କର୍ମଚାରୀଙ୍କ ଦରମା, ପେନ୍ସନ୍ ଓ ଅନ୍ୟ ରାଜସ୍ୱ ବ୍ୟୟ ପାଇଁ ଖର୍ଚ୍ଚ ହେବ ୧ ଲକ୍ଷ ୩୯ ହଜାର ୫୨୦ କୋଟି । ସେହିପରି ଋଣ ପରିଶୋଧ ପାଇଁ ରାଜ୍ୟ ସରକାର ଖର୍ଚ୍ଚ କରିବେ ୧୮ ହଜାର ୭୮୬ କୋଟି ଟଙ୍କା ।
ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ପରେ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ମିଳିଛି।
ରାସ୍ତାଘାଟ ରକ୍ଷଣାବେକ୍ଷଣ ପାଇଁ ୨୯୭୦ କୋଟି ବିନିଯୋଗ ଲକ୍ଷ୍ୟ ରଖାଯାଇଥିବା ବେଳେ ବିଜୁ ଏକ୍ସପ୍ରେସ ୱେ ପାଇଁ ୩ ଶହ କୋଟିର ବ୍ୟୟବରାଦ ପ୍ରସ୍ତାବ କରାଯାଇଛି ।
କାଳିଆ ଯୋଜନା ପାଇଁ ୧୮୭୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ କୃଷି ଗବେଷଣା ଓ ଶିକ୍ଷା ପାଇଁ ୧୬୧ କୋଟି ବ୍ୟୟବରାଦ କରାଯାଇଛି ।