ଟିକସ ଆଶ୍ୱସ୍ତିଠାରୁ ଆରମ୍ଭ କରି ଆୟୁଷ୍ମାନ ଯୋଜନା ପର୍ଯ୍ୟନ୍ତ, ବିଭିନ୍ନ କ୍ଷେତ୍ରରେ ବଜେଟରୁ ଅନେକ କିଛି ଆଶା କରାଯାଉଛି ।
୨୩ ତାରିଖରେ ବଜେଟ୍ ଉପସ୍ଥାପନ ହେବ । ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ସଂସଦରେ ସର୍ବାଧିକ ସପ୍ତମ ଥର ପାଇଁ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ସଂସଦରେ ସର୍ବାଧିକ ସପ୍ତମ ଥର ପାଇଁ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ଚଳିତ ବଜେଟ୍ ଅଧିବେଶନ ଜୁଲାଇ ୨୨ରୁ ଆରମ୍ଭ ହୋଇ ଅଗଷ୍ଟ ୧୨ ତାରିଖ ଯାଏ ଚାଲିବ। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ ରିଜିଜୁ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ବଜେଟ୍ ଅଧିବେଶନ ବିଷୟରେ ସୂଚନା ଦେଇଛନ୍ତି ।
ନିର୍ବାଚନ ଲଢିବେନି ଦେଶର ଅର୍ଥମନ୍ତ୍ରୀ । କାରଣ ନିର୍ବାଚନ ଲଢିବାକୁ ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ । ଟଙ୍କା ନଥିବା ଯୋଗୁଁ ବିଜେପିର ଟିକେଟ୍ ନେବାକୁ ମନା କରିଦେଇଛନ୍ତି ଅର୍ଥମନ୍ତ୍ରୀ ସୀତାରମଣ ।
ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଏବଂ ସରଳ କରାଯିବା ସହ ବିକଶିତ ଭାରତ ନେଇ ଜୁଲାଇ ବଜେଟରେ ବ୍ୟାପକ ଘୋଷଣା ହେବ।
ଫେବ୍ରୁଆରୀ ପହିଲାରେ ସାଧାରଣ ବଜେଟ୍। ମୋଦୀ ସରକାର ଦ୍ୱିତୀୟ ପାଳିର ଶେଷ କିନ୍ତୁ କାମଚଳା ବଜେଟ୍ । ଲଗାତର ଷଷ୍ଠ ଥର ପାଇଁ ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ଏନେଇ ନିର୍ମଳା ସୀତାରମଣ ନିଜ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି, ‘ତାମିଲନାଡୁ ସରକାର ୨୨ତାରିଖରେ ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ସମାରୋହର ସିଧାପ୍ରସାରଣ ଦେଖିବା ନେଇ ପ୍ରତିବନ୍ଧକ ଲଗାଇଛନ୍ତି।
ପରେ ‘ମୋ ମାଟି ମୋ ଦେଶ ଅଭିଯାନ’ରେ ସାମିଲ ହେବେ,ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ
ଆସନ୍ତାକାଲି ସଂଧ୍ୟାରେ ଭୁବନେଶ୍ୱରରେ ୨୦ତମ ନ୍ୟାସନାଲ୍ ଚାର୍ଟାଡ୍ ଆକାଉଣ୍ଟ କନଫରେନସ୍ ରେ ଯୋଗଦେଇ ବକ୍ତବ୍ୟ ରଖିବୋ ଏଥିରେ ରାଜ୍ୟ ଓ ଦେଶର ବିଭିନ୍ନ ସ୍ଥାନରୁ CA ଉପସ୍ଥିତ ରହିବେ ।
