ବୋଲ ମାନୁନି ରାହୁଲ ଗାନ୍ଧୀଙ୍କ ତୁଣ୍ଡ . . ନିଜ ଦେଶକୁ ପୁଣି ବିଦେଶ ମାଟିରେ ବଦନାମ କରିଛନ୍ତି ପୂର୍ବତନ ସାଂସଦ
ନୂଆ ସଂସଦ ଭବନର ନିଖୁଣ କାରିଗରି ଓ ସାଜସଜ୍ଜାକୁ ନେଇ ଏକ ଭିଡିଓ ପୋଷ୍ଟ କରିଛନ୍ତି କବିର ବେଦି, ଯାହାକି ଅତି ଆକର୍ଷଣୀୟ ଓ ମନୋରମ ହୋଇଛି । ଏହି ଭିଡିଓକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରିଟ୍ୱିଟ୍ କରିଛନ୍ତି ।
ଦେଶକୁ ମିଳିଲା ନୂଆ ସଂସଦ ଭବନ । ଗଣତନ୍ତ୍ରର ଭବ୍ୟ ମନ୍ଦିର ଲାଗି ଜାଣନ୍ତୁ କେଉଁଠୁ ଆସିଛି କେଉଁ ସାମଗ୍ରୀ ?
ଦେଶକୁ ମିଳିଲା ନୂଆ ସଂସଦ ଭବନ । ଗଣତନ୍ତ୍ରର ଭବ୍ୟ ମନ୍ଦିର ଲାଗି ଜାଣନ୍ତୁ କେଉଁଠୁ ଆସିଛି କେଉଁ ସାମଗ୍ରୀ?
ଭାରତ ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇଛି ଆଜିର ଦିନ। ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି ଗଣତନ୍ତ୍ରର ସର୍ବୋଚ୍ଚ ମନ୍ଦିର ନୂଆ ସଂସଦ ଭବନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଲୋକାର୍ପଣ କରି ନୂଆ ସଂସଦ ଭବନ ନୂଆ ଭାରତର ଆଧାର ହେବ ବୋଲି କହିଛନ୍ତି । ତାସହ ବିକଶିତ ଭାରତର ଲକ୍ଷ୍ୟ, କଠିନ ହେଲେ ବି ଅସମ୍ଭବ ନୁହେଁ ବୋଲି ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ, ବାଚସ୍ପତିଙ୍କ ଆସନ ନିକଟରେ ଐତିହାସିକ ସେଙ୍ଗୋଲ୍ ବା ରାଜଦଣ୍ଡ ସ୍ଥାପନ କରିଛନ୍ତି ।
ଆଧୁନିକ... ଆକର୍ଷଣୀୟ... ଅଦ୍ୱିତୀୟ... । ନୂଆ ଭାରତର ନୂଆ ସଂସଦ ସୌଧ। ୧୪୦ କୋଟି ଭାରତୀୟଙ୍କ ଆଶା-ଆକାଂକ୍ଷା ଓ ଗର୍ବ-ଗୌରବର ଭବ୍ୟ ପ୍ରତୀକ । କେବଳ ଭାବନାତ୍ମକ ଭାବେ ନୁହେଁ, ଗଠନାତ୍ମକ ଦିଗରୁ ବି ଏଠି ସମାହିତ ହୋଇଛି ଭାରତର ବିବିଧତା। ନୂଆ ସଂସଦ ଭବନରେ ଲାଗିଛି ରାଜସ୍ଥାନର ପଥର, ମହାରାଷ୍ଟ୍ରର ଶାଗୁଆନ କାଠ, ଉତ୍ତରପ୍ରଦେଶର କାର୍ପେଟ୍, ତ୍ରିପୁରାର ବାଉଁଶ ଚଟାଣ, ଗୁଜରାଟର ଶଙ୍ଖମଲମଲ ପଥର ଓ ପିତ୍ତଳ କାରୁକାର୍ଯ୍ୟ। ଲୋକସଭା ଓ ରାଜ୍ୟସଭାର ଫଲ୍ସ ସିଲିଂରେ ଲାଗିଛି ଡାମନ-ଡିୟୁରୁ ଆସିଥିବା ଷ୍ଟିଲ୍ ଷ୍ଟ୍ରକଚର୍ । ମୁମ୍ବାଇରେ ତିଆରି ହୋଇଛି ଫର୍ଣ୍ଣିଚର୍। ହରିୟାଣାରୁ ଆସିଛି ବାଲି ଓ ଇଟା।
ଆଜି ଦେଶକୁ ମିଳିଥିବା ନୂଆ ସଂସଦ ଭବନ ନୂଆ ଭାରତ, ବିବିଧ ଭାରତ ଓ ଆତ୍ମନିର୍ଭର ଭାରତର ପ୍ରତୀକ । ଏହାର ସଂରଚନା ଅଦ୍ୱିତୀୟ, ସୌନ୍ଦର୍ଯ୍ୟ ଅବର୍ଣ୍ଣନୀୟ।
ବାଚସ୍ପତିଙ୍କ ଆସନ ନିକଟରେ ଐତିହାସିକ ସେଙ୍ଗୋଲ ସ୍ଥାପନ, ସେଙ୍ଗୋଲକୁ ସାଷ୍ଟାଙ୍ଗ ପ୍ରଣାମ ପରେ ସ୍ଥାପନ କଲେ ମୋଦି
ଭାରତୀୟ ଗଣତନ୍ତ୍ର ପାଇଁ ଐତିହାସିକ ଦିନ: ଦେଶବାସୀଙ୍କ ଉଦ୍ଦେଶ୍ୟରେ ନୂଆ ଅତ୍ୟାଧୁନିକ ସଂସଦ ଭବନକୁ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ...
