କ୍ରେଡିଟ୍ କାର୍ଡ, ଏଲପିଜି ଗ୍ୟାସ୍ ଏବଂ ଟ୍ରେନ୍ ଟିକେଟ୍ ଠାରୁ ଆରମ୍ଭ କରି FD ସମୟସୀମା ପର୍ଯ୍ୟନ୍ତ ନିୟମ ନଭେମ୍ବର ୧ରୁ ବଦଳିବ ।
ଆଉ ଦୀର୍ଘ ବର୍ଷ ଗଡ଼ିବନି କେସ୍, ହତାଶ କରିବନି ‘ତାରିଖ ପେ୍ ତାରିଖ’ । କେବଳ ଦଣ୍ଡବିଧାନ ନୁହେଁ, ପୂରା ବ୍ୟବସ୍ଥାରେ ଆମୂଳ ଚୂଳ ସଂସ୍କାର ।
ହଟିଲା ୨ ବର୍ଷର ପ୍ରତିବନ୍ଧକ, ପୁଣି ଆରମ୍ଭ ହେଲା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ନିୟମ ଆସିବାର ୪ ମାସ ପରେ ଆରମ୍ଭ ହୋଇଛି ଆପାର୍ଟମେଣ୍ଟ ପଞ୍ଜୀକରଣ।
ଦେଢ଼ବର୍ଷ ପରେ ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ଫିଟିଲା ବାଟ...ଏଣିକି କମନ୍ ଏରିଆର ମାଲିକ ବି ହେବେ ବାସଗୃହ କ୍ରେତା...ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଆଣିଲା ନୂଆ ନିୟମ...
ଏଟିଏମରୁ ଟଙ୍କା ଉଠାଇବା ପାଇଁ ନୂଆ ନିୟମ ଲାଗୁ ହୋଇ ସାରିଛି । ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗ୍ରାହକଙ୍କ ପାଇଁ ଏହି ନିୟମ ଆଣିଛି। ଏଣିକି ଏଟିଏମରୁ ଟଙ୍କା ଉଠାଇବା ସମୟରେ ଓଟିପି ଦେବାକୁ ହେବ। ନଚେତ ଟଙ୍କା ବାହାରିବ ନାହିଁ । ୧୦ ହଜାରରୁ ଅଧିକ ଟଙ୍କା ଉଠାଇଲେ ଏହି ନୂଆ ନିୟମ ଲାଗୁ...
ନୂଆ ଆଇନ ଅନୁସାରେ ଯେଉଁ କର୍ମଚାରୀମାନେ ସପ୍ତାହକୁ ୧୨ ଘଂଟା କାମ କରିବେ ସେମାନଙ୍କୁ ସପ୍ତାହକୁ ୩ ଦିନର ଛୁଟି ମିଳିବ। କିନ୍ତୁ ଯେଉଁମାନେ ଦୈନିକ ୮ ଘଂଟା କାମ କରୁଥିବେ ସେମାନେ ପ୍ରତି ସପ୍ତାହରେ ଗୋଟିଏ ଦିନ ଅର୍ଥାତ୍ ମାସକୁ ୪ କିମ୍ବା ୫ ଟି ଛୁଟି ପାଇବେ ବୋଲି କୁହାଯାଇଛି
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପିଛା ଛାଡୁନି ବିବାଦ । ଏବେ ପିଲାଙ୍କ ଭିତରେ ନୂଆ ପରୀକ୍ଷା ନୀତିକୁ ନେଇ ଅନେକ ଦ୍ୱନ୍ଦ୍ୱ ଓ ଆଶଙ୍କା ବଢିବାରେ ଲାଗିଛି । ଆଶଙ୍କା ଏହା ଯେ ଏନେଇ ଘରୋଇ କଲେଜର ପିଲା ଅଧିକ ମାର୍କ ପାଇଯିବେ ।