୪ ବର୍ଷ ହେଲା ଇ-ଡେସପାଚ୍ ଅଚଳ। ଅନ୍ଲାଇନ୍ରେ ପଠାଯାଉନି ବିଭାଗୀୟ ଚିଠି। ଏବେବି ଚାଲିଛି ହାତରେ ଫାଇଲ ଦେବା ନେବା କାମ। ଏଥିରୁ ମୁକ୍ତି ପାଇନି ଆଇଟି ବିଭାଗ।
OCAC ସିଇଓ ମନୋଜ କୁମାର ପଟ୍ଟନାୟକଙ୍କ ହ୍ୱାଟ୍ସଆପ୍ ହ୍ୟାକ୍ କରି ଟଙ୍କା ଲୁଟିବା ଘଟଣା଼ ପଛରେ ନାଇଜେରିଆ ଗ୍ୟାଙ୍ଗର ସମ୍ପୃକ୍ତି ନେଇ ସ୍ପଷ୍ଟ ହୋଇଥିଲା। ସାଇବର ଠକେଇର ମୁଖ୍ୟ ଅଭିଯୁକ୍ତ ଅକ୍ୟୁଦୁରୀ ପାସ୍କେଲ୍କୁ ଦିଲ୍ଲୀ ପୋଲିସ୍ ଗତ ମାସରେ ବେଙ୍ଗାଲୁରୁରୁ ଗିରଫ କରିଥିଲା। ଏହି ଘଟଣାରେ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତ କ୍ରାଇମ୍ବ୍ରାଞ୍ଚ୍ ADG ସଞ୍ଜୀବ ପଣ୍ଡାଙ୍କ ଠାରୁ ମଧ୍ୟ ଠକେଇ ଉଦ୍ୟମ କରିଥିବା ସୂଚନା ମିଳିଛି
କ୍ରାଇମ୍ବ୍ରାଞ୍ଚ୍ ADG ସଞ୍ଜୀବ ପଣ୍ଡାଙ୍କ ଠାରୁ ମଧ୍ୟ ଠକେଇ ଉଦ୍ୟମ ହୋଇଥିବା ସୂଚନା ମିଳିଛି। ଦୁଇଟି ବ୍ୟାଙ୍କ୍ ଆକାଉଣ୍ଟରେ ଟଙ୍କା ପଠାଇବାକୁ ଅଭିଯୁକ୍ତ ଜଣକ ମେସେଜ ପଠାଇଥିଲା।
OCAC ସିଇଓଙ୍କ ହ୍ୱାଟ୍ସଆପ୍ ହ୍ୟାକ୍ କରି ଟଙ୍କା ଲୁଟିବା ଘଟଣା଼ ପଛରେ ନାଇଜେରିଆ ଗ୍ୟାଙ୍ଗର ସମ୍ପୃକ୍ତି ନେଇ ସ୍ପଷ୍ଟ ହୋଇଥିଲା। ତେବେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଦିଲ୍ଲୀ ପୋଲିସ୍ ବେଙ୍ଗାଲୁରୁରୁ ଗିରଫ କରିଛି।
ହ୍ୟାକର ଏକାଧିକ ଆକାଉଣ୍ଟରେ ଟଙ୍କା ରଖୁଛନ୍ତି ଓ କାଢୁଛନ୍ତି । ଯେଉଁ ଆକାଉଣ୍ଟରୁ ଟଙ୍କା କାଢୁଛନ୍ତି ,ତାହା ଭାରତ ଭିତର ଆକାଉଣ୍ଟ ବୋଲି ଜଣାପଡ଼ିଛି ।
OCAC ବିରୋଧରେ ଦୁର୍ନୀତିର ଅଭିଯୋଗ ଆଣିଲା ବିଜେପି। ବିଭିନ୍ନ ଥାନାରେ ଲାଗିବା ପାଇଁ ସିସିଟିଭି ସେଟ୍ଅପ୍ କିଣିବାରେ ବଡ଼ ଧରଣର ଦୁର୍ନୀତି ହୋଇଛି ବୋଲି ବିଜେପି ଅଭିଯୋଗ କରିଛି।