• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Niti Aayog

Mohan Majhi
ନୀତି ଆୟୋଗ ବୈଠକରେ କେନ୍ଦ୍ରୀୟ ସହଯୋଗ ଦାବି କଲେ ମୁଖ୍ୟମନ୍ତ୍ରୀ

ସେହିପରି ସେମିକଣ୍ଡକ୍ଟର ହବ୍ ଶିଳ୍ପ ପ୍ରତିଷ୍ଠା ପାଇଁ ଏଫଡିଆଇ ଯୋଗାଡ଼ କରିବାକୁ ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Mamata Banarjee
ନୀତି ଆୟୋଗ ବୈଠକ ଅଧାରୁ ଉଠି ଆସିଲେ ମମତା ବାନାର୍ଜୀ

ବୈଠକ ବାହାରକୁ ଆସି କେନ୍ଦ୍ର ବିରୋଧରେ ପ୍ରବଳ ବର୍ଷିଥିଲେ ମମତା ।

NITI AAyog
ଖୁବଶୀଘ୍ର ଦେଶରୁ ହଟିବ ଗରିବୀ...୫ପ୍ରତିଶତ ତଳକୁ ଖସିଲା ଦାରିଦ୍ର୍ୟ ହାର...ରିପୋର୍ଟରେ ଖୁଲାସା

ଗ୍ରାମାଞ୍ଚଳରେ ମୁଣ୍ଡପିଛା ହାରାହାରି ଖର୍ଚ୍ଚ ୩,୭୭୩ ଟଙ୍କା ହୋଇଥିବା ବେଳେ ସହରାଞ୍ଚଳରେ ୬,୪୫୯ ଟଙ୍କା ରହିଛି।

Niti Aayog
ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନବୀନ . . .

ନୂଆଦିଲ୍ଲୀରେ ଅନୁଷ୍ଠିତ ନୀତି ଆୟୋଗର ଗୁରୁତ୍ବପୂର୍ଣ୍ଣ ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା। ଦେଶର ଅନ୍ୟ ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ବୈଠକରେ ସାମିଲ ହୋଇ ନାହାନ୍ତି ।

Niti Aayog
ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନବୀନ

ବୈଠକରେ ଯୋଗଦେଇନଥିବା ୧୧ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ନବୀନ ପଟ୍ଟନାୟକ ନାଁ ଯୋଡ଼ି ହେବା ପରେ ତାକୁ ନେଇ ବଢ଼ିଛି ଚର୍ଚ୍ଚା।

health index
ଉନ୍ନତ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବାରେ କେରଳ ନମ୍ବର ୧ ! ଓଡ଼ିଶାର ସ୍ଥାନ କେଉଁଠି ଦେଖନ୍ତୁ . . .

ସ୍ୱାସ୍ଥ୍ୟ ସେବା ଯୋଗାଇବାରେ କେରଳ ସର୍ବାଗ୍ରେ । ଅନ୍ୟପଟେ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ପରି ରାଜ୍ୟଗୁଡିକ ଏହି ତାଲିକାରେ ତଳଆଡ଼େ ଅଛନ୍ତି ।

BJP Pressmeet
‘କେନ୍ଦ୍ରର ଟଙ୍କାକୁ ଗରିବଙ୍କ ପାଇଁ ଖର୍ଚ୍ଚ କରୁନି ବିଜେଡି, ନିତି ଆୟୋଗ ରିପୋର୍ଟ ଖୋଲିଦେଲା ପୋଲ’

୨୨ ବର୍ଷର ଶାସନ କାଳରେ ଏଭଳି ସ୍ଥିତି ହଟେଇ ପାରିଲେନି ବିଜେଡି ସରକାର । ଡିଏମ୍ଏଫ୍ ଫଣ୍ଡ ଆଦିବାସୀଙ୍କ କ୍ଷେତ୍ରରେ ଖର୍ଚ୍ଚ ହେଉ ନାହିଁ କହିଲେ ରବି ନାଏକ । ରାଜ୍ୟର ୩୩ଟି ନିର୍ବାଚନ ମଣ୍ଡଳୀ ସହ ଆଦିବାସୀ ଅଞ୍ଚଳରେ ଆନ୍ଦୋଳନ ନେଇ ଚେତାବନୀ ଦେଲେ ରବି ନାଏକ ।

covid19
ସେପ୍ଟେମ୍ବରରେ ଦୈନିକ ଆସିପାରେ ୪ ଲକ୍ଷ କରୋନା କେସ୍‌: ୨ ଲକ୍ଷ ICU ବେଡ଼୍‌ ରଖିବାକୁ ପରାମର୍ଶ

ଟେନ୍‌ସନ୍‌ ଦେଉଛି କରୋନା। ଗତ କିଛି ଦିନ ହେବ ଦେଶରେ ସଂକ୍ରମଣ ସ୍ଥିର ରହୁଛି ସତ କିନ୍ତୁ ସଂକ୍ରମଣକୁ ନେଇ ନୀତି ଆୟୋଗ ଯେଉଁ ତଥ୍ୟ ଦେଇଛି ତାହାକୁ ନେଇ ପୁଣି ଏବେ ଚିନ୍ତା ବଢିବାରେ ଲାଗିଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ଦିନରେ ଯେଉଁ ସଂକ୍ରମଣ ହେବ ଅର୍ଥାତ୍‌ ଯଦି କରୋନାରେ ୧୦୦ ଜଣ ଆକ୍ରାନ୍ତ ହୁଅନ୍ତି ତେବେ ସେମାନଙ୍କ ମଧ୍ୟରୁ ମାତ୍ର ୨୩ ଜଣ ମେଡ଼ିକାଲରେ ଭର୍ତ୍ତି ହେବେ