ପଡ଼ୋଶୀ ପାକିସ୍ତାନ ପ୍ରତି କଡ଼ା ଆଭିମୁଖ୍ୟ ଦେଖାଇଲା ଭାରତ। ପାକିସ୍ତାନରେ ପଢ଼ିଲେ ଭାରତରେ ଚାକିରି କିମ୍ବା ଉଚ୍ଚଶିକ୍ଷା ପାଇଁ ସୁଯୋଗ ମିଳିବନି ବୋଲି କୁହାଯାଇଛି।