ବିଶ୍ୱର ଅଧିକାଂଶ ଦେଶରେ ୫ ଦିନିଆ ସାପ୍ତାହିକ କାର୍ଯ୍ୟଦିବସ ରହିଛି । କିନ୍ତୁ କର୍ମଚାରୀଙ୍କୁ ଅଢ଼େଇ ଦିନ ଛୁଟି ଦେବାରେ ୟୁଏଇ ବିଶ୍ୱର ପ୍ରଥମ ଦେଶ ପାଲଟିଛି ।