୪ ନଭେମ୍ବରରେ ୩ କୋଟିରୁ ଅଧିକ ଯାତ୍ରୀ ଭାରତୀୟ ରେଳ ଦ୍ୱାରା ଯାତ୍ରା କରିଛନ୍ତି । ଯାହା ଅଷ୍ଟ୍ରେଲିଆ ଓ ନ୍ୟୁଜିଲ୍ୟାଣ୍ଡର ମିଳିତ ଜନସଂଖ୍ୟା ସହିତ ସମାନ । ଏଭଳି ବିରଳ ରେକର୍ଡ ସୃଷ୍ଟି କରି ପାରିଛି ଭାରତୀୟ ରେଳ ବିଭାଗ ।
ଟିକେଟ୍ ବ୍ଲାକ୍ ହେଉଥିବା ଜାଣି ମୁମ୍ବାଇ ପୋଲିସ ଚଢ଼ାଉ କରି ବ୍ଲାକ୍ କରୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୨ଟି ଟିକେଟ ଜବତ କରିଛି । ଏହି ସୂଚନା ଦେଇଛନ୍ତି ମୁମ୍ବାଇ ଜୋନ୍-୧ର ଡିସିପି ପ୍ରବୀଣ ମୁଣ୍ଡେ ।
ଆଜି ପ୍ରଥମ ମ୍ୟାଚ୍ରେ ଟସ୍ ଜିତି ବୋଲିଂ କରିବାର ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ। ପ୍ରଥମ ବ୍ୟାଟିଂ କରି ଇଂଲଣ୍ଡ ନିର୍ଦ୍ଧାରିତ ଓଭରରେ ୯ ୱିକେଟ ହରାଇ ୨୮୨ ରନ୍ କରିଥିଲା। ଇଂଲଣ୍ଡ ପକ୍ଷରୁ ଜୋ ରୁଟ୍ ୭୭ ରନ୍ କରିଥିବାବେଳେ ଅଧିନାୟକ ଜୋଶ୍ ବଟଲର ୪୩ ରନ୍ କରିଥିଲେ।
ସମୁଦ୍ର ଭିତରେ ଭୂକମ୍ପ ହୋଇଥବାରୁ ଏବେ ଏହାକୁ ନେଇ ସୁନାମୀ ଆଲର୍ଟ ଜାରି ହୋଇଛି ।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଦଳ । ବର୍ଷା ଯୋଗୁଁ ବାତିଲ ହୋଇଥିଲା ପ୍ରଥମ ମ୍ୟାଚ୍ ।
କରୋନା ପାଇଁ ନିଜ ବିବାହ ରଦ୍ଦ କରିଦେଲେ ନ୍ୟୁଜଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡେନ୍ ।
ନ୍ୟୁଜିଲାଣ୍ଡକୁ ୩୭୨ ରନ୍ରେ ହରାଇଲା ଭାରତ। ମୁମ୍ବାଇ ବିଜୟ ସହ ୧-୦ରେ ସିରିଜ୍ ଜିତିଲା ଭାରତ। ଗୋଟିଏ ଦିନ ଥାଇ ବିଜୟ ହାସଲ କରିଛି। ଭାରତ ୨ ଟିକିଆ ସିରିଜ୍ର କାନପୁର ଟେଷ୍ଟ ଡ୍ର ରହିଥିଲା। ମୁମ୍ବାଇ ଟେଷ୍ଟରେ ଭାରତର ଜବରଦସ୍ତ ବିଜୟ ହୋଇଛି ।
ନ୍ୟୁଜିଲାଣ୍ଡକୁ ୫୪୦ ରନ୍ର ଟାର୍ଗେଟ୍ ଦେଇଥିଲା ଭାରତ। ଆଉ ନ୍ୟୁଜିଲାଣ୍ଡ ୫୪୦ ରନ୍ର ବିଜୟ ଟାର୍ଗେଟକୁ ପିଛା କରି ଦ୍ୱିତୀୟ ଇନିଂସ୍ରେ ୧୬୭ ରନ୍ରେ ଅଲ୍ ଆଉଟ୍ ହୋଇଯାଇଥିଲା।
ଭାରତ କବ୍ଜାରେ T20 ସିରିଜ୍ I ୨ୟ ଇଂନିସ୍ ରେ ଇଂଲଣ୍ଡକୁ ୭ଉଇକେଟରେ ମାତ ଦେଲା ଟିମ୍ ଇଣ୍ଡିଆ।
ଆଜି ଭାରତ-ନ୍ୟୁଜଲାଣ୍ଡ ଦ୍ୱିତୀୟ ଟି ଟ୍ୱେଣ୍ଟି। ରାଞ୍ଚିର JSCA ଇଣ୍ଟରନ୍ଯାସନାଲ ଷ୍ଟାଡିୟମରେ ଖେଳାଯିବ ଏହି ମ୍ୟାଚ୍।
ଟି-୨୦ ବିଶ୍ୱକପ୍ର ଆଜି ପ୍ରଥମ ସେମିଫାଇନାଲ୍..ଇଂଲଣ୍ଡ ବନାମ ନ୍ୟୁଜିଲାଣ୍ଡ ମଧ୍ୟରେ ଟକ୍କର ଦେଖିବାକୁ ମିଳିବ..
ଟି-୨୦ ବିଶ୍ୱକପରେ ଆଜି ଭାରତ-ନ୍ୟୁଜିଲ୍ୟାଣ୍ଡ ମୁକାବିଲା । ଦୁଇ ଦଳ ପାଇଁ କର ବା ମର ମ୍ୟାଚ ହେବ ।
T20 ବିଶ୍ୱକପ୍ ଲଢ଼େଇରେ ଆଜି ଆମ୍ନାସାମ୍ନା ହେବେ ଦୁଇ ଟାଇଟେଲ୍ ଦାବିଦାର ପାକିସ୍ତାନ ଓ ନ୍ୟୁଜଲାଣ୍ଡ । ଦୁବାଇରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଉଭୟ ଟିମ୍ ପାଇଁ ବେଶ ଗୁରୁତ୍ୱବହନ କରେ । ନିଜର ପ୍ରଥମ ମ୍ୟାଚ ରେ ଭାରତକୁ ହରାଇବା ପରେ ଏବେ ଫୁଲ୍ ଫର୍ମରେ ରହିଛି ପାକିସ୍ତାନ ଟିମ୍ ।
କରୋନା ମହାମାରୀ (କୋଭିଡ -19) ସମ୍ବନ୍ଧରେ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଅନ୍ୟ ଦେଶମାନଙ୍କ ପରି ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଜାସିନ୍ଦା ଅର୍ଡ୍ରନ୍ ମଧ୍ୟ ସ୍ୱୀକାର କରିଛନ୍ତି ଯେ କରୋନା ମହାମାରୀ ବିଶ୍ୱରୁ ସମ୍ପୂର୍ଣ୍ଣ ରୂପେ ଦୂର ହୋଇପାରିବ ନାହିଁ। ପ୍ରଧାନମନ୍ତ୍ରୀ ଜାସିନ୍ଦା ଅର୍ଡ୍ରନ୍ ଅକଲ୍ୟାଣ୍ଡରେ ଲକଡାଉନ୍ କଟକଣା ଘୋଷଣା କରିବା ବେଳେ ଏହି ବିବୃତ୍ତି ଦେଇଥିବାର ଚିତ୍ର ସାମ୍ନାକୁ ଆସିଛି।