ବିଜେଡି ହାତରୁ ଖସିଲା ବ୍ରଜରାଜନଗର ପୌର ପରିଷଦ । ଅନାସ୍ଥା ଭୋଟିଂରେ ହାରିଲେ ବିଜେଡି ପୌରାଧ୍ୟକ୍ଷା ଯାଜ୍ଞସେନୀ ଓରାମ୍ ।
ଘଞ୍ଚ ଜଙ୍ଗଲ ଭିତରେ କୁକୁଡା ମାଂସ ଭୋଜିଭାତ ଜମିଛି । ଜଣେ ବ୍ୟକ୍ତି ସାଷ୍ଟାଙ୍ଗ ପ୍ରଣିପାତ ହେଉଛନ୍ତି । ଜଣ ଜଣ କରି ସମସ୍ତଙ୍କ ଗୋଡ଼ ଧରି ମୁଣ୍ଡିଆ ମାରୁଛନ୍ତି ।
ଭବାନୀପାଟଣା ପରେ ନିମାପଡ଼ା NAC ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା । ଯୁବ-ବରିଷ୍ଠଙ୍କୁ ଏକାଠି କଲାବେଳକୁ ଘାଇଲା କରୁଛି ଗୋଷ୍ଠୀ କନ୍ଦଳ ।
ଚର୍ଚ୍ଚାରେ କୋରାପୁଟ ଜିଲ୍ଲା ସୁନାବେଡ଼ା ପୌର ପରିଷଦ । ଅଧ୍ୟକ୍ଷ ନୁହେଁ ବରଂ ଉପାଧ୍ୟକ୍ଷାଙ୍କ ବିରୋଧରେ ଆସିଛି ଅନାସ୍ଥା ପ୍ରସ୍ତାବ ।
ସିଧାସଳଖ ନିର୍ବାଚିତ ପୌରାଧ୍ୟକ୍ଷଙ୍କୁ ମହଙ୍ଗା ପଡୁଛି ଅନାସ୍ଥା ପ୍ରସ୍ତାବ । ଫୁଲବାଣୀ ପରେ ସୂତା ଖିଅରେ ଝୁଲୁଛି ଜୁନାଗଡ଼ NAC ଅଧ୍ୟକ୍ଷଙ୍କ ପଦ ।
ଜୁନାଗଡ଼ NAC ଅଧ୍ୟକ୍ଷଙ୍କ ଆସନ ଟଳମଳ । ଅଗଷ୍ଟ ୧ରେ ଅନାସ୍ଥା ଭୋଟ୍...
ଭାରତମାତାଙ୍କୁ ନେଇ ଯାହା କୁହାଗଲା, ମର୍ମାହତ କରିଛିା ବିରୋଧୀଙ୍କ କଣ ହୋଇଛି? କ୍ଷମତାରୁ ଗଲେ କଣ ଏମିତି ହୁଅନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି ।
ବିତର୍କରେ ଭାଗ ନେଇ କେନ୍ଦ୍ର ସରକାର ବିଶେଷ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସିଧା ଟାର୍ଗେଟ କରିଥିଲେ ରାହୁଲ ଗାନ୍ଧି।
ମୋଦି କହିଲେ, ବିପକ୍ଷ ଦଳ ଫିଲ୍ଡିଂ ସଜାଇଲା, କିନ୍ତୁ ଛକା ଚୌକା ଏଇଠୁ ଲାଗିଲା । ଆପଣ ନୋ ବଲ୍ ନୋ ବଲ୍ ହେଉଥାନ୍ତୁ, କିନ୍ତୁ ଏଠୁ ସେଞ୍ଚୁରୀ ହେଇଚାଲିଛି ।
ମୋଦି ଭ୍ରଷ୍ଟାଚାର, ପରିବାରବାଦ ଓ ତୁଷ୍ଟୀକରଣକୁ ହଟାଇଛନ୍ତି । ସେଥିପାଇଁ ବିରୋଧୀ ଅସମ୍ଭାଳ ହେଉଛନ୍ତି ବୋଲି ନିଜ ଭାଷଣରେ କହିଛନ୍ତି ଶାହ ।
ଦିଲ୍ଲୀ ବିଲ୍ ରେ ମୋଦି ସରକାରଙ୍କୁ ବିଜେଡିର ସମର୍ଥନ । ଆଲୋଚନା ବେଳେ ଉପସ୍ଥିତ ରହିବାକୁ ସାଂସଦଙ୍କୁ ହ୍ୱିପ୍ ।
ପାକିସ୍ତାନ ଇତିହାସରେ କୌଣସି ପ୍ରଧାନମନ୍ତ୍ରୀ ନିଜର କାର୍ଯ୍ୟକାଳ ସଂପୂର୍ଣ୍ଣ କରିପାରି ନାହାନ୍ତି । ଯାହା ଜଣାପଡୁଛି ଏହି ପରମ୍ପରାକୁ ବଜାୟ ରଖିବ ପାକିସ୍ତାନ ପାର୍ଲାମେଣ୍ଟ ।
ନୂଆଦିଲ୍ଲୀ: ନରେନ୍ଦ୍ର ମୋଦି ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ନୋଟିସ ଉପରେ ଆଲୋଚନା ପୂର୍ବରୁ ମୁଲତବୀ ହୋଇଗଲା ଲୋକସଭା। ଆଜି ଗୃହ ଆରମ୍ଭ ହେବା ମାତ୍ରକେ ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବିରେ YSR କଂଗ୍ରେସ ଓ ଟିଡିପି ପକ୍ଷରୁ ହଟ୍ଟଗୋଳ ହୋଇଥିଲା। ସେହିପରି କାବେରୀ ଜଳ ବିବାଦ ପ୍ରସଙ୍ଗକୁ ନେଇ AIADMK ସଦସ୍ୟମାନେ ମଧ୍ୟ ଗୃହର ମଧ୍ୟଭାଗକୁ ଆସି ହୋ ହଲ୍ଲା କରିଥିଲେ। ଏହାକୁ ନେଇ ଗୃହକୁ ଦିନ ୧୨ଟା ପଯର୍ୟନ୍ତ ମୁଲତବୀ ରଖିଥିଲେ […]
ନୂଆଦିଲ୍ଲୀ: ଆଜି ପାର୍ଲାମେଣ୍ଟରେ ମୋଦି ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ YSR କଂଗ୍ରେସ। ଏହାପରେ TDP ଦେଇଥିବା ଅନାସ୍ଥା ନୋଟିସ୍ ଆସିବା ସମ୍ଭାବନା ରହିଛି। ଉଭୟ ଦଳ ସହ ତିକ୍ତତା ସତ୍ତ୍ୱେ ଅନାସ୍ଥା ନୋଟିସକୁ ସମର୍ଥନ କରିଛି କଂଗ୍ରେସ। ମମତା ବାନାର୍ଜୀଙ୍କ TMC ଓ ବାମମେଣ୍ଟ ସମେତ ଆଉ କିଛି ଦଳ ମଧ୍ୟ ନୋଟିସକୁ ସମର୍ଥନ ଘୋଷଣା କରିଛନ୍ତି। ଏପଟେ ମୋଦି ସରକାର ବିରୁଦ୍ଧରେ ଦିଆଯାଇଥିବା ଅନାସ୍ଥା ନୋଟିସକୁ ନେଇ ଦୋ ଛକିରେ ବିଜେଡି ଦଳ। […]