• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Oas Exam

OAS exam
କାହା ବାପା ପାଲା ଗାୟକ ତ ଆଉ କାହା ବାପା ତେଜରାତୀ ଦୋକାନୀ...ପୁଅ ଏବେ OAS

ସଂଘର୍ଷ କଲେ ସଫଳତା ନିଶ୍ଚୟ ମିଳିବ । କାହା ବାପା ପାଲାଗାୟକ ତ ଆଉ କାହାର ତେଜରାତୀ ଦୋକାନୀ...କଠିନ ପରିଶ୍ରମର ଫଳ ପାଇଛି ପୁଅ । ଏବେ ହାକିମ ହେବ।

 OAS exam
'ବାପାଙ୍କ କଥା ମାନି OAS ପାଇଲି'

ବାପାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ପାଠ ପଢୁଥିଲେ । ଗତ ବର୍ଷ ବାପାଙ୍କ ଦେହାନ୍ତ ହୋଇଥିଲା । ପ୍ରତିକୂଳ ପରିସ୍ଥିତିରେ ପାଠ ପଢି ବାପାଙ୍କ ଅବର୍ତ୍ତମାନରେ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ଶ୍ୱେତଲିନା ସାହୁ । ତାଙ୍କ ପାଇଁ ନିଆଳି ଅଞ୍ଚଳରେ ଖେଳିଯାଇଛି ଖୁସିର ଲହରୀ ।

Odisha Civil Service
ବିଳମ୍ବ ହୋଇପାରେ OAS ମେନ୍ ରେଜଲ୍ଟ‌; ଖାତା ମୂଲ୍ୟାୟନ ପାଇଁ ପ୍ରାଧ୍ୟାପକ ମରୁଡ଼ି

OPSC ଖାତା ମୂଲ୍ୟାୟନ ପାଇଁ ପ୍ରାଧ୍ୟାପକ ମରୁଡି । ବାରମ୍ବାର ନିବେଦନ ପରେ ବି ବିଶ୍ୱବିଦ୍ୟାଳୟରୁ ରିଲିଭ ହେଉ ନାହାନ୍ତି ପ୍ରାଧ୍ୟାପକ । ବିଳମ୍ବ ହେବ କି oas main ପରୀକ୍ଷା ଫଳ ପ୍ରକାଶନ ?

OAS Exam Pattern
ଓଡ଼ିଆରେ OAS ପରୀକ୍ଷା ହୋଇ ବି ଦ୍ୱନ୍ଦ୍ୱରେ ପରୀକ୍ଷାର୍ଥୀ

ଏଣିକି ଓଡ଼ିଆ ଭାଷାରେ ଦେଇ ହେବ ଓଏଏସ ପରୀକ୍ଷା ପ୍ରିଲିମ୍, ମେନ୍ ଓ ଇଣ୍ଟଭର୍ୟୁ । ସବୁ କିଛି ଏବେ ଓଡ଼ିଆରେ ହେବ । ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ପ୍ରସ୍ତୁତ ହେବ ପ୍ରଶ୍ନପତ୍ର । ଗଲା କ୍ୟାବିନେଟ୍‌ରେ ରାଜ୍ୟ ସରକାରଙ୍କ ଏ ନିଷ୍ପତ୍ତିକୁ ନେଇ ପରୀକ୍ଷାର୍ଥୀ ଉତ୍ସାହିତ ତ ଅଛନ୍ତି, ହେଲେ ଦ୍ୱନ୍ଦ୍ୱ ବି କମ୍ ନାହିଁ ।

OAS Topper, Tejaswini Behera
OAS Result: ତେଜସ୍ୱିନୀ ଥରକେ ଟପ୍ପର, ଶୁଭଙ୍କରୀ ଦ୍ୱିତୀୟ ଥରରେ ରାଙ୍କ ୨

ଲିଷ୍ଟରେ ନାଁ ରହିବ ବୋଲି ସେ ନିଶ୍ଚିତ ଥିଲେ । ଆର୍ଥାତ୍‌ OAS ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ବୋଲି ତାଙ୍କର ପ୍ରଗାଢ଼ ବିଶ୍ୱାସ ଥିଲା ।

oas exam
ଓଡ଼ିଆରେ ଦେଇ ହେବ ଓଏଏସ ପରୀକ୍ଷା

ଇଂରାଜୀ କିମ୍ବା ଓଡ଼ିଆ ଭାଷାରେ ପରୀକ୍ଷା ଦେଇପାରିବେ ପରୀକ୍ଷାର୍ଥୀ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ OPSCକୁ ଚିଠି