ଘଟଣାରେ ୪୨% ବୃଦ୍ଧି ।
ଜାତୀୟ କ୍ରାଇମ୍ ରେକର୍ଡସ ବ୍ୟୁରୋ-ଏନ୍ସିଆର୍ବିର କ୍ରାଇମ୍-ଇନ୍ ଇଣ୍ଡିଆ ରିପୋର୍ଟର ତଥ୍ୟ ଅନୁଯାୟୀ ରାଜ୍ୟରେ 2020 ତୁଳନାରେ 2021ରେ ମହିଳା ବିରୋଧୀ ଅପରାଧ ମାମଲା ପାଖାପାଖି ୨୩ ପ୍ରତିଶତ ବଢ଼ିଛି ।
ମହିଳାଙ୍କ ପ୍ରତି ଅପରାଧରେ ୨୩% ବୃଦ୍ଧି, ଦେଶରେ ୩ ନମ୍ବର । ଆଇନ୍ଶୃଙ୍ଖଳା ସ୍ଥିତିକୁ ନେଇ ବର୍ଷିଲେ ବିରୋଧୀ ।
ପୂର୍ବତନ ମହିଳା କମିଶନ ସଦସ୍ୟାଙ୍କ ମତରେ, ଯୁବ ସମାଜ ଏବେ ବାଟହୁଡ଼ା ହୋଇଛି। ଯୌଥ ପରିବାର ପରିବର୍ତ୍ତେ ଛୋଟ ପରିବାରରେ ରହଣୀ, ସୋସିଆଲ୍ ମିଡିଆର ବହୁଳ ବ୍ୟବହାର ଏଭଳି କାଣ୍ଡ ଭିଆଇବାରେ ସହଯୋଗ କରୁଛି।