OCAC ସିଇଓ ମନୋଜ କୁମାର ପଟ୍ଟନାୟକଙ୍କ ହ୍ୱାଟ୍ସଆପ୍ ହ୍ୟାକ୍ କରି ଟଙ୍କା ଲୁଟିବା ଘଟଣା଼ ପଛରେ ନାଇଜେରିଆ ଗ୍ୟାଙ୍ଗର ସମ୍ପୃକ୍ତି ନେଇ ସ୍ପଷ୍ଟ ହୋଇଥିଲା। ସାଇବର ଠକେଇର ମୁଖ୍ୟ ଅଭିଯୁକ୍ତ ଅକ୍ୟୁଦୁରୀ ପାସ୍କେଲ୍କୁ ଦିଲ୍ଲୀ ପୋଲିସ୍ ଗତ ମାସରେ ବେଙ୍ଗାଲୁରୁରୁ ଗିରଫ କରିଥିଲା। ଏହି ଘଟଣାରେ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତ କ୍ରାଇମ୍ବ୍ରାଞ୍ଚ୍ ADG ସଞ୍ଜୀବ ପଣ୍ଡାଙ୍କ ଠାରୁ ମଧ୍ୟ ଠକେଇ ଉଦ୍ୟମ କରିଥିବା ସୂଚନା ମିଳିଛି
କ୍ରାଇମ୍ବ୍ରାଞ୍ଚ୍ ADG ସଞ୍ଜୀବ ପଣ୍ଡାଙ୍କ ଠାରୁ ମଧ୍ୟ ଠକେଇ ଉଦ୍ୟମ ହୋଇଥିବା ସୂଚନା ମିଳିଛି। ଦୁଇଟି ବ୍ୟାଙ୍କ୍ ଆକାଉଣ୍ଟରେ ଟଙ୍କା ପଠାଇବାକୁ ଅଭିଯୁକ୍ତ ଜଣକ ମେସେଜ ପଠାଇଥିଲା।
OCAC ସିଇଓଙ୍କ ହ୍ୱାଟ୍ସଆପ୍ ହ୍ୟାକ୍ କରି ଟଙ୍କା ଲୁଟିବା ଘଟଣା଼ ପଛରେ ନାଇଜେରିଆ ଗ୍ୟାଙ୍ଗର ସମ୍ପୃକ୍ତି ନେଇ ସ୍ପଷ୍ଟ ହୋଇଥିଲା। ତେବେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଦିଲ୍ଲୀ ପୋଲିସ୍ ବେଙ୍ଗାଲୁରୁରୁ ଗିରଫ କରିଛି।
OCAC ସିଇଓଙ୍କ ହ୍ୱାଟ୍ସଆପ୍ ହ୍ୟାକ୍ କରି ଟଙ୍କା ଲୁଟିବା ଘଟଣା଼ ପଛରେ ନାଇଜେରିଆ ଗ୍ୟାଙ୍ଗର ସମ୍ପୃକ୍ତି ସ୍ପଷ୍ଟ ହୋଇଛି। ଗ୍ୟାଙ୍ଗର ସଦସ୍ୟ ବେଙ୍ଗାଲୁରୁରେ ରହି ଏହି ଅପରାଧ ଘଟାଇଛନ୍ତି।
ଓକାକ୍ ସିଇଓ ତଥା ରାଜ୍ୟ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କ ହ୍ୱାଟସ୍ଆପ୍ ହ୍ୟାକ୍ ସମସ୍ତଙ୍କୁ ଚକିତ କରିଦେଇଛି.. ସେ କହିଛନ୍ତି ସେ କୌଣସି ଲିଙ୍କ୍ କ୍ଲିକ୍ କରି ନଥିଲେ.. ତଥାପି ତାଙ୍କ ହ୍ୱାଟସ୍ ଆପ୍ ନମ୍ବର ହ୍ୟାକ୍ କରି ୭ ଲକ୍ଷର ଚୂନ ଲଗେଇଦେଇଛନ୍ତି ସାଇବର ଲୁଟେରା..
ଯଦି ଜଣେ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ଅତିରିକ୍ତ ସଚିବଙ୍କ ହ୍ୱାଟ୍ସଆପ୍ ନମ୍ବର ହ୍ୟାକ୍ ହୋଇପାରିଛୁ, ତା’ହେଲେ ଜଣେ ସାଧାରଣ ଲୋଙ୍କ ନମ୍ବର କିଭଳି ଭାବରେ ସୁରକ୍ଷିତ ରହିପାରିବ। ଏନେଇ ଏବେ ସାଇବର ସିକ୍ୟୁରିଟିକୁ ନେଇ ଅନେକ ପ୍ରଶ୍ନ ଉଠିଛି।