ଓଡ଼ିଶା ବ୍ୟତୀତ ଏହି ବୈଠକରେ ପଶ୍ଚିମବଂଗ, ବିହାର, ରାଜସ୍ଥାନ, ଦିଲ୍ଲୀ, କେରଳ, ତେଲେଙ୍ଗାନା ଓ ପଂଜାବର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗଦେଇ ନାହାନ୍ତି ।
ଟେଲିକମ୍, ରେଲୱେ ଓ ବ୍ୟାଙ୍କିଙ୍ଗ୍ କ୍ଷେତ୍ରରେ ଓଡ଼ିଶା ପ୍ରତି ସ୍ୱତନ୍ତ୍ର ଧ୍ୟାନ ଲାଗି ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଟେନ୍ସନ୍ ଦେଲାଣି ଓମିକ୍ରନ : ଏଣିତି ମୁହଁରୁ ମାସ୍କ ଖୋଲିଲେ ଭୋଗିବାକୁ ପଡ଼ିପାରେ ସାଙ୍ଘାତିକ୍ ସଂକ୍ରମଣ
ବାସ୍ତବ କ୍ଷେତ୍ରରେ ରାଜ୍ୟରୁ ଦାରିଦ୍ର୍ୟ କେତେ ହଟିଛି, ନୀତି ଆୟୋଗ ରିପୋର୍ଟରୁ ତାହା ଜଳ ଜଳ ଦେଖାଯାଉଛି। ନୀତି ଆୟୋଗର ବହୁମୁଖୀ ଦାରିଦ୍ର୍ୟ ରିପୋର୍ଟକୁ ନେଇ ଆରମ୍ଭ ହୋଇଛି ରାଜ୍ୟ ରାଜନୀତି। ରାଜ୍ୟର ଏ ଦୁଃସ୍ଥିତି ପାଇଁ ଶାସକ ବିଜେଡିକୁ ଟାର୍ଗେଟ କରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ।
ନିତି ଆୟୋଗଙ୍କ ଆକାଂକ୍ଷୀ ଜିଲ୍ଲା ତାଲିକାରେ ସଭା ଉପରେ ଅଛି ଗଜପତି ଜିଲ୍ଲା।