ନୂଆ ନିୟମ ଅନୁଯାୟୀ ଜଣେ ଗ୍ରାହକ ଗୋଟିଏ ଆଧାର ପରିଚୟ ପତ୍ରରେ ୯ଟି ସିମ କାର୍ଡ କିଣିପାରିବେ । ସିମ କିଣିବା ପାଇଁ କ୍ୟୁଆର କୋର୍ଡ ସ୍କାନ ସହ ଡେମୋଗ୍ରାଫି ତଥ୍ୟ ଦେବାକୁ ପଡିବ ।
OTT ପ୍ଲାଟଫର୍ମରେ ତମାଖୁ ବିର୍ଜନ ଚେତାବନୀ ପାଇଁ ନୂତନ ନିୟମାବଳୀ ଜାରି କରିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିପାଇଁ ନିୟମାବଳୀ ଜାରି ହୋଇଛି ।
ଯଦି ଆପଣ ରାତିରେ ଟ୍ରେନ୍ରେ ଯାତ୍ରା କରୁଛନ୍ତି ତେବେ ଆପଣ ମାନିନିଅନ୍ତୁ ଏହି ସବୁ ନିୟମ। ନହେଲେ ହଇରାଣରେ ପଡିବେ ଆପଣ
ଏଣିକି ଦ୍ୱିତୀୟ ବିବାହ କରିବା ପୂର୍ବରୁ ସରକାରଙ୍କ ନେବାକୁ ପଡ଼ିବ ଅନୁମତି। ଯେଉଁ ବିଭାଗରେ କାମ କରୁଥିବେ ସେଇ ବିଭାଗକୁ ଲିଖିତ ଆକାରରେ ଜଣାଇବାକୁ ଜାରି ହେଲା ନିର୍ଦ୍ଦେଶ। ଯଦି ନିୟମ ନମାନିବେ ତେବେ ଏଇ ସବୁ ସୁବିଧାରୁ ବଞ୍ଚିବା ହେବା ସହ ହୋଇପାରେ କାର୍ଯ୍ୟାନୁଷ୍ଠାନ..
ଆଉ ମାତ୍ର ଅଳ୍ପ କିଛି ଦିନ ପରେ ଚଳିତ ମାସ ଶେଷ ହେବାକୁ ଯାଉଛି। ଏହାସହ ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ କିଛି ନିୟମ ମଧ୍ୟ ବଦଳିବାକୁ ଯାଉଛି। ଡିସେମ୍ବର ୧ରୁ କିଛି ନିୟମରେ ପରିବର୍ତ୍ତନ ହେବ ବୋଲି ଜଣାପଡ଼ିଛି।
ଆସନ୍ତାକାଲିଠାରୁ ସାରା ଦେଶରେ ହେଉଛି ବଡ଼ ପରିବର୍ତ୍ତନ। ହାଣ୍ଡିଶାଳଠାରୁ ପାଠପଢା ପର୍ଯ୍ୟନ୍ତ ସବୁ କିଛି ବଦଳିବାକୁ ଯାଉଛି। ଏମିତିକି ଏହିମାସରେ ଦୂରଯାତ୍ରା ଉପରେ ଅଙ୍କୁଶ ଲାଗିଥିବା ବେଳେ ମହାପ୍ରଭୁଙ୍କ ଦର୍ଶନ ପାଇଁ ହୋଇଛି ଏହି ନିୟମ। ସବୁ କିଛି ଜାଣିବା ପାଇଁ ଦେଖନ୍ତୁ ଏହି ରିପୋର୍ଟ...