ପଛୁଆ ବର୍ଗ ସର୍ଭେ ପାଇଁ ନିର୍ଦ୍ଦିଷ୍ଟ ଫର୍ମ ଭରିବାକୁ ପଡ଼ିବ। ସର୍ଭେ ସେଣ୍ଟରକୁ ଯାଇ କିମ୍ବା ଅନଲାଇନ୍ ଜରିଆରେ ଫର୍ମ ପୂରଣ କରି ହେବ।
୨୪ ବୈତରଣୀ ପାଇଁ ବିଜେଡିର ନୂଆ ଷ୍ଟ୍ରାଟେଜି : ମନ୍ଦିର, ମସଜିଦ୍ ପରେ ଏବେ ଓବିସିଙ୍କ ଉପରେ ଫୋକସ୍
ଶିକ୍ଷା କ୍ଷେତ୍ରରେ ଅଧିକ ମାତ୍ରାରେ କାହିଁକି ଲାଗୁ ହେଉନି ସଂରକ୍ଷଣ ? ପ୍ରଶ୍ନ ଉଠାଇ ରାଜ୍ୟ ସରକାରଙ୍କୁ ଘେରିଲେ ବିରୋଧୀ ।
ଜୁଲାଇ ୧୨ ତାରିଖ ସୁଦ୍ଧା ସର୍ଭେର ସମସ୍ତ ପ୍ରକ୍ରିୟା ଶେଷ କରିବାକୁ ନିଷ୍ପତ୍ତି ନେଇଛନ୍ତି ଓବିସି କମିଶନ୍ ।
ଘୋଷଣାର ଦୀର୍ଘଦିନ ପରେ ଓବିସି ସର୍ଭେକୁ ଗ୍ରୀନ୍ ସିଗ୍ନାଲ । ପଛୁଆ ବର୍ଗର ଭୋଟ୍ ନେବାକୁ କସରତ ଆରମ୍ଭ ।
ପଞ୍ଚାୟତ ନିର୍ବାଚନାରେ ପଛୁଆ ବର୍ଗଙ୍କୁ କେଉଁ ଦଳ ଦେଇଛି କେତେ ଟିକଟ ? ଏହାକୁ ନେଇ ପୁଣି ତେଜିଛି ପଛୁଆ ବର୍ଗ ସଂରକ୍ଷଣ ପଲିଟିକ୍ସ । ବିଜେଡି କହୁଛି ୪୦ ପ୍ରତିଶତ ଆସନରେ ପଛୁଆବର୍ଗ ପ୍ରାର୍ଥୀଙ୍କୁ ଟିକଟ ଦେବାକୁ ଚିଠା ପ୍ରସ୍ତାବ ପାରିତ ହୋଇଥିଲେ ମଧ୍ୟ ଦେଇଛୁ ୪୮ପ୍ରତିଶତ ।
ଏଥରର ପଞ୍ଚାୟତ ନିର୍ବାଚନରେ ସଭା, ସମାବେଶ, ରାଲି, ରୋଡ୍ ସୋ ଉପରେ ଲାଗିଛି କଟକଣା । ତା ବଦଳରେ ଦେଖିବାକୁ ମିଳୁଛି ଡିିଜିଟାଲ କ୍ୟାମ୍ପେନିଂ ।
୫୮ ପ୍ରତିଶତ ଆସନରେ ପଛୁଆ ବର୍ଗଙ୍କୁ ଠିଆ କରାଇଥିବା କହିଛି କଂଗ୍ରେସ । ତେବେ ସଂରକ୍ଷଣ ନିୟମ ଅନୁସାରେ ଅନୂସଚିତ ଜନଜାତି ପାଇଁ ୨୨.୮୫ ପ୍ରତିଶତ ଏବଂ ଅନୁସୂଚିତଜାତି ପାଇଁ ୧୭.୧୩ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିଛି ।
NEET କାଉନସେଲିଂ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ। NEET-PG ଓ UG ନାମଲେଖା ନେଇ ସୁପ୍ରିମକୋର୍ଟ ନିଜର ନିଷ୍ପତ୍ତି ଶୁଣାଇଛନ୍ତି। ପୂର୍ବରୁ ଥିବା ଆର୍ଥିକ ଅନଗ୍ରସର ବର୍ଗ ଓ ପଛୁଆବର୍ଗ ସଂରକ୍ଷଣ ଚାଲୁ ରହିବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି।
