• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: New Covid Variant

COVID variant
ଚିନ୍ତା ବଢ଼ାଇଲା କରୋନାର ନୂଆ ଭ୍ୟାରିଆଣ୍ଟ୍ : କିଶୋରଙ୍କ ଠାରେ ଠାବ

ଇସ୍ରାଏଲରେ ଦୁଇ କିଶୋର ବୟସ୍କ ଯାତ୍ରୀଙ୍କ ଠାରେ ଏହି ନୂଆ ଭ୍ୟାରିଆଣ୍ଟ ଠାବ ହେବା ପରେ ବଢିଛି ଚିନ୍ତା । କୋଭିଡର ଏହି ନୂଆ ଭ୍ୟାରିଆଣ୍ଟରେ ଓମିକ୍ରନର ଦୁଇଟି ସବ୍ ଭ୍ୟାରିଆଣ୍ଟ BA.1 ଏବଂ BA.2 ରହିଛି । ତେବେ କୋଭିଡର ନୂଆ ଭ୍ୟାରିଆଣ୍ଟ ଯାହା ଦୁଇ ପ୍ରକାର ଭ୍ୟାରିଆଣ୍ଟକୁ ଏକାଠି କରେ ।

new Covid Variant
କୋଭିଡ଼ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

୧ମ, ୨ୟ ଲହରରେ ଯେଭଳି କାମ କରିଥିଲେ, ସେଭଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Covid Vaccine
ଓମିକ୍ରନ୍ ପାଇଁ କେତେ ପ୍ରଭାବୀ କରୋନା ଟିକା?

ଗୋଟିଏ ପଟେ କୋଭିଡର ନୂଆ ଭ୍ୟାରିଆଣ୍ଟକୁ ନେଇ ଚିନ୍ତା ବଢୁଥିବା ବେଳେ ଏହା ଉପରେ ଟିକାର ପ୍ରଭାବ କଣ ରହିବ ସେ ନେଇ ଗବେଷଣା ଚାଲିଛି।  ଅତ୍ୟନ୍ତ ସଂକ୍ରାମକ ଥିବା ଓମିକ୍ରନ୍ ଭ୍ୟାରିଆଣ୍ଟକୁ ନେଇ ସତର୍କ କରାଇଛି ଟିକା ନିର୍ମାତା ମର୍ଡେନା।

New Guidelines
କରୋନାର ନୂଆ ଭାରିଏଣ୍ଟ ଆତଙ୍କ, ନୂଆ ଗାଇଡ୍‌ଲାଇନ୍ ଜାରି କଲେ ଓଡ଼ିଶା ସରକାର

କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଆତଙ୍କ ପରେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନୂଆ ଗାଇଡ୍‌ଲାଇନ୍ ଜାରି ହୋଇଛି।

Amid 'Omicron' Variant Scare
କରୋନାର ନୂଆ ଭାରିଏଣ୍ଟ୍‌ ଓମିକ୍ରନ୍‌କୁ ନେଇ ଭୟ,ବେଙ୍ଗାଲୁରୁ ଫେରିଥିବା ୨ ଆଫ୍ରିକୀୟ ପଜିଟିଭ୍‌

କରୋନା ଭାଇରସ୍‌ର ନୂଆ ଭାରିଏଣ୍ଟ୍‌ ଓମିକ୍ରନର ଭୟ ଭିତରେ ଦକ୍ଷିଣ ଆଫ୍ରିକାରୁ ବେଙ୍ଗାଲୁରୁ ଆସିଥିବା ଦୁଇ ଜଣ ଆଫ୍ରିକୀୟ ନାଗରିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Coronavirus
କରୋନାର ନୂଆ ଭ୍ୟାରିଏଣ୍ଟକୁ ନେଇ ଚିନ୍ତା, ସତର୍କ ହେଲେ ସରକାର

କରୋନା ଭାଇରସ୍‌ର ନୂଆ ଭ୍ୟାରିଏଣ୍ଟର ‘ଓମିକ୍ରନ୍‌’ ଚିହ୍ନଟ ପରେ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି।

New Covid19 Variant Omicron
ଅଧିକ ମାରାତ୍ମକ କରୋନାର ନୂଆ ଭ୍ୟାରିଏଣ୍ଟ୍‌ ‘ଓମିକ୍ରନ’, କାମ କରୁନି ଟିକା

କରୋନାର ନୂଆ ଭ୍ୟାରିଏଣ୍ଟ୍‌ ‘ଓମିକ୍ରନ’କୁ ନେଇ ଚିନ୍ତା । ଏହି ନୂ‌ଆ ଭାରିଏଣ୍ଟ୍‌ ଉପରେ ଟିକାର କୌଣସି ପ୍ରଭାବ ପଡୁ ନଥିବାରୁ ଆହୁରି ଚିନ୍ତା ବଢ଼ିଛି। ଏହା ଦ୍ରୁତ ଗତିରେ ବ୍ୟାପିବା ସହ ସ୍ୱାସ୍ଥ୍ୟ ସମସ୍ୟାକୁ ଜଟିଳ କରୁଥିବା ଜଣାପଡ଼ିଛି।

sensex crashes
କରୋନାର ନୂଆ ଭାରିଏଣ୍ଟ୍‌କୁ ଡର, ଖସିଲା Sensex...

କରୋନା ଭାଇରସ୍‌ର ନୂଆ ଭାରିଏଣ୍ଟ୍‌କୁ ନେଇ ଏବେ ଚିନ୍ତା ବଢ଼ିଛି। ୟୁରୋପରେ ଏହାର ଦ୍ରୁତ ସଂକ୍ରମଣ ଖବର ପରେ ଶେଆର ମାର୍କେଟ କ୍ରାଶ୍‌ ହୋଇଥିବା ଦେଖିବାକୁ ମିଳିଛି।

coronavirus
ଚିନ୍ତା ବଢ଼ାଇଲା କରୋନାର ନୂଆ ଭାରିଏଣ୍ଟ୍‌, ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ସତର୍କ ରହିବାକୁ ନିର୍ଦ୍ଦେଶ...

କେତେକ ଦେଶରେ କରୋନା ଭାଇରସ୍‌ର ନୂଆ ଭାରିଏଣ୍ଟ୍‌ ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

UK To Ban Travel From 6 Nations
ଚିନ୍ତା ବଢ଼ାଇଲା କରୋନାର ନୂଆ ଷ୍ଟ୍ରେନ୍ : ୬ ଆଫ୍ରିକୀୟ ଦେଶକୁ ଉଡ଼ାଣ ବାତିଲ କଲା ବ୍ରିଟେନ

ନୂତନ ଭାରିଏଣ୍ଟ୍ B. 1.1.529 ଉପରେ ଅନୁସନ୍ଧାନ କରୁଛନ୍ତି ବ୍ରିଟେନ ବୈଜ୍ଞାନିକ । ଏହାପୂର୍ବରୁ ଆଫ୍ରିକାର ଛଅଟି ଦେଶକୁ ବିମାନ ଚଳାଚଳ ସ୍ଥଗିତ ରଖିବାକୁ ଘୋଷଣା କରାଯାଇଛି ।