ଭୋଟ୍ ମାଗିବାକୁ ଆସୁଥିବା ନେତାଙ୍କୁ ଗାଁରେ ପୁରାଇ ଦେବୁନି । ‘ରାସ୍ତା ଓ ପାଣି ସୁବିଧା ନହେବା ଯାଏଁ ଭୋଟ୍ ଦେବୁନି’ ଏମିତି ନାରା ଦେଇ ଏକାଠି ହୋଇଛନ୍ତି କୋରାପୁଟ ସଦରମହକୁମାଠୁ ୭ କିଲୋମିଟର ଦୂର କୋଲାବ ଜଳଭଣ୍ଡାର କୂଳରେ ରହୁଥିବା ଲଙ୍କାପୁଟ ପଞ୍ଚାୟତ ବାସିନ୍ଦା ।

ପଞ୍ଚାୟତ ନିର୍ବାଚନର ମଉକାବେଳେ ସରକାର ଓ ସରକାରୀ ଅବ୍ୟବସ୍ଥାର ତଣ୍ଟି ଧରିବାକୁ ଅଣ୍ଟା ଭିଡ଼ିଛନ୍ତି ଲୋକେ। ଶୁଣାଇଛନ୍ତି ଚରମ ନିଷ୍ପତ୍ତି।