ଆଖ ପାଖ ଗାଁ କୁ ଆସିଛି ବିଜୁଳି କିନ୍ତୁ ଏହି ଗାଁକୁ ଆସି ପାରିଲାନି ବିଜୁଳି । ସଂଧ୍ୟା ହେଲେ ଡିବିରି, ଲଣ୍ଠନ ଖୋଜାପଡେ ଗାଁରେ । ଆଜିବି ଅନ୍ଧାରର କଷ୍ଟ ଭୋଗୁଛନ୍ତି ଗାଁ ଲୋକେ । ଓଲଟି କିଛି ପରିବାରକୁ ଏକ ବର୍ଷ ତଳେ ସୋଲାର ଲାଇଟ ଦିଆଯାଇଥିଲା ହେଲେ ୪/୫ମାସ ପରେ ସବୁ ଅଚଳ ହୋଇ ପଡିଛି ।
ବର୍ଷା ଦିନରେ ନଦୀରେ ପାଣି ବଢିଲେ, କାଠ ପୋଲ ପାଣିରେ ଭାସିଯିବା ସହ ବାଦପୁର ଓ କୋଦାଳବାଡ ଗାଁ ଲୋକେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଆନ୍ତି ।
ଦମଣ୍ଡା ଗାଁ ଲୋକେ ଏବେ ବି ମୌଳିକ ସୁବିଧାରୁ ବଞ୍ଚିତ । ନାନାଦି ସମସ୍ୟା ଭିତରେ କଷ୍ଟ ପାଉଥିବା ଦମଣ୍ଡା ଗ୍ରାମବାସୀ ଏବେ ନିଷ୍ପତି ନେଇଛନ୍ତି, ନିର୍ବାଚନ ପୂର୍ବରୁ ମୌଳିକ ସୁବିଧା ନ ମିଳିଲେ ଭୋଟ ବର୍ଜନ କରିବେ।
ୟେ ଚୌଦ୍ୱାର ଅଞ୍ଚଳରେ ଥିବା କେତକିଝର ଗାଁ। ଏଠି ଛୁଆରୁ ବୁଢ଼ା ସମସ୍ତେ ପାଲପାରି ବସିଛନ୍ତି। ହେଲେ କାହିଁକି ଜାଣିଛନ୍ତି?
କୋଇଡା ବ୍ଲକ ଶିକ୍ଷା ସ୍ୱାସ୍ଥ୍ୟ ତଥା ଗମନାଗମନ କ୍ଷେତ୍ରରେ ଅନେକ ପଛରେ । ଫଣ୍ଡ ଆସୁଛି, କିନ୍ତୁ ଖଣି ଅଞ୍ଚଳବାସୀଙ୍କ ଉନ୍ନତି ହେଉନି ।
ର୍ଭାଗ୍ୟର କଥା ଏବେ ବି କେତକିଝର ଗାଁକୁ ମୌଳିକ ସୁବିଧା ସବୁ ଅପହଞ୍ଚ ହୋଇ ରହିଛି । ନିର୍ବାଚନ ସରିବା ପରେ ଜନତାଙ୍କ କଥା ଭୁଲି ଯାଉଛନ୍ତି ନେତା ।
ବଞ୍ଚିବା ପାଇଁ ସଂଘର୍ଷ କରୁଛନ୍ତି ଏଠାକାର ବାସିନ୍ଦା । କିଛି ବର୍ଷ ପୂର୍ବରୁ ଛାତି ଥରା, ହୃଦୟରେ ଆଲୋଡନ ସୃଷ୍ଟି କରୁଥିବା ଅଞ୍ଚଳ ଥିଲା କଇଁଆସାହି ଓ ବାଲିସାହି । ମାଓବାଦୀଙ୍କ ଗୁଳିର ଶବ୍ଦରେ ଥର ହର ହେଉଥିଲା ରଞ୍ଜାଗଡ଼ର ଘଞ୍ଚ କିଟି କିଟି ଜଙ୍ଗଲ । କେତେ ଯେ ଘଟଣା ଓ ଅଘଟଣ ଦେଖିଛି ଏହି ଅଂଚଳ । ସରକାରଙ୍କ କଥାରେ ରାଜି ହୋଇ ମାଓ ସଂଗଠନ ଛାଡିଥିଲେ ଅନେକ ନିରୀହ ଆଦିବାସୀ