ଏଇଠି ହିଁ ଜଳୁଥିଲା ଖୁଦିରାମ ବୋଷଙ୍କ ବିପ୍ଳବର ବହ୍ନି। ଆଉ ଏସବୁ ପଛରେ ରହିଛି ଓଡ଼ିଆ ଲିଙ୍କ। ୩ ପିଢ଼ି ହେଲା ଚାଲିଛି ଓଡ଼ିଆ ଓ ବଙ୍ଗାଳୀ ଖାଦ୍ୟର ସ୍ୱାଦିଷ୍ଠ ପସରା ।
ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ଵାଧୀନତା ଦେବି ଆହ୍ଵାନରେ ସାରା ଭାରତକୁ ଏକଜୁଟ କଲେ।
ଦେଶ ଲାଗି ସର୍ବୋଚ୍ଚ ବଳିଦାନ ଦେଇଥିବା ପରମବୀର ଚକ୍ର ବିଜେତାଙ୍କ ଲାଗି ଏହା ସଠିକ ଶ୍ରଦ୍ଧାଞ୍ଜଳି ବୋଲି ପ୍ରଧାନମନ୍ତ୍ରୀ ନିଜ ମତ ରଖିଛନ୍ତି।
ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ହେଉଛନ୍ତି ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଆଜାଦ ହିନ୍ଦ ଫୌଜର ପ୍ରତିଷ୍ଠାତା।
ଏଣିକି ଜାନୁଆରୀ ୨୪ ପରିବର୍ତ୍ତେ ପ୍ରତ୍ୟେକ ବର୍ଷ ଜାନୁଆରୀ ୨୩ରୁ ଗଣତନ୍ତ୍ର ଦିବସ ପାଳନ କରାଯିବ। ନେତାଜୀ ସୁଭାଷ ବୋଷଙ୍କ ଜୟନ୍ତୀରୁ ଆରମ୍ଭ ହେବ ଏହି ଚାରିଦିନିଆ ସମାରୋହ ପାଳନ । ନେତାଜୀଙ୍କୁ ସ୍ୱତନ୍ତ୍ର ଭାବେ ସମ୍ମାନ ଜଣାଇ ଗଣତନ୍ତ୍ର ଦିବସ ସମାରୋହରେ ତାଙ୍କ ଜୟନ୍ତୀକୁ ସାମିଲ କରିବା ପାଇଁ ମୋଦି ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।