ନୂଆଦିଲ୍ଲୀ: କରୋନା ପାଇଁ ବ୍ୟବହୃତ ଔଷଧ ରେମଡେସିଭିର ଉପରୁ କମିଲା ଜିଏସ୍ଟି । ରେମଡେସିଭିର୍ ଉପରୁ GST ୧୨%ରୁ ୫%କୁ ହ୍ରାସ କରିଛନ୍ତି କେନ୍ଦ୍ର ସରକାର । ଆଜି ୪୪ତମ GST କାଉନସିଲ ବୈଠକ ପରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର…