ସୁଚିସ୍ମିତା ପାଣିଗ୍ରାହୀ ଦ୍ୱିତୀୟ, ପ୍ରଣବ ରଂଜନ ସାହୁ ତୃତୀୟ । ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ପୁଅ ଏବଂ ୫ ଝିଅ ଅଛନ୍ତି ।
ଜଗତସିଂହପୁରର ସ୍ୱର୍ଗତ ମନୋଜ ମହାନ୍ତିଙ୍କ ଝିଅ ସ୍ୱହା ମହାନ୍ତି । ସାରା ଓଡିଶାରେ ୩୪ ନମ୍ବର ରାଙ୍କ ରଖି ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ।
ଏହି ସବୁ କାହାଣୀ ଜାଣିବା ପରେ ନିସ୍କର୍ଷ ହେଲା, ମନରେ ଦୃଢ଼ ଇଚ୍ଛାଶକ୍ତି ଥିଲେ ଉପାୟ ଆପେ ଆପେ ଆସେ । ଯାହାକୁ ଏମାନେ ଶତପ୍ରତିଶତ ପ୍ରମାଣ କରି ଦେଖାଇଛନ୍ତି ।
୨୬୨ ରାଙ୍କ ରଖି ସଫଳତା ପାଇଥିବା ବାଣପୁରର ଅଲାଇଡିହ ଗ୍ରାମର ପ୍ରସନ୍ନ କୁମାର ପଣ୍ଡା । ପରୀକ୍ଷାରେ ସଫଳତା ପରେ ଏବେ ତାଙ୍କ ପାଖକୁ ଛୁଟିଛି ଶୁଭେଚ୍ଛାର ସୁଅ ।
୨୪ ବର୍ଷିଆ ତେଜସ୍ୱିନୀ ବେହେରା ଓସିଏସ୍ ଟପ୍ପର । ପ୍ରଥମ ତିନିଟି ସ୍ଥାନରେ ତିନି ମହିଳା ।
ଲିଷ୍ଟରେ ନାଁ ରହିବ ବୋଲି ସେ ନିଶ୍ଚିତ ଥିଲେ । ଆର୍ଥାତ୍ OAS ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ବୋଲି ତାଙ୍କର ପ୍ରଗାଢ଼ ବିଶ୍ୱାସ ଥିଲା ।
OAS ଉତ୍ତୀର୍ଣ୍ଣ ହେଲେ ମୋଟ ୩୯୨ ପରୀକ୍ଷାର୍ଥୀ । ୩୯୨ ଜଣଙ୍କ ମଧ୍ୟରୁ ୧୪୮ ଜଣ ଛାତ୍ରୀ ।
ହାତରେ ରେଞ୍ଚି ଖଣ୍ଡେ ଧରି ପାଟର୍ସକୁ ପାର୍ଟସ ଯୋଡ଼ି ଅବିଳମ୍ବେ ଚଳନ୍ତା ସାଇକେଲଟିଏ ଛିଡ଼ା କରି ଦେଉଥିବା ଲକ୍ଷ୍ମଣ ଆଜି ଯେ ତାଙ୍କ ସ୍ୱପ୍ନର ମଣିଷକୁ ସଠିକ୍ ବାଟରେ ଛିଡ଼ା କରି ପାରିଛନ୍ତି । ସେଥିରେ ଖୁସି ନହେବେ ବା କେମିତି ।
ପ୍ରକାଶ ପାଇଲା ଓଡିଶା ପ୍ରଶାସନିକ ସେବା(OAS) ପରୀକ୍ଷାର ଫଳାଫଳ । ଏଥର ବିଭିନ୍ନ ବର୍ଗର ୧୫୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଅଶ୍ୱିନୀ କୁମାର ପଣ୍ଡା ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଅଙ୍କୁର ଅଭିଳାଷ ଓ ତୃତୀୟରେ ରଶ୍ମୀରେଖା ପାତ୍ର ରହିଛନ୍ତି। ଖାଲି ପଡ଼ିଥିବା ପଦବୀ ପୂରଣ ନିମନ୍ତେ ମୋଟ ୧୫୩ଜଣଙ୍କ ପ୍ରାର୍ଥୀଙ୍କ ନାଁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ସୁପାରିଶ କରିଥିବାବେଳେ ଏଥିରେ ୫୬ଜଣ ମହିଳା ପ୍ରାର୍ଥୀ ରହିଛନ୍ତି। ଖୁସିର କଥା ଏହା ଯେ ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି ।