ୱାୟାନାଡ ଜିଲ୍ଲାର ଭିଥିରି ନିକଟ ପୁକୋଡେଠାରେ ଏକ ପ୍ରାଣୀ ଚିକିତ୍ସା ମହାବିଦ୍ୟାଳୟ ରହିଛି । ଦୁଇ ସପ୍ତାହ ପୂର୍ବେ ସେଠାକାର ୧୩ ଜଣ ଛାତ୍ରଙ୍କ ନିକଟରେ ଏହି ବିରଳ ନୋରୋ ଭାଇରସ୍ ଦେଖାଯାଇଥିଲା ।