• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: New Delhi

styandra-jain
ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତୈନ୍ଦ୍ର ଜୈନ୍‌ଙ୍କୁ କରୋନ। ଆଜି ତାଙ୍କର କୋଭିଡ୍-୧୯ ରିପୋର୍ଟ ପଜିଟିଭ ଆସିଛି। ପ୍ରଥମେ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା। ଦ୍ୱିତୀୟ ଥର ଟେଷ୍ଟ କରିବା ପରେ  ରିପୋର୍ଟ ପଜିଟିଭ୍ ଆସିଛି। ସୋମବାର ଜୈନ୍‌ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ସୋମବାର ରାତିରେ ରାଜୀବ ଗାନ୍ଧି ସୁପର ସ୍ପେଶାଲିଟି ହସ୍‌ପିଟାଲ୍‌ରେରେ ଭର୍ତ୍ତି କରାଯାଇଥିଲା। ଗତକାଲି ତାଙ୍କର କୋଭିଡ୍-୧୯ ରିପୋର୍ଟ ନେଗେଟିଭ୍ ଆସିଥିଲା। ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଥିଲା। ତେବେ ଆଜି […]

Gurgaon Building Collapsed
କୋଠା ଭୁଶୁଡ଼ି ୩ ମୃତ, ଏବେ ଚାପି ହୋଇ ରହିଛନ୍ତି ଅନେକ

ଗୁରୁଗ୍ରାମରେ କୋଠା ଭୁଶୁଡି ୩ ଜଣଙ୍କ ମୃତ୍ୟୁ । ଗୁରୁଗ୍ରାମର ଖୱାସପୁର ଗାଁରେ ଘଟିଛି ଅଘଟଣ । ଗତକାଲି ରାତିରେ କୋଠାଟି ହଠାତ୍ ଭୁଶୁଡି ପଡିଥିଲା ।

TMC MP Parliament
ତେଜୁଛି ଅସନ୍ତୋଷ, ସାଇକେଲରେ ସଂସଦକୁ ଆସିଲେ ସାଂସଦ

ମୌସୁମୀ ଅଧିବେଶନର ପ୍ରଥମ ଦିବସରେ ସଂସଦକୁ ସାଇକେଲରେ ଆସିଲେ ତୃଣମୂଳ କଂଗ୍ରେସର ସାଂସଦ । ପେଟ୍ରୋଲ, ଡିଜେଲ୍ ଓ ରୋଷେଇ ଗ୍ୟାସ ଦର ବୃଦ୍ଧିକୁ ଏଭଳି ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି ସାଂସଦ ।

Delhi NCR Rain
ସାଂଘାତିକ ବର୍ଷା, ରାତିରୁ ସକାଳ ଯାଏ ବର୍ଷିଲା ! ଅବସ୍ଥା ବେହାଲ..

ଦିଲ୍ଲୀରେ ପାଗ ପରିବର୍ତ୍ତନ ପରେ ବର୍ଷାରେ ବେହାଲ ରାଜଧାନୀ । ଦୀର୍ଘ ଦିନ ହେବ ଗରମ ଯୋଗୁଁ ତ୍ରାହି ତ୍ରାହି ଡାକୁଥିବା ଦିଲ୍ଲୀବାସୀଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି ବର୍ଷା ।

money
ବଢିଲା ଡିଏ,କେନ୍ଦ୍ର କ୍ୟାବିନେଟର ମଂଜୁରୀ

୧୧% ମହଙ୍ଗା ଭତ୍ତା ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟର ମଂଜୁରୀ । କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮% ହେଲା । ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୧ରୁ ଲାଗୁ ହେବ ।

cbse
CBSEର ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ପାଠ୍ୟ ଖସଡ଼ା, ଦୁଇଟି ଟର୍ମରେ ଶିକ୍ଷାବର୍ଷ

 CBSEର ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ପାଠ୍ୟ ଖସଡ଼ା ଘୋଷଣା ହୋଇଛି । ନିଷ୍ପତ୍ତି ଅନୁସାରେ ଦୁଇଟି ଟର୍ମରେ ହେବ ୨୦୨୧-୨୨ର ଶିକ୍ଷାବର୍ଷ । ପ୍ରତି ଟର୍ମରେ ୫୦ ପ୍ରତିଶତ ସିଲାବସ୍ ରହିବ । ଏହାସହ ପ୍ରତି ଟର୍ମ ଶେଷରେ…

COWIN
୫୦ ଦେଶ କୋ-ୱିନ୍‌ ଆପ୍‌ ବ୍ୟବହାର କରିବାକୁ ଆଗ୍ରହୀ

ନୂଆଦିଲ୍ଲୀ: ଭାରତର କରୋନା ବିରୋଧୀ ଲଢ଼େଇରେ ମୁଖ୍ୟ ଅସ୍ତ୍ର ଟିକା । ଆଉ ଏହି ବିଶ୍ୱର ସର୍ବବୃହତ ଟିକାକରଣ ଅଭିଯାନର ମେରୁଦଣ୍ଡ କୋ-ଓ୍ୱିନ୍ ଟିକା । ଉପଲବ୍ଧତା ଯାଞ୍ଚ ହେଉ, ସ୍ଲଟ୍ ବୁକିଂ ଅବା ରେଜିଷ୍ଟ୍ରେନ୍ କିମ୍ବା ଟିକା ନେବା ପରେ…