• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Newguidelines

NewGuideline
ଏଣିକି ସକାଳ ୫ଟା ରୁ ରାତି ୧୦ ପର୍ଯ୍ୟନ୍ତ ଖୋଲିବ ଦୋକାନ

ସୁଧୁରୁଥିବା କରୋନା ସ୍ଥିତିକୁ ଦେଖି କୋହଳ ହେଲା କରୋନା କଟକଣା। କହିବାକୁ ଗଲେ ସେପଟେମ୍ବରରେ ଅନଲକ୍‌ ପ୍ରକ୍ରିୟାକୁ ଯାଇଛନ୍ତି ସରକାର। ରାଜଧାନୀ ଭୁବନେଶ୍ୱର, କଟକ ଓ ପୁରୀରେ ଲାଗୁ ସପ୍ତାହନ୍ତ ସଟଡାଉନ୍‌ ଆଉ ରହିବ ନାହିଁ। ଦୋକାନବଜାର ଖୋଲିବା ସମୟକୁ ବି ବଢାଯାଇଛି । ଏଣିକି ସକାଳ ୫ଟାରୁ ରାତି ୧୦ଟା ଯାଏଁ ଦୋକାନବାଜର ଖୋଲା ରହିବ

Marrage
ଏଣିକି ବାହାଘରରେ ବାଜିବ ବ୍ୟାଣ୍ଡ୍‌ ବାଜା : ହାଉସ୍‌ଫୁଲ୍ ହେବ ସିନେମା ହଲ

କରୋନା କଟକଣା ମଧ୍ୟରେ ସେପ୍ଟେମ୍ବର ପାଇଁ ପୁଣି ଥରେ ନୂଆ ଗାଇଡ୍‌ଲାଇନ୍‌ ଜାରି କଲେ ରାଜ୍ୟ ସରକାର। ଏଣିକି ପ୍ରେକ୍ଷାଳୟ, ଅଡିଟୋରିୟମରେ ଗାଇଡଲାଇନରେ କରୋନା କଟକଣା ମାନି ମିଟିଂ ହୋଇପାରିବ । ଏହାସହ ବାହାଘର, ଅନ୍ତ୍ୟେଷ୍ଟି କାର୍ଯ୍ୟରେ ସର୍ବାଧିକ ୨୫୦ ଲୋକଙ୍କୁ ଏକାଠି ହେବାର ଅନୁମତି ମିଳିଛି

SRC
ଉଠିଲା ସପ୍ତାହାନ୍ତ ସଟଡାଉନ୍‌: ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର

ଉଠିଲା ସପ୍ତାହାନ୍ତ ସଟଡାଉନ୍‌। ସେପ୍ଟେମ୍ବର ମାସ ପାଇଁ ଗାଇଡଲାଇନ ଘୋଷଣା କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର । ନୂଆ ଗାଇଡଲାଇନ ଅକ୍ଟୋବର ୧ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସ୍ପଷ୍ଟ କଲେ SRC। ରାଜ୍ୟରେ କୌଣସି ଜାଗାରେ ସପ୍ତାହାନ୍ତ ସଟଡାଉନ ରହିବ ନାହିଁ କିନ୍ତୁ ସାରା ରାଜ୍ୟର ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ଲାଗୁ ରହିବ ।