• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Nursing Staff Protest

Nursing Staff Protest
୪ ଦିନ ପରେ ଆନ୍ଦୋଳନ ପ୍ରତ୍ୟାହାର କଲେ ନର୍ସିଂ ଅଫିସର

୪ ଦିନ ପରେ ଆନ୍ଦୋଳନ ପ୍ରତ୍ୟାହାର କଲେ ନର୍ସିଂ ଅଫିସର । ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହୃତ ।

Nursing Staff Protest
ନର୍ସିଂ ସଂଘର ଅହୋରାତ୍ର ଆନ୍ଦୋଳନ

ହସପିଟାଲ ବାହାରେ ଧାରଣାରେ ନର୍ସ, ଭିତରେ ଯନ୍ତ୍ରଣାରେ ଛଟପଟ ରୋଗୀ। ନର୍ସଙ୍କ ଆନ୍ଦୋଳନ ଯୋଗୁଁ କେଉଁଠି ଅପରେସନ୍ ହୋଇପାରୁନି ତ ଆଉ କେଉଁଠି ରୋଗୀଙ୍କୁ ଇଞ୍ଜେକସନ୍ ଓ ସାଲାଇନ୍ ଦିଆଯାଇପାରୁନି।

Nursing Staff Protest
ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ ! ଆଲୋଚନା ସଫଳ ହୋଇଥିବା କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ନର୍ସିଂ ସଂଘ ସଭାପତି ମଧ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା ଫଳପ୍ରଦ ହୋଇଛି ବୋଲି କହିଛନ୍ତି । ଦାବି ପୂରଣ ପାଇଁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।

Nursing Staff Protest
ଧାରଣାରେ ନର୍ସ, ଯନ୍ତ୍ରଣାରେ ଛଟପଟ ରୋଗୀ

ହସପିଟାଲ ବାହାରେ ଧାରଣାରେ ନର୍ସ, ଭିତରେ ଯନ୍ତ୍ରଣାରେ ଛଟପଟ ରୋଗୀ। ନର୍ସଙ୍କ ଆନ୍ଦୋଳନ ଯୋଗୁଁ କେଉଁଠି ଅପରେସନ୍ ହୋଇପାରୁନି ତ ଆଉ କେଉଁଠି ରୋଗୀଙ୍କୁ ଇଞ୍ଜେକସନ୍ ଓ ସାଲାଇନ୍ ଦିଆଯାଇପାରୁନି।