ବିଶ୍ୱର ବଡ଼ ବଡ଼ ଶକ୍ତିଶାଳୀ ଦେଶକୁ ପାଣି ପିଆଇ ଦେଉଥିବା ଏହି ନିଷ୍ଠୁର ଶାସକ ଆଖିରେ ଏବେ ଲୁହ। ଏହା ଆପଣଙ୍କୁ ଟିକେ ଆଶ୍ଚର୍ଯ୍ୟ ଲାଗୁଥାଇପାରେ। କିନ୍ତୁ ଏହା ସତ। ଏବେ କାନ୍ଦୁଛନ୍ତି ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜଙ୍ଗ୍-ଉନ୍।
ଉତ୍ତର କୋରିଆର ଶାସକ କିମ୍ ଜଙ୍ଗ ଉନ୍ ତାଙ୍କ ଝିଅ ସହ ନଜର ଆସିଥିଲେ । ଏକ କାର୍ଯ୍ୟକ୍ରମରେ ପତ୍ନୀ ଓ ଝିଅଙ୍କ ସହ ଯୋଗଦେଇଥିଲେ କିମ୍ ଜଙ୍ଗ ଉନ୍ । ସେହି ସମୟରେ ଉତ୍ତର କୋରିଆର ସେନା ଅଧିକାରୀ ତାଙ୍କୁ ସ୍ୱାଗତ ଜଣାଇଥିଲେ ।
କିଛି ଦିନ ତଳେ ନିଜର ସ୍ୱାସ୍ଥ୍ୟକୁ ନେଇ ବେଶ ଚର୍ଚ୍ଚାରେ ଥିଲେ ଉତ୍ତର କୋରିଆ ସୁପ୍ରିମୋ କିମ୍ ଜୋଙ୍ଗ ଉନ (Kim Jong Un)। ହେଲେ କିମ୍ ଜୋଙ୍ଗଙ୍କର କ’ଣ ହୋଇଥିଲା ସେ ବିଷୟରେ କିଛି ତଥ୍ୟ ମିଳି ନ ଥିଲା। ହେଲେ ଏବେ ବଦଳି ଯାଇଛି ତାଙ୍କର ସ୍ୱାସ୍ଥ୍ୟ । ଦେଖାନ୍ତୁ କେମିତି ଦିଶୁଛନ୍ତି କିମ୍ ଜୋଙ୍ଗ।