ରାଜ୍ୟରେ ୫୪ ପ୍ରତିଶତ ପଛୁଆବର୍ଗ ଲୋକ ଥିଲେ ବି ସରକାର ସେମାନଙ୍କୁ ନିଜ ପରିବାର ବୋଲି ଭାବୁନାହଁନ୍ତି । ରାଜ୍ୟପାଳଙ୍କ ନିକଟରେ ଏଭଳି ସାଂଘାତିକ ଅଭିଯୋଗ କରିଛି ବିଜେପି ।
ଆସନ୍ତା ୨୭ ତାରିଖରେ ସଂରକ୍ଷଣର ସାନି ତାଲିକା ପ୍ରକାଶ ପାଇବ । ଏନେଇ ଜିଲ୍ଲାପାଳମାନଙ୍କୁ ଅବଗତ କରିଛି ପଂଚାୟତିରାଜ ବିଭାଗ । ଜିଲ୍ଲା ପ୍ରଶାସନ ବି ସେ ଦିଗରେ ପ୍ରସ୍ତୁତି ଆରମ୍ଭ କରିଛନ୍ତି ।
ଓଡ଼ିଶାରେ ପଛୁଆ ବର୍ଗ ଅବହେଳିତ । ମଣ୍ଡଳ କମିଶନ ସୁପାରିସ ଅନୁସାରେ ଦିଆଯାଉନି ସଂରକ୍ଷଣ । ମଣ୍ଡଳ କମିଶନ ସୁପାରିସ ଅନୁସାରେ ସଂରକ୍ଷଣ ଦେବାକୁ ଦାବି । ବିଜେପି ଓଡ଼ିଶା ଓବିସି ମୋର୍ଚ୍ଚାର ଦାବି ।
ଓବିସିଙ୍କ ପ୍ରତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅବିଚାର କରିଛନ୍ତି କହି ସମାଲୋଚନା କରିଛନ୍ତି କଂଗ୍ରେସ ଓପିସିସି ମିଡିଆ ସେଲ୍ ଅଧକ୍ଷ ଗଣେଶ୍ୱର ବେହେରା ।
ଓବିସିଙ୍କୁ ନେଇ ବଡ଼ କାର୍ଡ଼ ଖେଳିଲା ବିଜୁ ଜନତା ଦଳ ବିଜେଡ଼ି। ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀ ବିଜେଡ଼ି ଦେବ ବୋଲି ଘୋଷଣା ହୋଇଛି। ଏନେଇ ପ୍ରେସମିଟ୍ କରି ବିଧିବଦ୍ଧ ଭାବରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏବଂ ଅରୁଣ ସାହୁ। ଉଭୟ ମନ୍ତ୍ରୀ କହିଛନ୍ତି କି ସଂରକ୍ଷଣ ନେଇ ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ।
ସ୍ୱାଧୀନତାର ୭୫ ବର୍ଷ ପରେ ସମ୍ବିଧାନ ସଂଶୋଧନ କରି ପଛୁଆ ବର୍ଗଙ୍କୁ ସାମ୍ବିଧାନିକ ମାନ୍ୟତା ଦେବାକୁ ଯାଉଛନ୍ତି କେନ୍ଦ୍ର ସରକାର । ଯାହାଦ୍ୱାରା ରାଜ୍ୟମାନଙ୍କୁ ନିଜସ୍ୱ ଓବିସି ତାଲିକା ପ୍ରସ୍ତୁତ କରିବାର ମିଳିଛି ଅଧିକାର ।