ଟିମ୍ ଇଣ୍ଡିଆର ପ୍ରସ୍ତୁତି ନେଇ ବ୍ୟାଟିଂ କୋଚ୍ ସୀତାଂଶୁ କୋଟାକଙ୍କ ପ୍ରେସମିଟ୍ । ବିରାଟଙ୍କୁ ନେଇ ବଡ଼ ସୂଚନା ଦେଲେ ବ୍ୟାଟିଂ କୋଚ୍ ସୀତାଂଶୁ କୋଟାକ । କହିଲେ ବିରାଟ କୋହଲି ସଂପୂର୍ଣ୍ଣ ସୁସ୍ଥ ଅଛନ୍ତି ।
ଟିକେଟ ପାଇଁ ଦଳଚକଟା ଭଳି ପରିସ୍ଥିତି ଉପୁଜିଥିବା ବେଳେ, ମହିଳାଙ୍କ ଲାଇନରେ ବସ୍ତି ଲୋକ ଠିଆ ହୋଇ ଟିକେଟ ନେବା ଅନେକ ପ୍ରଶ୍ନ ଠିଆ କରିଛି ଯେ ଟିକେଟ ସ୍କାମ ହୋଇନି ତ ?
ସୁପର୍ ସଣ୍ଡେରେ ଇଣ୍ଡିଆ-ଇଂଲଣ୍ଡ ସୁପର ଟକ୍କରକୁ ଆଉ ମାତ୍ର 4 ଦିନ । ତେଣୁ ଜୋରଦାର ହୋଇଛି ପ୍ରସ୍ତୁତି। ହେଲେ ବଡ଼ କଥା ହେଉଛି ଏଥର ପ୍ରଥମଥର ପାଇଁ ଷ୍ଟାଡିୟମରେ ଲିଜେଣ୍ଡାରୀ ବକ୍ସର ବ୍ୟବସ୍ଥା କରିଛି ଓସିଏ।
ଦୀର୍ଘଦିନ ପରେ ବାରବାଟୀ ଆୟୋଜନ କରିବ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍ ମ୍ୟାଚ୍। କିନ୍ତୁ ଉଦବେଗର କଥା ହେଲା, ଏହି ଷ୍ଟାଡିୟମରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା। ଏନେଇ ଅଗ୍ନିଶମ ବିଭାଗ ଡିଜି ଅତିରିକ୍ତ ଶାସନ ସଚିବଙ୍କୁ ଅବଗତ କରିଛନ୍ତି।
କେମିତି ସୁରୁଖୁରୁରେ ହେବ ବାରବାଟୀ ଲଢେଇ ? କିଭଳି ସୁରକ୍ଷିତ ମ୍ୟାଚ୍ ଦେଖି ଫେରିବେ ପ୍ରାୟ ୪୫ ହଜାର ଦର୍ଶକ ? କେମିତି ସୁଦୃଢ ହେବ ଷ୍ଟାଡିୟମର ଅସ୍ଥାୟୀ ଅଗ୍ନି ନିରାପତ୍ତା ବ୍ୟବସ୍ଥା ? ଏଥିପାଇଁ ଜୋରସର ପ୍ରସ୍ତୁତି ସହ ପୁରା ଦମ୍ ଲଗାଇ ଦେଇଛନ୍ତି କମିଶନରେଟ ପୋଲିସ ।
ଆଡିଲେଡ୍ରେ ଚାଲିଥିବା ଦିନିକିଆ ମ୍ୟାଚ୍ରେ ୧୬୩ ରନ୍ କରିଥିଲା ଅଷ୍ଟ୍ରେଲିଆ । ଯାହାକୁ ପିଛା କରି ପାକିସ୍ତାନ ୯ ୱିକେଟ୍ରେ ବିଜୟ ହାସଲ କରିଛି ।
ବିଶ୍ୱକପ ଶେଷ ହେବା ପରେ ଆଇସିସି ପକ୍ଷରୁ ଦିନିକିଆ ମାନ୍ୟତା ଘୋଷଣା କରା ଯାଇଛି । ବ୍ୟାଟିଂରେ ଶୁବମାନ ଗିଲ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି ।
ଏହି ସଙ୍କଟ ସ୍ଥିତିରେ ଭାରତ ପାଇଁ ସଙ୍କଟମୋଚକ ସାଜିଥିଲେ ବିରାଟ କୋହଲି ଓ କେଏଲ ରାହୁଲ । ଉଭୟଙ୍କ ମଧ୍ୟରେ ୧୬୫ ରନ୍ର ଜବରଦସ୍ତ ପାର୍ଟନରସିପ୍ ହୋଇଥିଲା। ଯାହାଫଳରେ ଭାରତ ଏହି ମ୍ୟାଚକୁ ଅଷ୍ଟ୍ରେଲିଆ ହାତରୁ ଛଡ଼ାଇ ଆଣିଥିଲା।
ଶ୍ରେୟସ ଆୟରଙ୍କ ଅପରାଜିତ ଶତକ ଓ ଇଶାନ କିଶାନଙ୍କ ଲଢ଼ୁଆ ଅର୍ଦ୍ଧଶତକ ବଳରେ ୭ ୱିକେଟରେ ପରାସ୍ତ ହୋଇଛି ଦକ୍ଷିଣ ଆଫ୍ରିକା ।
ପୁଣି ଥରେ ଟିମ୍ ଇଣ୍ଡିଆର ରେକର୍ଡ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ସିରିଜ୍କୁ କ୍ଲିନ୍ ସୁଇପ୍ କଲା ଭାରତ....
ମାତ୍ର ୩୫ ବଲରେ ୬୪ ରନ କରିଥିବା ଅକ୍ସର ମ୍ୟାନ୍ ଅଫ ଦି ମ୍ୟାଚ୍ ହୋଇଛନ୍ତି।