ନୂଆ ସଂସଦ ଭବନ ନିର୍ମାଣ ଶୈଳୀକୁ ନେଇ ପ୍ରଶ୍ନ ଉଠାଇଛି ଆରଜେଡି । ନୂଆ ପାର୍ଲାମେଣ୍ଟର ଫଟୋ ସହ କଫିନର ଫଟୋକୁ ମିଶାଇ ଟ୍ୱିଟ୍ କରିଛିା
ନୂଆ ସଂସଦ ଭବନରେ ସ୍ଥାପନ ହେଲା ରାଜଦଣ୍ଡ ବା ସେଙ୍ଗୋଲ । ସଂସଦ ଭବନ ନିର୍ମାଣରେ ଶ୍ରମଦାନ କରିଥିବା ଓଡ଼ିଆ ଶ୍ରମିକଙ୍କୁ ସମ୍ମାନିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ବିଶ୍ୱର ସର୍ବବୃହତ ଗଣତନ୍ତ୍ରର ନୂତନ ମନ୍ଦିର। ଯେଉଁଠି ୧୪୦ କୋଟି ଭାରତୀୟଙ୍କ ପ୍ରତିନିଧି କରିବେ, ଦେଶର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ନୀତି ନିର୍ଦ୍ଧାରଣ ଏବଂ ନିୟମ ପ୍ରଣୟନ। ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ ୬୪ ହଜାର ୫ଶହ ବର୍ଗମିଟର କ୍ଷେତ୍ରରେ ନିର୍ମିତ ତ୍ରିକୋଣାକାର ନୂଆ ସଂସଦ ଭବନ।
ଭାରତକୁ ମିଳିବ ଏକ ଭବ୍ୟ, ବିଶାଳ ଏବଂ ଅତ୍ୟାଧୁନିକ ନୂତନ ସଂସଦ ଭବନ।
ସକାଳ ୭ରୁ ଅପରାହ୍ନ ସାଢ଼େ ୨ଟା ଯାଏଁ ଚାଲିବ ଉଦଘାଟନୀ ସମାରୋହ । ଗଣତନ୍ତ୍ର ସଂଗ୍ରହାଳୟରେ ପରିଣତ ହେବ ପୂରାତନ ସଂସଦ ଗୃହ ।
ଆସନ୍ତା ୨୮ ତାରିଖ ରବିବାର ଦିନ ପୂରା ବିଶ୍ୱ କେବଳ ଭାରତର ନୂଆ ସଂସଦ ବିଲଡିଂକୁ ଦେଖିବ ନାହିଁ, ବରଂ ନୂଆ ମୁଦ୍ରାକୁ ମଧ୍ୟ ଦେଖିବ।
ବିରୋଧୀଙ୍କ ଉପରେ ବର୍ଷିଲେ ଅମିତ ଶାହ । ନୂଆ ସଂସଦ ଭବନ ଉଦଘାଟନ ପ୍ରସଙ୍ଗରେ କଂଗ୍ରେସ ଓ ତାର ସହଯୋଗୀ ଦଳ ରାଜନୀତି କରୁଛନ୍ତି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ।
ବଦଳୁଛି କି ବିଜେଡିର ଆଭିମୁଖ୍ୟ? ମୋଦିଙ୍କ ଆଡକୁ ଢଳୁଛନ୍ତି କି ନବୀନ? ରାଜ୍ୟରେ ବିଜେପି ସହ ଲଢେଇ, ଦିଲ୍ଲୀରେ ଚାଲିଛି କି କୋଳୋକୋଳି ? ନିର୍ବାଚନ ପୂର୍ବରୁ ନୂଆ ସମୀକରଣ ନେଇ ବିଚାର କରୁଛି କି ଶଙ୍ଖ ଦଳ ?
ନୂଆ ସଂସଦ ଭବନର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । ଇତିହାସରେ ଯୋଡ଼ିହେବ ଅଭୂଲା ଅଧ୍ୟାୟ ।
ଆସନ୍ତା ୨୮ ତାରିଖରେ ହେବାକୁ ଥିବା ନୂଆ ସଂସଦ ଭବନ ଉଦ୍ଘାଟନୀ କାର୍ଯ୍ୟକ୍ରମ ବର୍ଜନ ନେଇ ୧୯ ବିରୋଧୀ ଦଳ ମିଳିତ ଘୋଷଣା କରିଛନ୍ତି। ହେଲେ ଏଥିରେ ଯୋଗ ଦେବ ବିଜେଡି।
ମେ ୨୮, ଅର୍ଥାତ୍ ଆସନ୍ତା ରବିବାର ନୂଆ ସଂସଦ ଭବନର ଲୋକାର୍ପଣ ଅବସରରେ, ଏହି ସେଙ୍ଗୋଲକୁ ବାଚସ୍ପତିଙ୍କ ଆସନ ନିକଟରେ ସ୍ଥାପିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ନୂଆ ସଂସଦ ଭବନ ଲୋକାର୍ପଣକୁ ନେଇ କ୍ଷୁବ୍ଧ ବିରୋଧୀ