ସମସ୍ତ କେନ୍ଦ୍ରରେ ସିସିଟିଭି କ୍ୟାମେରା ସହ ସ୍କ୍ୱାଡ୍ ବ୍ୟବସ୍ଥା ହୋଇଛି । ଦେଶର ୫୦୦ ସହରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ୫,୪୫୩ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ । ଦିନ ୨ଟାରୁ ସନ୍ଧ୍ୟା ୫ଟା ଯାଏ ପରୀକ୍ଷା ଚାଲିବ ।
ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଅନୁଯାୟୀ, ନିଟ୍-ୟୁଜି ମେଡିକାଲ ପ୍ରବେଶିକା ପରୀକ୍ଷା ମେ' ୪ରେ ଅନୁଷ୍ଠିତ ହେବ । ଫେବ୍ରୁଆରୀ ୭ରୁ ମାର୍ଚ୍ଚ ୭ ତାରିଖ ପର୍ଯ୍ୟନ୍ତ ପଞ୍ଜୀକରଣ କରିପାରିବେ ଛାତ୍ରଛାତ୍ରୀ। ପେମେଣ୍ଟ ଦାଖଲ ଶେଷ ତାରିଖ ମାର୍ଚ୍ଚ ୭ ରହିଛି।
ନିଟ୍ ୟୁଜି ପେପର ଲିକ୍ ମାମଲାରେ ପ୍ରଥମ ଚାର୍ଜସିଟ୍ ଦାଖଲ କଲା ସିବିଆଇ । ଚାର୍ଜସିଟରେ ୧୩ ଅଭିଯୁକ୍ତଙ୍କ ନାଁ ଉଲ୍ଲେଖ ରହିଛି।
ନିଟ୍-ୟୁଜିକୁ ନେଇ ଆସିଛି ସୁପ୍ରିମକୋର୍ଟଙ୍କ ଫାଇନାଲ୍ ଫୈସଲା । ପୁନଃ ହେବନି ନିଟ୍-ୟୁଜି ପରୀକ୍ଷା । ତେବେ ୪.୨ ଲକ୍ଷ ଛାତ୍ରଛାତ୍ରୀଙ୍କୁ ମିଳିବନି ୫ ମାର୍କ । ଜାଣନ୍ତୁ କାହିଁକି...