ନିଟ୍ ପିଜି ପରୀକ୍ଷା ଘୁଞ୍ଚାଇବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି ।
ଚଳିତବର୍ଷ ହେବାକୁ ଥିବା ନିଟ୍ ପିଜି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ପରୀକ୍ଷାକୁ ୬ରୁ ୮ ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।