ନିକଟରେ ପେନସନ ଆଣିବା ପାଇଁ ଚୌକିକୁ ଆଶା ବାଡ଼ି ପରି ସାହାରାକରି କୋଷେ ବାଟ ପାଦରେ ଚାଲି ଚାଲି ଯାଇଥିଲେ ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ବାଣୁଆଗୁଡା ଗ୍ରାମର ସୂର୍ଯ୍ୟ ହରିଜନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ତାତିରେ ଖାଲିପାଦରେ ଧୀରେ ଧୀରେ ଆଗକୁ ବଢୁଥିଲେ ୭୦ ବର୍ଷୀୟ ବୃଦ୍ଧା ।
ଓଡ଼ିଶାକୁ ମିଳିବନି ସ୍ୱତନ୍ତ୍ର ରାଜ୍ୟ ପାହ୍ୟା। ମନରେଗା ପାଇଁ କମିନି ପାଣ୍ଠି। GSTରେ ପେଟ୍ରୋଲିୟମ ଉତ୍ପାଦ ପ୍ରସଙ୍ଗ।
କୃଷି ଓ କୃଷକଙ୍କ ବିକାଶ ପାଇଁ ଏକାଧିକ ନୂଆ ବ୍ୟବସ୍ଥା ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶରେ ୭୪୦ ଏକଲବ୍ୟ ମଡେଲ ସ୍କୁଲ ଓ ୩୮, ୮୦୦ ଶିକ୍ଷକ ଓ କର୍ମଚାରୀ ନିଯୁକ୍ତି ଦେବା ନେଇ କହିଛନ୍ତି ।
୭ ଲକ୍ଷକୁ ବଢ଼ିଲା ଆୟକର ଛାଡ଼ ସୀମା ।
ଛୋଟ ଛୋଟ ପିଲା ଓ ମହିଳାଙ୍କ ନାଁରେ ସ୍ଥାୟୀ ଜମା ଟଙ୍କା ରଖାଯାଇପାରିବ ବୋଲି ନିର୍ମଳା କହିଛନ୍ତି ।
ଏବେ ସୁଦ୍ଧା ପାନ କାର୍ଡ କେବଳ ବ୍ୟାଙ୍କ ଖାତା ଖୋଲିବା ସହ ଜଡ଼ିତ ରହିଥିବା ବେଳେ ମ୍ୟୁଚୁଆଲ୍ ଫଣ୍ଡ ଆଦିରେ ନିବେଶ ବେଳେ ଆବଶ୍ୟକ ହେଉଥିଲା ।
ସୀତାରମଣ ସବୁବେଳେ ନିଜ ଶାଢ଼ି ଓ ତାଙ୍କ ଲୁକ୍ସ ପାଇଁ ଚର୍ଚ୍ଚାରେ ରହିଥାନ୍ତି ।
ଆଜି ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ୍କୁ ଉପସ୍ଥାପନ ହୋଇଛି। କେତେକ ଜିନିଷ ଶସ୍ତା ହୋଇଛି ତ ପୁଣି କେତେକ ମହଙ୍ଗା ହୋଇଛି। ତେବେ ଆସନ୍ତୁ ଏପର୍ଯ୍ୟନ୍ତ ଉପସ୍ଥାପିତ ହୋଇଥିବା ବଜେଟ୍ ସହିତ ଜଡିତ କେତେକ ଗୁରୁତ୍ୱପୂର୍ଣ୍ଣ ଏବଂ ଆକର୍ଷଣୀୟ ତଥ୍ୟଗୁଡିକ ଉପରେ ନଜର ପକେଇବା।
ଦେଶର ବଡ଼ ବଡ଼ ସହରରେ ଏହି ୧୫୭ ନର୍ସିଂ କଲେଜ ପ୍ରତିଷ୍ଠା ହେବ ।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଶେଷ ପୂର୍ଣ୍ଣ ବଜେଟ୍ ଉପସ୍ଥାପନ କରୁଛନ୍ତି।
ଆୟକର ସ୍ଲାବ୍ ନେଇ ବଡ଼ ଘୋଷଣା ହୋଇଛି। ଆୟକର ସ୍ଲାବ୍ ସୀମା ବୃଦ୍ଧି ନେଇ କେନ୍ଦ୍ରଅର୍ଥ ମନ୍ତ୍ରୀ ଘୋଷଣା କରିଛନ୍ତି।
କୃଷି କ୍ଷେତ୍ର ପାଇଁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