ପଡ଼ୋଶୀ ଦେଶ ନେପାଳରେ ବିମାନ ଦୁର୍ଘଟଣା କିଛି ନୂଆ କଥା ନୁହେଁ
କଥାରେ କହନ୍ତି- କାଲି କିଏ ଦେଖିଛି ?
ନେପାଳର ପୋଖରାରେ ଯାତ୍ରୀବାହୀ ବିମାଦ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଡ଼ାଣ ଭରିବାର ୨୦ ମିନିଟ୍ ପରେ ପଶ୍ଚିମ ନେପାଳର ଓଲ୍ଡ ଓ ନିୟୁ ଏୟାରପୋର୍ଟ ମଧ୍ୟରେ ୭୨ ସିଟ୍ ବିଶିଷ୍ଟ ATR-72 ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ନେପାଳରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋଖରା ବିମାନବନ୍ଦରର ରନ୍ୱେରେ ଅବତରଣ ବେଳେ ଦୁର୍ଘଟଣା ଘଟିଛି।
ତାରା ଏୟାର ବିମାନ ଦୁର୍ଘଟଣାରେ ସମସ୍ତ ଯାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାସହ ଦୁର୍ଘଟଣାସ୍ଥଳରୁ ବିମାନର ବ୍ଲାକ ବକ୍ସ ଉଦ୍ଧାର କରାଯାଇ ବେସ୍ ଷ୍ଟେସନକୁ ନିଆଯାଇଛି।
ନୀରବି ଯାଇଛି ପରିବାର । ସ୍ଥାଣୁ ପାଲଟିଯାଇଛନ୍ତି ସମସ୍ତେ । ନା ପେଟରେ ଭୋକ ଅଛି ନା ଆଖିରେ ନିଦ । ନେପାଳରେ ବିମାନ ଦୁର୍ଘଟଣାପରଠୁ ନୀରବି ଯାଇଛନ୍ତି ପରିବାର ଲୋକେ । କାହିଁକି ବା ନ ହେବେ, ଯେଉଁ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି, ସେହି ବିମାନରେ ଯାତ୍ରା କରୁଥିବା ନିଜ ଲୋକଙ୍କ ମୃତ୍ୟୁ ହୋଇଛି । ପ୍ରାଣ ହରାଇଛନ୍ତି ଅଶୋକ ତ୍ରିପାଠୀ, ତାଙ୍କ ପତ୍ନୀ ବୈଭବୀ, ପୁଅ ଧନୁଷ ଏବଂ ଝିଅ ରିତିକା ।
ବିବାହ ବନ୍ଧନରେ ବାନ୍ଧି ହୋଇ ସାତ ଜନ୍ମର ସାଥୀ ହେବା ପାଇଁ ସ୍ୱପ୍ନ ଦେଖିଥିଲେ। ହେଲେ ଗୋଟିଏ ଜନ୍ମରେ ସବୁକିଛି ଓଲଟ ପାଲଟ ହୋଇଗଲା। ବିଧିର ବିଧାନ ଥିଲା କିଛି ଅଲଗା। ପରିବାରକୁ ଏମିତି ଦୁର୍ଭାଗ୍ୟ ମାଡ଼ି ଆସିଲା ଯେ କଡ଼ ଲେଉଟାଇ ସବୁ କିଛି ଛାରଖାର କରିଦେଲା।
ନେପାଳ ସେନା ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ଏଥିରେ ଥିବା ସମସ୍ତ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି।
ଗତକାଲି ଦୁର୍ଘଟଣାଗ୍ରସ୍ତ ହୋଇଥିବା ତାରା ଏୟାରର 9N-AET ବିମାନର ପାଇଲଟ୍ ନେପାଳର ଜୋମ୍ସୋମ୍ ଏୟାର ଟ୍ରାଫିକ କଣ୍ଟ୍ରୋଲ (Air traffic control) ସହ କଥା ହୋଇଥିଲେ। ଏହି ସମୟରେ ପାଣିପାଗ ସମ୍ପର୍କରେ ସେ ପଚାରି ବୁଝିଥିଲେ।
ବିମାନ ଦୁର୍ଘଟଣାସ୍ଥଳରୁ ନେପାଳ ସେନା ୧୪ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ମୃତଦେହ ଗୁଡ଼ିକ ସମ୍ପୂର୍ଣ୍ଣ ଜଳି ଯାଇଥିବାରୁ, କାହାକୁ ଚିହ୍ନି ହେଉନଥିବା ନେପାଳ ପୋଲିସ ସୂଚନା ଦେଇଛି।
ଆଜି ସକାଳେ ନେପାଳ ସେନା ବିମାନର ଦୁର୍ଘଟଣାସ୍ଥଳ ଠାବ କରିଛନ୍ତି। ସେନା ଓ ରେସ୍କ୍ୟୁ ଟିମ୍ ଆଜି ସକାଳୁ କ୍ରାଶ୍ ସାଇଟ୍ରେ ପହଞ୍ଚି ବିମାନର ଧ୍ୱଂସାବଶେଷ ଠାବ କରିଛନ୍ତି ବୋଲି ସେନା ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ନେପାଳ ବିମାନ ଦୁର୍ଘଟଣା। ନିଖୋଜ ୪ ଭାରତୀୟ ହେଲେ ଓଡ଼ିଶାର। ନେପାଳର ମୁସ୍ତାଙ୍ଗ ଜିଲ୍ଲାରେ ଏହି ଦୁର୍ଘଟଣା ହୋଇଛି। ବିମାନରେ ଯାତ୍ରୀ ଓ କ୍ରୁ ମେମ୍ବରଙ୍କୁ ମିଶାଇ ୨୨ ଜଣ ଥିବାବେଳେ, ସେମାନଙ୍କ ମଧ୍ୟରେ ୪ ଭାରତୀୟ ପର୍ଯ୍ୟଟକ ଥିଲେ।