ଆଜି ନବୀନଙ୍କ ନୂଆ ଟିମ୍ ଶପଥ ଗ୍ରହଣ କରିଛନ୍ତି। ମୋଟ୍ ୨୧ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କୁ କ୍ୟାବିନେଟ୍ ଓ ୮ ଜଣଙ୍କୁ ସ୍ୱାଧୀନ ରାଷ୍ଟ୍ର ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଛି।