• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Nirmala Sitharaman

Union Budget 2023
ବଜେଟରେ ବଡ଼ ଘୋଷଣା: ୩୫ ହଜାରରୁ ଅଧିକ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି, ପ୍ରତିଷ୍ଠା ହେବ ନୂଆ ଏୟାରପୋର୍ଟ...

କେନ୍ଦ୍ର ବଜେଟ୍‌ ଉପସ୍ଥାପନା ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନେକ ବଡ଼ ଘୋଷଣା କରିଛନ୍ତି। ବଜେଟରେ ରେଳ ପାଇଁ ୨.୪୦ ଲକ୍ଷ କୋଟି ଟଙ୍କା ଘୋଷଣା କରାଯାଇଥିବା ବେଳେ ଏକଲବ୍ୟ ସ୍କୁଲ୍‌ ପାଇଁ ୩୮, ୮୦୦ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବା ନେଇ ଘୋଷଣା ହୋଇଛି।

 Union Budget 2023: Free Anna Yojana For One Year
ଆଉ ବର୍ଷେ ଯାଏ ମାଗଣା ଅନ୍ନ ଯୋଜନା

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଲୋକସଭାରେ କେନ୍ଦ୍ର ବଜେଟ୍‌(Union Budget) ଉପସ୍ଥାପନା କରିଛନ୍ତି। ଏହି ଅବସରରେ ସେ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଛନ୍ତି।

Budget definition meaning and type
ବଜେଟ୍ କ’ଣ; ଏହା କିପରି ଆପଣଙ୍କୁ ସହଯୋଗ କରିବ…

ବଜେଟ୍ ଉପସ୍ଥାପନା ପୂର୍ବରୁ, ଲୋକଙ୍କ ମନରେ ବଜେଟ୍ ସହିତ ଜଡିତ ଅନେକ ପ୍ରକାରର ପ୍ରଶ୍ନ ଉଙ୍କିମାରେ। ଯେପରିକି ବଜେଟ୍ କ’ଣ, ବଜେଟର ଅର୍ଥ କ’ଣ, ବଜେଟ୍ କେତେ ପ୍ରକାରର ଇତ୍ୟାଦି । ଆପଣ ଯଦି ଏ ବିଷୟରେ ଜାଣିବାକୁ ଇଚ୍ଛୁକ ତେବେ ଆସନ୍ତୁ ବଜେଟ୍ ସହିତ ଜଡିତ ସମ୍ପୂର୍ଣ୍ଣ ସୂଚନା ଜାଣିନେବା।

Budget 2023
ଆଜି ଖୋଲିବ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ୍ ପେଡ଼ି

ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ । ଉତ୍କଣ୍ଠାରେ ଚାଷୀ, ଗୃହିଣୀ, ଆୟକର ଦାତା ଓ ଶିଳ୍ପ ଜଗତ ।

Nirmala Sitharaman
ନିଜେ ବଜାର ଯାଇ ପରିବା କିଣିଲେ ଅର୍ଥମନ୍ତ୍ରୀ : ଭାଇରାଲ୍‌ ହେଉଛି ଭିଡିଓ

ଅଚାନକ ପରିବା କିଣିବା ପାଇଁ ବଜାରରେ ପହଞ୍ଚିଗଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ (Nirmala Sitharaman)।

Special story
ଖୋଲାରେ କିଣିଲେ ମୁଢି, ଡାଲି, ଚାଉଳ ଭଳି ଖାଦ୍ୟ ସାମଗ୍ରୀରେ ଜିଏସଟି ନାହିଁ

୧୪ଟି ଟ୍ୱିଟ୍‌ କରି ସ୍ପଷ୍ଟ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

lic
ଅନାଥ ପିଲାଙ୍କୁ ଏଲଆଇସିର ଧମକ : ତୁରନ୍ତ ପଇଠ କର ୨୯ଲକ୍ଷ, ମାମଲାରେ ହସ୍ତକ୍ଷେପ କଲେ ଅର୍ଥମନ୍ତ୍ରୀ

ବିନିଶାଙ୍କ ଉପରେ ୨୯ ଲକ୍ଷର ଋଣ ବୋଝ । ପରିଶୋଧ କରିବାକୁ ଚାପ ପକାଉଛି କମ୍ପାନୀ ।

Nirmala Sitharaman
ରାସାୟନିକ ମୁକ୍ତ ଚାଷକୁ ପ୍ରୋତ୍ସାହନ, କୃଷକମାନଙ୍କ ଠାରୁ MSPଉପରେ ହେବ ରେକର୍ଡ କିଣାବିକା

ଏଥି ସହିତ କ୍ଷୁଦ୍ର ଶିଳ୍ପଗୁଡିକ (MSMEs) କୁ କ୍ରେଡିଟ୍ ଗ୍ୟାରେଣ୍ଟି ସ୍କିମ୍ ସାହାଯ୍ୟ ମିଳିବ । କ୍ଷୁଦ୍ର କୃଷକ ଏବଂ କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ପାଇଁ ନୂତନ ଉତ୍ପାଦ ଏବଂ ଦକ୍ଷ ଲଜିଷ୍ଟିକ୍ ସେବା ପ୍ରସ୍ତୁତ କରିବ ରେଳବାଇ । Udyam, e-shram, NCS ଏବଂ Aseemର ପୋର୍ଟାଲଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ ହେବ

Budget Expectations
ଆଜି ଆସିବ ବଜେଟ୍‌: ମଧ୍ୟବିତ୍ତଙ୍କୁ ମିଳିବ କି ଆଶ୍ୱସ୍ତି ? ନିର୍ମଳାଙ୍କ ବଜେଟ୍ ପେଡ଼ି ଉପରେ ସାରା ଦେଶର ନଜର

ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ। କାହାକୁ ସେ କ’ଣ ଦେବେ, ତା ଉପରେ ରହିଛି ସାରା ଦେଶର ନଜର।

File Photo of Finance Minister Nirmala Sitharaman
ଜାତୀୟ ମନିଟାଇଜେସନ୍ ପାଇପ ଲାଇନରେ ରହିଛି ଓଡ଼ିଶାର ଏହିସବୁ ପ୍ରକଳ୍ପ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଘୋଷିତ ଜାତୀୟ ମନିଟାଇଜେସନ୍ ପାଇପ ଲାଇନରେ ସ୍ଥାନ ପାଇଛି ଓଡ଼ିଶାର ବହୁ ପ୍ରକଳ୍ପ । କେଉଁ କେଉଁ ପ୍ରକଳ୍ପ ସ୍ଥାନ ପାଇଲା ଜାଣନ୍ତୁ।

Nirmana Sitharaman
ଘରୋଇ ସଂସ୍ଥାଙ୍କୁ ଦିଆଯିବ ଅବ୍ୟବହୃତ ସଂପତ୍ତି

ସମୟ ଅବଧି ଶେଷ ହେଲେ ଉକ୍ତ ସଂପତ୍ତି ପୁଣି ସରକାରଙ୍କ ଅଧିନକୁ ଫେରି ଆସିବ। ବିଶେଷକରି ବିମାନ ବନ୍ଦର, ରେଲେଓ୍ୱ ଓ କୋଇଲା ଉତ୍ତୋଳନ କ୍ଷେତ୍ର, ଯେଉଁଥିରେ କି ସରକାରଙ୍କ ପୁଞ୍ଜି ନିବେଶ ସତ୍ତ୍ୱେ ଏସବୁ ଅବ୍ୟବହୃତ କିମ୍ବା ଯଥାବିନିଯୋଗ ହୋଇପାରିନାହିଁ। 

Finance Minister Nirmala Sitharaman
ବ୍ୟାଙ୍କ ଡୁବିଲେ ୯୦ ଦିନ ମଧ୍ୟରେ ଗ୍ରାହକଙ୍କୁ ମିଳିବ ୫ ଲକ୍ଷର ବୀମା ରାଶି

ବ୍ୟାଙ୍କ ଡିପୋଜିଟର୍ସଙ୍କ ପାଇଁ ଖୁସି ଖବର। ବ୍ୟାଙ୍କ ବୁଡ଼ିଲେ ବା ଦେବାଳିଆ ହେଲେ ସୁରକ୍ଷିତ ରହିବେ ଗ୍ରାହକ। ୯୦ ଦିନ ମଧ୍ୟରେ ପାଇବେ ୫ ଲକ୍ଷର ବୀମା ରାଶି। 

tarini-1
ଭାରତ ଫେରିଲା INSV ତାରିଣୀ

ଗୋଆ : ବିଶ୍ୱ ପରିକ୍ରମା ପରେ ଭାରତ ଫେରିଛି ଆଇଏନଏସଭି ତାରିଣୀ। କେବଳ ମହିଳା ଅଧିକାରୀ ମାନଙ୍କୁ ନେଇ ଯାଇଥିବା ଏହି ଜାହାଜ ଆଠ ମାସରୁ ଅଧିକ ସାରା ବିଶ୍ୱରେ ପରିକ୍ରମା କରିଥିଲା। ଆଜି ଏହି ଟିମ୍ ଗୋଆର ପାଣାଜୀରେ ପହଞ୍ଚିବା ପରେ ସେମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ ଓ ନୌ ସେନା ମୁଖ୍ୟ ସୁନିଲ ଲାନବା ଉପସ୍ଥିତ ରହି ୬ଜଣିଆ ଟିମକୁ ସ୍ୱାଗତ କରିଥିଲେ। ଗତବର୍ଷ ସେପଟେମ୍ବର ୧୦ରେ ଲେଫନାଣ୍ଟ […]

Air force's largest-ever exercise
ବାୟୁସେନାର ସର୍ବବୃହତ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ: ଯୁଦ୍ଧ ସମୟରେ ଭାରତୀୟ ବାୟୁସେନାର ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ। ଏନେଇ ନିର୍ମଳା ଆସାମ ଓ ଅରୁଣାଚଳ ପ୍ରଦେଶ ଗସ୍ତ କରିଥିଲେ। ଆସାମର ଛାବୁଆ ଏୟାରବେସ୍‌ରେ ହୋଇଥିବା ଭାରତୀୟ ବାୟୁସେନାର ଏହି ସର୍ବବୃହତ ଅଭ୍ୟାସ ବେଳେ ତିନିଶହରୁ ଅଧିକ ଅଫିସରଙ୍କ ସହ ୧୫ହଜାରରୁ ଅଧିକ ବାୟୁସେନା କର୍ମଚାରୀ ଉପସ୍ଥିତ ଥିଲେ। ଏଥିସହ ନୌସେନା ଓ ସ୍ଥଳସେନାର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି ସମରାଭ୍ୟାସର ନାଁ ରଖାଯାଇଛି ଗଗନଶକ୍ତି। ଏଥିରେ […]

women ministers
କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଘରେ ଏକାଠି ହେଲେ ସବୁ ମହିଳା ମନ୍ତ୍ରୀ: ହେଲେ କାହିଁକି?

ଏଥିରୁ ୨ ଜଣ କ୍ୟାବିନେଟ୍ ଏବଂ ୯ ଜଣ ରାଷ୍ଟ୍ରମନ୍ତ୍ରୀ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ମହିଳା ମନ୍ତ୍ରୀଙ୍କ ମଧ୍ୟରେ ୭ ଜଣ ବିଜେପି ସାଂସଦ ରହିଛନ୍ତି। ମୋଦି ମନ୍ତ୍ରିମଣ୍ଡଳର ମହିଳା ମନ୍ତ୍ରୀଙ୍କ ବାବଦରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହେଉଛି ଯେ, ମୋଟ ୧୧ ଜଣ ମହିଳା ମନ୍ତ୍ରୀଙ୍କୁ ୯ଟି ରାଜ୍ୟ ଏବଂ ୯ଟି ସଂପ୍ରଦାୟରୁ ପ୍ରତିନିଧିତ୍ୱର ସୁଯୋଗ ଦିଆଯାଇଛି।