ଦେଶ ଲାଗି ସର୍ବୋଚ୍ଚ ବଳିଦାନ ଦେଇଥିବା ପରମବୀର ଚକ୍ର ବିଜେତାଙ୍କ ଲାଗି ଏହା ସଠିକ ଶ୍ରଦ୍ଧାଞ୍ଜଳି ବୋଲି ପ୍ରଧାନମନ୍ତ୍ରୀ ନିଜ ମତ ରଖିଛନ୍ତି।
ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ଵାଧୀନତା ଦେବି ଆହ୍ଵାନରେ ସାରା ଭାରତକୁ ଏକଜୁଟ କଲେ।
ସାଇଗନ ଠାରେ ଭାରତର ରାଷ୍ଟ୍ରୀୟ ଗୀତ ଗାଇ ତାଙ୍କର ଅମର ଆତ୍ମାକୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ନେତାଜୀ ସୁବାଷଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଲାଗି ସଜେଇ ହୋଇଛି କଟକ ଓଡିଆ ବଜାରସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରାହଳୟ । ଲଳିତ ଏକାଡେମୀ ପକ୍ଷରୁ ବଛା ବଛା ୧୫ ଜଣ ଭାସ୍କର୍ଯ୍ୟ ଶିଳ୍ପୀଙ୍କ ପ୍ରସ୍ତୁତି ସରିଛି । କିଏ ନେତାଜୀଙ୍କ ବିଦେଶ ଗସ୍ତକୁ ଭାସ୍କର୍ଯ୍ୟ କଳା ମାଧ୍ୟମରେ ପ୍ରଦର୍ଶିତ କରିଛି, ତ ଆଉ କିଏ ସ୍ୱାଧୀନତା ସଂଗ୍ରାମକୁ ପ୍ରତିଫଳିତ କରିଛି ।
ନେତାଜୀ ସୁଭାଷ ଚନ୍ଦ୍ର ବୋଷ । ସେ ଥିଲେ ନେତାଙ୍କର ନେତା । ସେଇଥିପାଇଁ ତାଙ୍କୁ ସମସ୍ତେ ନେତାଜୀ ବୋଲି ଡାକୁଥିଲେ । ଏହି ମହାନ୍ ଦେଶପ୍ରେମୀ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ 1897 ମସିହା ଜାନୁଆରୀ 23 ତାରିଖରେ କଟକ ସହରର ଓଡିଆ ବଜାରରେ ରେ ଜନ୍ମଗ୍ରହଣ କରିଥିଲେ ।