ରାଜ୍ୟ ରାଜନୀତିରେ ଦବ୍ଦବା ଜାହିର କରିଥିବା ବବି ଦାସଙ୍କ ଏବେ OCA(Odisha Cricket Association) ଉପରେ ଆଖି। OCA ଉପରେ ସିଧାସଳଖ କବ୍ଜା ପାଇଁ ବିଜେଡି ପକ୍ଷରୁ ପଦକ୍ଷେପ ନିଆଯାଇଥିବା କୁହାଯାଉଛି।
ଓସିଏର ସଭାପତି, ସଂପାଦକ ସହ ମୋଟ ୫ଟି ପଦବୀ ପାଇଁ ଏହି ନିର୍ବାଚନ କରାଯିବ।
ସମାଜସେବାରେ ଡାକ୍ତର ନାରାୟଣୀ ପଣ୍ଡା । କ୍ରୀଡ଼ାରେ ପାରା ଆଥ୍ଲେଟ୍ ଜୟନ୍ତୀ ବେହେରା ଏବଂ ସ୍ୱାସ୍ଥ୍ୟସେବାରେ ଡାକ୍ତର ପ୍ରଶାନ୍ତ କୁମାର ସାହୁ ।
କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍। ଜୁନ୍ ୧୨ ତାରିଖରେ ଏହି ମ୍ୟାଚ୍ ଅନୁଷ୍ଠିତ ହେବ।
ଆଉଟ୍ଡୋର ସହ ଇନଡୋର ଗେମ୍ସକୁ ବି ମିଳିଛି ଅନୁମତି। ଏହାପରେ ଆରମ୍ଭ ହୋଇଯାଇଛି ଅଭ୍ୟାସ। ବ୍ୟାଡମିଣ୍ଟନ, କରାଟେ, ଜୁଡୋ, ତାଇକୋଣ୍ଡ ଏବଂ ସନ୍ତରଣ ବର୍ଗରେ ଖେଳାଳି ପ୍ରାକ୍ସିସକୁ ଫେରିଛନ୍ତି