• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ncs

Over 1 million vacancies active on national career service portal
ସୁବର୍ଣ୍ଣ ସୁଯୋଗ: ଭାରତ ସରକାରଙ୍କ ଅଧୀନରେ ନିଯୁକ୍ତି ପାଇବେ ୧୦ ଲକ୍ଷରୁ ଅଧିକ ପ୍ରାର୍ଥୀ

ଭାରତ ସରକାରଙ୍କ ଶ୍ରମ ଏବଂ ରୋଜଗାର ମନ୍ତ୍ରଣାଳୟର ଜାତୀୟ କ୍ୟାରିୟର ସେବା (NCS) ପୋର୍ଟାଲ ୨୮ ଅଗଷ୍ଟ ୨୦୨୩ରେ ଦଶ ଲକ୍ଷରୁ ଅଧିକ ସକ୍ରିୟ ପଦବୀ ପଞ୍ଜିକୃତ କରିଛି। ଏହି ପଦବୀଗୁଡିକ ସରକାରୀ କ୍ଷେତ୍ରର ବିଭିନ୍ନ ନିଯୁକ୍ତିଦାତାଙ୍କ ଦ୍ୱାରା ମଧ୍ୟ ସୂଚିତ କରାଯାଇଛି।

earthquake
ଗୁଜରାଟରେ ଭୂମିକମ୍ପ

ଗାନ୍ଦିନଗର: ଗୁଜରାଟରେ ଭୂମିକମ୍ପ। ଆଜି ସନ୍ଧ୍ୟା ୮.୧୩ ମିନିଟ ସମୟରେ ଗୁଜରାଟରେ ଭୂମିକମ୍ପ ଅନୁଭୂତ ହୋଇଛି। ନ୍ୟାସ୍‌ନ୍ୟାଲ୍ ସେଣ୍ଟର ଫର୍‌ ସେସ୍ମୋଲୋଜୀ (ଏନ୍‌ସିଏସ୍‌)ର ପ୍ରାଥମିକ ରିପୋର୍ଟ ନୁସାରେ, ଏହାର ତୀବ୍ରତା ୫.୮ ରହିଥିବା ଜଣାପଡ଼ିଛି। ଗୁଜରାଟର କଚ୍ଛ ଜିଲ୍ଲାରୁ ୧୦ କିମି ଓ ରାଜକୋଟ ଠାରୁ ପ୍ରାୟ ୧୨୦ କିମି ଏହା କେନ୍ଦ୍ରୀଭୂତ ହୋଇଛି। ଏହା ରାଜକୋଟର ଉତ୍ତର-ଉତ୍ତରପଶ୍ଚିମ ଦିଗରେ ୧୨୨ କିମି ଦୂରରେ କେନ୍ଦ୍ରିଭୂତ ହୋଇଛି। ସୂଚନା ଥାଉକି, ଅତୀତରେ ତିନୋଟି ବଡ଼ ଭୂମିକମ୍ପର ସାମ୍ନା […]